Posted inଜାତୀୟ

ସୁଶାନ୍ତ ସିଂ ରାଜପୁତଙ୍କ ବନ୍ଧୁ ଋଷିକେଶଙ୍କୁ ଅଟକ ରଖିଲା ଏନ୍‌ସିବି

ମୁମ୍ବାଇ,୨ ।୨: ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି)ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା ସହ ଡ୍ରଗ୍ସ ମାମଲା ଯୋଡି ହୋଇଯିବା ପରେ ଯାଞ୍ଚ କଡାକଡି କରିଛି । ଏନ୍‌ସିବି ଏବେ ସୁଶାନ୍ତଙ୍କ ବନ୍ଧୁ ତଥା ସହାୟକ ନିର୍ଦ୍ଦେଶକ ଋଷିକେଶ ପାୱାରଙ୍କୁ ଅଟକ ରଖିଛି । ଏହାପରେ ଏନ୍‌ସିବି ଡ୍ରଗ୍ସ ମାମଲାକୁ ନେଇ ତାଙ୍କୁ ପଚରା ଉଚରା କରିବ । ସୂଚନାଯୋଗ୍ୟ, ଗତମାସଠାରୁ ପୋଲିସ ଋଷିକେଶଙ୍କୁ ଖୋଜୁଥିଲା । ଏହା ପୂର୍ବରୁ ମଧ୍ୟ ଏନ୍‌ସିବି ଋଷିକେଶଙ୍କୁ ପଚରା ଉଚରା କରି ସାରିଛି । ତେବେ ଗିରଫ ଭୟରେ ଋଷିକେଶ ଆଗୁଆ ଜାମିନ ଆବେଦନ କରିଥିଲେ ହେଲେ ତାଙ୍କୁ ଜାମିନ ମିଳି ନ ଥିଲା । ଏହାପରଠାରୁ ଋଷିକେଶ ଫେରାର ଥିଲେ । ଆଲୋଚନା ହେଉଥିଲା କି ଯେଉଁମାନେ ସୁଶାନ୍ତଙ୍କୁ ଡ୍ରଗ୍ସ ଯୋଗାଉଥିଲେ ସେମାନଙ୍କ ମଧ୍ୟରେ ଋଷିକେଶ ସମ୍ପୃକ୍ତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ପୁଣି ଆଜିଠୁ ଜୋର୍‌ଦାର ଆନ୍ଦୋଳନ: ଜନ୍ତର-ମନ୍ତରରେ ପହଞ୍ଚୁଛନ୍ତି ଶତାଧିକ ଲୋକ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୧।୮: ଦିଲ୍ଲୀରେ ପେପର ଲିକ୍‌କୁ ନେଇ ହୋଇଥିବା ଛାତ୍ର ଆନ୍ଦୋଳନ ପରେ ଏବେ ‘ସଂରକ୍ଷଣ ହଟାଅ ଆନ୍ଦୋଳନ’ ଜୋର ଧରିଛି। ସଂରକ୍ଷଣ ବ୍ୟବସ୍ଥା ହଟାଇବା ଦାବିରେ…

ଆଜି ଗ୍ରହ ସଂଯୋଗ ଆଣିବ ୫ ରାଶିଙ୍କ ପାଇଁ ବଡ଼ ପରିବର୍ତ୍ତନ, ଅଚାନକ ଘଟିବ ଏଭଳି, ଯାହା କେବେ…

ଜ୍ୟୋତିଷ ଦୃଷ୍ଟିରୁ ୨୧ ଅଗଷ୍ଟ ଦିନଟି ଅନେକ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ରହିପାରେ। ଗ୍ରହମାନଙ୍କର ସ୍ଥିତି ଅନୁଯାୟୀ ଏହି ଦିନ କ୍ୟାରିୟର, ବ୍ୟବସାୟ ଓ ଆୟ କ୍ଷେତ୍ରରେ…

ଭୁତକୋଠି ସାଜିଛି କଲ୍ୟାଣ ମଣ୍ଡପ: ୧୦ ବର୍ଷ ହେଲା ହୋଇପଡିଛି ଅକାମୀ

କେସିଙ୍ଗା,୨୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମ ପଞ୍ଚାୟତରୁ ପ୍ରାୟ ୫୦୦ ମିଟରରେ ଗ୍ରାମ ପଞ୍ଚାୟତ ପକ୍ଷରୁ ଗୋଦାମ ଗୃହ ଗତ ୨୦୧୬-୧୭…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri