‘ସେନା ବାହିନୀରେ ଯୋଗ ଦେବା ଲାଗି ପର୍ଯ୍ୟାପ୍ତ ସୁଯୋଗ ଆଣେ NCC’

ପୁରୁଷୋତ୍ତମପୁର,୧୫ା୨(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ପ୍ରତାପପୁର ରାଙ୍ଗାଭାଟଲା ତୁମ୍ବନାଥ ବିଦ୍ୟାପୀଠକୁ ଓଡ଼ିଶା ଏନ୍‌ସିସି ବାଟାଲିୟନ ବ୍ରହ୍ମପୁର କମାଣ୍ଡିଂ ଲେଫ୍ଟନେଣ୍ଟ କର୍ନେଲ ସମୀର କୁମାର କର ଆସି ଏନ୍‌ସ୍‌ସି ଓ୍ବିଙ୍ଗ୍‌କୁ ପରିଦର୍ଶନ କରିଛନ୍ତି। ପହଞ୍ଚିବା ପରେ ଏନ୍‌ସିସି କ୍ୟାଡେଟ୍‌ମାନେ ପ୍ରଥମେ ତାଙ୍କୁ ଗାର୍ଡ ଅଫ୍‌ ଅନର ଦେଇଥିଲେ। ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷା ଶ୍ରୀମତୀ ମିନାକ୍ଷୀ ନାୟକ ଓ ଏନ୍‌ସି୍‌ସି କ୍ୟାଡେଟ୍‌ମାନଙ୍କ ସହ ଆଲୋଚନା କରିବା ସହ ଏନ୍‌ସିସି ଭବିଷ୍ୟତକୁ ଅନେକ ସୁଯୋଗ ଦେଇଥାଏ। ଏହାର ସହାୟତାରେ ନିଜର ଦକ୍ଷତା ବିକାଶ କରିବା ସହ ସେନା ବାହିନୀରେ ଯୋଗଦେବା ଲାଗି ପ୍ରର୍ଯ୍ୟାପ୍ତ ସୁଯୋଗ ଆଣିଥାଏ ବୋଲି କହି ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ପରାମର୍ଶ ଦେଇଥିଲେ କର୍ନେଲ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରୁ ଭୁବନେଶ୍ୱର ହେଉ ସିଧା ଟ୍ରେନ ଚଳାଚଳ: ଲୋକ ସଭାରେ ଦାବି ଉଠାଇଲେ ଏମ୍‌ପି

କେସିଙ୍ଗା,୧୮।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ ଦିଲ୍ଲୀରେ ଅନୁଷ୍ଠିତ ଲୋକ ସଭା ଗୃହରେ କଳାହାଣ୍ଡି ଜିଲାର ସଂସଦୀୟ କ୍ଷେତ୍ର କଳାହାଣ୍ଡି ଓ ନୂଆପଡ଼ା ଜିଲା ପାଇଁ…

ବିଧାନସଭାରେ କୋକେଇ ଶୋଭାଯାତ୍ରା:‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ପରିସର

ଭୁବନେଶ୍ୱର,୧୮।୩: ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖାଯାଇଛି। SCB ଟ୍ରାଜେଡିକୁ ଦେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ…

ଏହି ୬ ସହରରେ ଆରମ୍ଭ ହେଲା ଇଣ୍ଡିଆ ପୋଷ୍ଟ’ର ୨୪ ଘଣ୍ଟିଆ ଗ୍ୟାରେଣ୍ଟେଡ୍‌ ଡେଲିଭରି ସେବା

ନୂଆଦିଲ୍ଲୀ ,୧୮ା୩:ଭାରତୀୟ ଡାକ ସେବା ପକ୍ଷରୁ ଦେଶର ୬ ସହରରେ ୨୪ ଘଣ୍ଟିଆ ନିଶ୍ଚିତ ଡେଲିଭରି(ସ୍ପିଡ୍‌ପୋଷ୍ଟ) ସେବା ଆରମ୍ଭ ହୋଇଛି। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ…

ଘଟିବ କି କିଛି ଅଶୁଭ: ପୁଣି ନୀଳଚକ୍ର ଉପରେ ବସିଲା ଚିଲ

ପୁରୀ,୧୮ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ମଙ୍ଗଳବାର ଅପରାହ୍ନରେ କିଛି ସମୟ ଧରି ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛିଦିନ ହେବ ଲଗାତର ଏପରି ଘଟଣା ଦେଖିବାକୁ…

ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି

ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା…

ଡାକ୍ତରଖାନା ଆଗରେ ଜେଏମ୍‌ଏମ୍‌ର ଧାରଣା  

ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ…

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri