Posted inUncategorized

ଆନ୍ତଃଧର୍ମ ଦମ୍ପତିଙ୍କୁ ମାଡ଼ ଘଟଣା: ୭ ଜଣଙ୍କ ବିରୋଧରେ ଗଣବଳାତ୍କାର ମାମଲା

ହାଭେରି,୧୨।୧: କର୍ନାଟକର ହାଭେରି ଜିଲାରେ ଏକ ହୋଟେଲ ମଧ୍ୟରେ ଜବରଦସ୍ତ ପ୍ରବେଶ କରି ଆନ୍ତଃଧର୍ମ ଦମ୍ପତିଙ୍କୁ ମାଡ଼ ମାରିଥିବା ୭ ଅଭିଯୁକ୍ତଙ୍କ ବିରୋଧରେ ଗଣବଳାତ୍କାର ମାମଲା ରୁଜୁ ହୋଇଛି। ତାଙ୍କୁ ଗଣବଳାତ୍କାର କରାଯାଇଥିବା ପୀଡ଼ିତା ମାଜିଷ୍ଟ୍ରେଟ୍‌ଙ୍କ ନିକଟରେ ବୟାନ ରେକର୍ଡ କରାଇବା ପରେ ପୋଲିସ ଏତଲାରେ ଆଇପିସିର ଦଫା ୩୭୬(ଡି) ଲଗାଇଛି। ଗତ ୮ ତାରିଖରେ ଘଟିଥିବା ଏହି ଆକ୍ରମଣ ଘଟଣାରେ ସଂଖ୍ୟାଲଘୁ ସମ୍ପ୍ରଦାୟର ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଜଣେ ଅଭିଯୁକ୍ତ ଦୁର୍ଘଟଣାଗ୍ରସ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ହସ୍ପିଟାଲରୁ ମୁକୁଳିବା ପରେ ତାଙ୍କୁ ହାଜତକୁ ନିଆଯିବ। ଅନ୍ୟ ୩ ଜଣଙ୍କ ପରିଚୟ ମିଳିଥିବାବେଳେ ପୋଲିସ ସେମାନଙ୍କୁ ଖୋଜୁଛି। ଆକ୍ରମଣକାରୀ ୬ ଜଣ ଥିଲେ ବୋଲି ପୀଡ଼ିତା ପ୍ରଥମେ କହିଥିଲେ। ପରେ ସେ ଅନ୍ୟ ଜଣେ ସମ୍ପୃକ୍ତ ଥିବା ପୋଲିସକୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BCCI ଆଗରେ ଏମିତି ଡିମାଣ୍ଡ ରଖିଲେ ଅଜିତ ଅଗରକର: ହେବ କି ପୂରଣ

ନୂଆଦିଲ୍ଲୀ,୧୯।୩: ଟି୨୦ ବିଶ୍ୱକପରେ ଭାରତର ବିଜୟ ପରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ବିସିସିଆଇ ସାମ୍ନାରେ ଏକ ଡିମାଣ୍ଡ ରଖିଛନ୍ତି। ଅଗରକର ୨୦୨୭ ଏକଦିବସୀୟ ବିଶ୍ୱକପ ପର୍ଯ୍ୟନ୍ତ…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri