Posted inଜାତୀୟ

ଆମାଜନ ଦେବ ୨୦୦ କୋଟି ଫାଇନ୍‌

ନୂଆଦିଲ୍ଲୀ,୧୩।୬: ନ୍ୟାଶନାଲ କମ୍ପାନୀ ଲ ଟ୍ରିବ୍ୟୁନାଲ (ଏନ୍‌ସିଏଲଏଟି) ସୋମବାର ଆମେରିକାର ଇ-କମର୍ସ କମ୍ପାନୀ ଆମାଜନକୁ ବଡ ଝଟକା ଦେଇଛି । ଟ୍ରିବ୍ୟୁନାଲ ଆମାଜନ-ଫ୍ୟୁଚର ଗ୍ରୁପକୁ ନେଇ ଏକ ଆଦେଶ ଜାରି କରାଯାଇଛି। ଏଥିରେ ୪୫ ଦିନ ମଧ୍ୟରେ ୨୦୦ କୋଟି ଟଙ୍କା ଫାଇନ୍‌ ଦେବାକୁ ଆମାଜନକୁ କୁହାଯାଇଛି। ୨୦୧୯ରେ ଆମାଜନ ଓ ଫ୍ୟୁଚର ଗ୍ରୁପରେ ଏକ ନିବେଶ ଚୁକ୍ତିକୁ ମଧ୍ୟ ବାତିଲ କରିବା ପାଇଁ ସିସିଆଇ ଆଦେଶକୁ ମଧ୍ୟ କାଏମ ରଖିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

ଯୁଦ୍ଧ ବୁଡାଜାହାଜ ପଠାଇଲା ଆମେରିକା, ଚାଇନା ସହ ଯୁଦ୍ଧ ସଙ୍କେତ! ୩ ମହାସାଗରରେ ହଲଚଲ…

ବେଜିଂ,୨୪।୩: ଚୀନ ଏକ ବିଶାଳ ଜଳମଗ୍ନ ସର୍ଭେ ଏବଂ ମ୍ୟାପିଂ ଅପରେସନ ଆରମ୍ଭ କରୁଛି। ଏହାର ଉଦ୍ଦେଶ୍ୟ ହେଉଛି ସମୁଦ୍ର ବିଷୟରେ ଗଭୀର ସୂଚନା ସଂଗ୍ରହ କରିବା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri