Posted inଜାତୀୟ

ଆମାଜନ ଦେବ ୨୦୦ କୋଟି ଫାଇନ୍‌

ନୂଆଦିଲ୍ଲୀ,୧୩।୬: ନ୍ୟାଶନାଲ କମ୍ପାନୀ ଲ ଟ୍ରିବ୍ୟୁନାଲ (ଏନ୍‌ସିଏଲଏଟି) ସୋମବାର ଆମେରିକାର ଇ-କମର୍ସ କମ୍ପାନୀ ଆମାଜନକୁ ବଡ ଝଟକା ଦେଇଛି । ଟ୍ରିବ୍ୟୁନାଲ ଆମାଜନ-ଫ୍ୟୁଚର ଗ୍ରୁପକୁ ନେଇ ଏକ ଆଦେଶ ଜାରି କରାଯାଇଛି। ଏଥିରେ ୪୫ ଦିନ ମଧ୍ୟରେ ୨୦୦ କୋଟି ଟଙ୍କା ଫାଇନ୍‌ ଦେବାକୁ ଆମାଜନକୁ କୁହାଯାଇଛି। ୨୦୧୯ରେ ଆମାଜନ ଓ ଫ୍ୟୁଚର ଗ୍ରୁପରେ ଏକ ନିବେଶ ଚୁକ୍ତିକୁ ମଧ୍ୟ ବାତିଲ କରିବା ପାଇଁ ସିସିଆଇ ଆଦେଶକୁ ମଧ୍ୟ କାଏମ ରଖିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

୧୫୦ ଜିଲାରେ ଜାରି ହେବ ଲକ୍‌ଡାଉନ୍‌: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦେଲା ପ୍ରସ୍ତାବ…

ନୂଆଦିଲ୍ଲୀ,୨୮।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶର ୧୫୦ଟି ଜିଲାରେ ଲକ୍‌ଡାଉନ୍‌...

ମଟନ କରିବାକୁ ମନା କରିବାରୁ ପତ୍ନୀଙ୍କ ବିରୋଧରେ ଅଭିଯୋଗ

ହାଇଦ୍ରାବାଦ,୨୧।୩: ପତ୍ନୀ ମଟନ ରୋଷେଇ କରିବାକୁ ମନା କରି ଦେବାରୁ ଜଣେ ମଦ୍ୟପ ପୋଲିସକୁ ବାରମ୍ବାର ଫୋନ କରି ଅଭିଯୋଗ କରିଥିଲେ। ପୋଲିସ ଅନୁଯାୟୀ, ଉକ୍ତ...

ଅତ୍ୟାବଶ୍ୟକ ସାମଗ୍ରୀରୁ ଆଳୁ, ପିଆଜ, ଡାଲି ବାଦ୍‌

ନୂଆଦିଲ୍ଲୀ,୩ା୬(ପି.ଟି.): ଦେଶରେ ପୁଞ୍ଜିିନିବେଶ ବଢ଼ାଇବା ଲକ୍ଷ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀ ଆଇନରେ ସଂଶୋଧନ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଅତ୍ୟାବଶ୍ୟକ ସାମଗ୍ରୀ ଆଇନ...

ଦିଲ୍ଲୀ ବିଧାନସଭା ନିର୍ବାଚନ: ୭୦ରୁ ୨୦ରେ ପ୍ରାର୍ଥୀ ଦେଇପାରେ କଂଗ୍ରେସ

ନୂଆଦିଲ୍ଲୀ,୧୧।୧: ପାଖେଇ ଆସିଲାଣି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହାକୁ ନେଇ ଏବେ ସବୁ ରାଜନୈତିକ ଦଳ ସେମାନଙ୍କ ପ୍ରାର୍ଥୀ ଯୋଗାଡରେ ଲାଗି ପଡିଛନ୍ତି। ଦିଲ୍ଲୀ ବିଧାନସଭାର...

ନାମାଙ୍କନ ଦାଖଲ ପୂର୍ବରୁ ୩୦ଲକ୍ଷ ଜରିମାନା ଦେଲେ ଆଜମଙ୍କ ସ୍ତ୍ରୀ

ରାମପୁର,୧।୧୦: ଉତ୍ତରପ୍ରଦେଶ ରାମପୁରରୁ ସମାଜବାଦୀ ପାର୍ଟି (ଏସ୍‌ପି)ର ଏମ୍‌ପି ଥିବା ଆଜମ ଖାନ୍‌ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି । ହେଲେ ଏବେ ସେ ନିଜ ପାଇଁ...

ବାଲ୍ୟବିବାହକୁ ରୋକିବା ପାଇଁ ଆସାମ ସରକାରଙ୍କ ନୂଆ ଯୋଜନା: ବିବାହରେ କନ୍ୟାଙ୍କୁ ଦେବେ ୧ ତୋଳା ସୁନା

ଗୁଆହାଟୀ,୨୦।୧୧: ରାଜ୍ୟରେ ବାଲ୍ୟବିବାହ ରୋକିବା ପାଇଁ ଆସାମ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଅରୁନ୍ଧତୀ ସ୍କିମ୍‌ରେ ବିବାହ ସମୟରେ କନ୍ୟାଙ୍କୁ ମାଗଣାରେ ୧ ତୋଳା...

ସନ୍ତାନ ପ୍ରସବର ୮ଘଣ୍ଟା ପରେ ପରୀକ୍ଷା ହଲ୍‌ରେ ପହଞ୍ଚିଲେ ମା’

ଆଗ୍ରା,୯।୬: ମା’ର ଦୃଢ ଇଚ୍ଛା ଶକ୍ତିର ଉଦାହରଣ ଏବେ ଦେଖିବାକୁ ମିଳିଛି ଆଗ୍ରାରେ। କାଗାରୋଲରେ ରହୁଥିବା ପ୍ରିୟଙ୍କା ବର୍ମା ନାମକ ଜଣେ ଛାତ୍ରୀ ସନ୍ତାନ ଜନ୍ମ...

ହରତାଳରେ ବସିଲେ ୫ ଲକ୍ଷ ଡାକ୍ତର: ରୋଗୀ ସେବା ବାଧାପ୍ରାପ୍ତ

ନୂଆଦିଲ୍ଲୀ,୧୭।୬: ସାରା ଦେଶରେ ଡାକ୍ତର ଆନ୍ଦୋଳନ ଜୋର ଧରିଛି। ପଶ୍ଚିମବଙ୍ଗରୁ ଆରମ୍ଭ ହୋଇ ଏହା ସାରା ବ୍ୟାପିଛି। ସୋମବାର ପ୍ରାୟ ୫ ଲକ୍ଷ ଡାକ୍ତର ହରତାଳରେ...

Advertisement
Archives

Model This Week