Posted inଖେଳ

ବାଇଜୁସ୍‌କୁ ଏନ୍‌ସିଏଲ୍‌ଟି ନୋଟିସ୍‌

ନୂଆଦିଲ୍ଳୀ, ୫ା୧୨: ଭାରତୀୟ କ୍ରିକେଟ ବୋର୍ଡ(ବିସିସିଆଇ)ର ୧୫୮ କୋଟି ଟଙ୍କା ବାକି ରଖିବା ପ୍ରସଙ୍ଗରେ ବାଇଜୁସ୍‌କୁ ନୋଟିସ୍‌ ପ୍ରେରଣ କରିଛି ଏନ୍‌ସିଏଲ୍‌ଟି। ଅର୍ଥ ପରିଶୋଧ ହୋଇ ନ ଥିବା କାରଣରୁ ଧାରା ୯ ଅନୁସାରେ ଏହି ନୋଟିସ୍‌ ପ୍ରେରଣ କରାଯାଇଛି। ୧୫୮ କୋଟି ଟଙ୍କା ବାକି ଥିବା ନେଇ ବିସିସିଆଇ ପକ୍ଷରୁ ବେଙ୍ଗାଲୁରୁ ସ୍ଥିତ ଏନ୍‌ସିଏଲ୍‌ଟିରେ ଅଭିଯୋଗ କରାଯାଇଥିଲା। ଏକ ସପ୍ତାହ ମଧ୍ୟରେ ଏହି ନୋଟିସର ଉତ୍ତର ଦେବା ପାଇଁ ବାଇଜୁସ୍‌ର ପ୍ୟାରେଣ୍ଟ କମ୍ପାନୀ ଥିଙ୍କ ଆଣ୍ଡ ଲର୍ନକୁ ନିର୍ଦ୍ଦେଶ ଦିଆଯାଇଛି। ଡିସେମ୍ବର ୨୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ। ୨୦୧୯ରେ ଓପୋ ଓହରିବା ପରେ ବାଇଜୁସ୍‌ ଭାରତୀୟ ଦଳର ପ୍ରୟୋଜକ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ୟୁଏଇରେ ଭାରତୀୟ ଦୃଷ୍ଟିବାଧିତ କ୍ରିକେଟ ଦଳ

ଦୁବାଇ,୨୨ା୨ବନ୍ଧୁତ୍ୱପୂର୍ଣ୍ଣ ତ୍ରିରାଷ୍ଟ୍ରୀୟ ସିରିଜ ପାଇଁ ୟୁଏଇରେ ପହଞ୍ଚିଛି ଭାରତୀୟ ଦୃଷ୍ଟିବାଧିତ ପୁରୁଷ କ୍ରିକେଟ ଦଳ। ଭାରତ ବ୍ୟତୀତ ପାକିସ୍ତାନ ଓ ବାଂଲାଦେଶ ଏହି ଟୁର୍ନାମେଣ୍ଟରେ ଅଂଶଗ୍ରହଣ...

ମନୀଷାଙ୍କ ଡବଲରେ ଭାରତ ବିଜୟୀ

ଅଙ୍କାରା,୨୨ା୨(ପି.ଟି.)ତୁର୍କୀର ଆଲାନ୍ୟାରେ ଅନୁଷ୍ଠିତ ଚତୁଃରାଷ୍ଟ୍ରୀୟ ଆଲାନ୍ୟା କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ବିଜୟରୁ ଅଭିଯାନ ଆରମ୍ଭ କରିଛି ଭାରତ। ଉଦ୍‌ଘାଟନୀ ମ୍ୟାଚ୍‌ରେ ଦଳ ଇସ୍ତୋନିଆକୁ ୪-୩ ଗୋଲରେ...

କିଟ୍‌ ଚାମ୍ପିୟନ, ସମ୍ବଲପୁର ରନରଅପ୍‌

ଭୁବନେଶ୍ୱର, ୨୨।୨(ତପନ ସ୍ବାଇଁ)କିଟ୍‌ କ୍ରିକେଟ ଷ୍ଟାଡିୟମରେ ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରିକେଟ (ପୁରୁଷ) ଟୁର୍ନାମେଣ୍ଟ ବୁଧବାର ଶେଷ ହୋଇଛି। ଆସୋସିଏଶନ ଅଫ୍‌ ଇଣ୍ଡିଆନ ୟୁନିଭର୍ସିଟିଜ୍‌ ସହଯୋଗରେ...

ଭାଜପାରେ ଯୋଗଦେବେ ଯୁବରାଜ! ଏହି ଆସନରୁ ଲଢିପାରନ୍ତି

ନୂଆଦିଲ୍ଲୀ,୨୨।୨:ଲୋକ ସଭା ନିର୍ବାଚନ ପୂର୍ବରୁ ପଞ୍ଜାବର ରାଜନୀତିରେ ଗତ କିଛି ଦିନ ହେବ ଚର୍ଚ୍ଚାର ବଜାର ଗରମ ହୋଇଛି। ଅନେକ ନେତାଙ୍କ ଗୋଟିଏ ଦଳ ଛାଡି...

ମୁମ୍ବାଇରେ ୫ କୋଟି ଟଙ୍କାରେ ଆପାର୍ଟମେଣ୍ଟ କିଣିଲେ ଜଶସ୍ବୀ ଜୈସ୍ବାଲ: ରିପୋର୍ଟ

ନୂଆଦିଲ୍ଲୀ,୨୧।୨: ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିବା ପରେ ଚର୍ଚ୍ଚାରେ ରହିଛନ୍ତି ଭାରତର ଯୁବ ବ୍ୟାଟର ଜଶସ୍ବୀ ଜୈସ୍ବାଲ। ଟେଷ୍ଟଠାରୁ ଆରମ୍ଭ କରି ଟି୨୦ ରେ ନିଜର...

ବିରାଟ ବାପା ହେବା ପରେ ‘ଜୁନିଅର କୋହଲି’ଙ୍କ ନାମରେ ଖୋଲିଲା ମାଳ ମାଳ ଫେକ୍‌ ଆକାଉଣ୍ଟ, ଟ୍ରେଣ୍ଡ କରୁଛି…

ନୂଆଦିଲ୍ଲୀ,୨୧।୨: ପୁଣିଥରେ ବାପା ହୋଇଛନ୍ତି ଭାରତୀୟ କ୍ରିକେଟ ଟିମ୍‌ର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି। ପତ୍ନୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ପୁତ୍ର ସନ୍ତାନକୁ ଜନ୍ମ...

‘ପାକିସ୍ତାନ କ୍ରିକେଟକୁ ବର୍‌ବାଦ କରିଛନ୍ତି ବାବର’

ଇସଲାମାବାଦ,୨୧।୨: ପାକିସ୍ତାନ କ୍ରିକେଟକୁ ବରବାଦ କରିଛନ୍ତି ପୂର୍ବତନ ଅଧିନାୟକ ତଥା ବ୍ୟାଟ୍ସମ୍ୟାନ୍‌ ବାବର ଆଜମ। ଯେବେ ସେ ଅଧିନାୟକ ଥିଲେ, ସେତେବେଳେ ଏକ ନିଷ୍ପତ୍ତି ନେଇଥିଲେ,...

ଦେଢ଼ ବର୍ଷ ପରେ ପନ୍ତଙ୍କ ଝଡ଼, ଟି୨୦ ମ୍ୟାଚ୍‌ରେ କଲେ ଚୌକା ଛକା ବର୍ଷା; ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୨୧।୨: ଭାରତୀୟ ଟିମ୍‌ର ଷ୍ଟାର ଉଇକେଟକିପର ଋଷଭ ପନ୍ତ କ୍ରିକେଟ ମଇଦାନକୁ ଫେରିଛନ୍ତି। ପନ୍ତ ଲଗାତର ଭାବେ ନିଜର ଫିଟ୍‌ନେସ୍‌ ସହ ଜଡ଼ିତ ଭିଡିଓ ଇନ୍‌ଷ୍ଟାଗ୍ରାମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri