Posted inଜାତୀୟ

ଶରଦ ପାଓ୍ବାରଙ୍କ ଇସ୍ତଫା: ପରିବାର ସଦସ୍ୟ ହେବେ ନାହିଁ ଅଧ୍ୟକ୍ଷ, ଏନସିପି ସୂତ୍ରର ଦାବି

ମୁମ୍ବାଇ,୩।୫: ମହାରାଷ୍ଟ୍ର ରାଜନୀତିରେ ମଙ୍ଗଳବାର ସେତେବେଳେ ଏକ ଭୂକମ୍ପ ସୃଷ୍ଟି ହୋଇଥିଲା, ଯେତେବେଳେ ରାଜ୍ୟ ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ ଦଖଲ ରଖିଥିବା ଏନସିପିର ଅଧ୍ୟକ୍ଷ ଶରଦ ପାଓ୍ବାର ତାଙ୍କ ଇସ୍ତଫା ଘୋଷଣା କରିଥିଲେ। ଦେଶର ବରିଷ୍ଠ ନେତାଙ୍କ ମଧ୍ୟରୁ ଜଣେ ପାଓ୍ବାର କହିଥିଲେ ଏବେ ମୁଁ ଏନସିପି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଉଛି। ଏହାପରଠାରୁ ହିଁ ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି ଯେ ଏନସିପିର ପରବର୍ତ୍ତି ଅଧ୍ୟକ୍ଷ କିଏ ହେବେ।

ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ଏନସପିର ଅଧ୍ୟକ୍ଷ ବାଛିବା ପାର୍ଟିରେ ୧୦ଜଣ ଶୀର୍ଷ ନେତାଙ୍କ କମିଟି ନିଷ୍ପତ୍ତି ନେବେ କି ଏନସିପିର ଅଧ୍ୟକ୍ଷ କିଏ ହେବେ। ଇତିମଧ୍ୟରେ ଦଳ ଭିତରୁ ବିଶେଷ ସୂତ୍ରରୁ ଦାବି କରାଯାଇଛି କି କେତେଜଣ ନେତାଙ୍କ ସହ ସାକ୍ଷାତ କରିବା ସମୟରେ ଶରଦ ପାଓ୍ବାର ସ୍ପଷ୍ଟ କରିଥିଲେ କି ଏନସିପିର ପରବର୍ତ୍ତି ଅଧ୍ୟକ୍ଷ ପାଓ୍ବାରଙ୍କ ପରିବାରରୁ ହେବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?