Posted inଜାତୀୟ

‘ମୋଦିଙ୍କ ପାଖରେ ଯେଉଁ ଗୁଣ ଅଛି, ବିରୋଧୀ ଦଳର ନେତାଙ୍କଠାରେ ନାହିଁ’

ପୁଣେ,୨୮।୩: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ନେତା ମାଜିଦ ମେମନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ଟୁଇଟ କରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମୋଦିଙ୍କ ପାଖରେ ଯେଉଁ ଗୁଣ ଅଛି, ବିରୋଧୀ ଦଳର ନେତାଙ୍କଠାରେ ତାହା ନାହିଁ। ଯଦି ମୋଦି ଲୋକଙ୍କ ମତ ଜିତୁଛନ୍ତି ଏବଂ ତାଙ୍କୁ ବିଶ୍ୱରର ସବୁଠାରୁ ଲୋକପ୍ରିୟ ନେତା ଭାବରେ ମଧ୍ୟ ଦର୍ଶାଯାଉଛି, ତା’ହେଲେ ତାଙ୍କର କିଛି ଭଲ ଗୁଣ କିମ୍ବା ଭଲ କାର୍ଯ୍ୟ ଥିବ ଯାହା ବିରୋଧୀ ଦଳର ନେତାଙ୍କ ଠାରେ ନାହିଁ।
ଏପ୍ରିଲ ୨୦୧୯ରେ, ମେମନ ମୋଦିଙ୍କୁ ନେଇ ଏକ ବିବାଦୀୟ ମନ୍ତବ୍ୟ ଦେଇ ର୍ଚୁୁାକୁ ଆସିଥିଲେ। ସେ କହିଥିଲେ ଯେ, ମୁଁ ଭାବୁଛି ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଜଣେ ଅଶିକ୍ଷିତ ଏବଂ ରାସ୍ତାରେ ଯାଉଥିବା ବ୍ୟକ୍ତିଙ୍କ ପରି କଥା ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶବାସୀଙ୍କୁ ହୋଲି ପର୍ବର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୮।୩: ଆଜି ହୋଲି। ରଙ୍ଗରେ ରଙ୍ଗେଇ ହୋଇଛି ସାରା ଦେଶ। ରଙ୍ଗର ଏହି ପର୍ବକୁ ସମସ୍ତେ ଖୁବ ଧୁମଧାମରେ ପାଳନ କରୁଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ...

ଆତ୍ମହତ୍ୟା କଲେ ଆଉ ଜଣେ ଟିକ୍‌ଟକ୍‌ ଷ୍ଟାର

ନୂଆଦିଲ୍ଲୀ,୬।୭: ଦେଶରେ ଦିନକୁ ଦିନ ମାନସିକ ବିଷାଦଗ୍ରସ୍ତ ମାମଲା ବଢ଼ୁଥିବା ବେଳେ ଏହାଜନିତ ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ପ୍ରତିଦିନ ନୂଆ...

ଏହି ଅପରାଧ ଯୋଗୁ ବିବାହ ବେଦୀରୁ ବରଙ୍କୁ ଉଠାଇ ନେଲେ ପୋଲିସ…

ଜଳନ୍ଧର,୨୬।୪: ପପଞ୍ଜାବରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ରାଜ୍ୟ ସରକାରଙ୍କ ପକ୍ଷରୁ ସପ୍ତାହନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହା ସହିତ ବିବାହ ଉତ୍ସବରେ...

ମହିଳା ବିଧାୟକଙ୍କ ଗାଲ ଟାଣିଲେ ଏମ୍‌ପି: ଭିଡିଓ ଭାଇରାଲ

କୋଲକତା,୧୦ା୩: ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଆଉ କିଛି ଦିନ ବାକି ଅଛି। ଏଭଳି ପରିସ୍ଥିତିରେ ବିଭିନ୍ନ ଦଳ ପକ୍ଷରୁ ପରସ୍ପର ଆରୋପ-ପ୍ରତ୍ୟାରୋପ ଲାଗିରହିଛି। ଏଭଳି ପରିସ୍ଥିତିରେ...

ସଡ଼କ ଦୁର୍ଘଟଣା ରୋକିବାକୁ ୭,୫୦୦ କୋଟିର ଯୋଜନା

ନୂଆଦିଲ୍ଲୀ,୧୭।୩ (ପି.ଟି.): ଭାରତରେ ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁସଂଖ୍ୟା ବିଶ୍ୱରେ ସର୍ବାଧିକ। ପ୍ରତିବର୍ଷ ୧.୫ ଲକ୍ଷ ଲୋକଙ୍କର ଦୁର୍ଘଟଣାରେ ଜୀବନ ଯାଉଛି। ସେଥିରୁ ୬୫ ପ୍ରତିଶତଙ୍କ...

ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ରୁହନ୍ତୁ ସରକାର…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ନେଇକଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୨୦।୭: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପୁଞ୍ଚ୍‌ ଜିଲାର ମେଣ୍ଡାର ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଶନିବାର ପୂର୍ବାହ୍ନ...

କିପରି କାର୍ଯ୍ୟ କରିବ ନୂଆ କେନ୍ଦ୍ରଶାସିତ ଅଞ୍ଚଳ

ନୂଆଦିଲ୍ଲୀ,୬ା୮(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପାଇଁ କେନ୍ଦ୍ର ସରକାର ଆଣିଥିବା ବିଲ୍‌ ସୋମବାର ରାଜ୍ୟ ସଭାରେ ଗୃହୀତ ହୋଇଛି। ଏହା ଆଇନରେ...

Advertisement
Archives

Model This Week