Posted inଜାତୀୟ

ଏନ୍‌ସିପି ବିଧାୟକ ଭରତ ଭାଲକେଙ୍କ ପରଲୋକ, କରୋନାରେ ଥିଲେ ସଂକ୍ରମିତ

ମୁମ୍ବାଇ,୨୮ ।୧୧: ମହାରାଷ୍ଟ୍ରର ପଣ୍ଡରପୁର-ମଙ୍ଗଲବୈଧା ବିଧାନସଭା ଆସନରୁ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନ୍‌ସିପି) ବିଧାୟକ ଭରତ ଭାଲକେଙ୍କର ଶନିବାର ପରଲୋକ ହୋଇଛି । ପୁଣେର ରୁବି ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ୩୦ ଅକ୍ଟୋବରରେ ସେ କରୋନାରେ ପୀଡ଼ିତ ହୋଇ ମାତ୍ର ୪ ଦିନରେ ସୁସ୍ଥ ହୋଇ ଯାଇଥିଲେ । ହେଲେ ତାଙ୍କ ନିକଟରେ କରୋନା ପରର କିଛି ସମସ୍ୟା ଦେଖାଦେବାରୁ ତାଙ୍କର ଚିକିତ୍ସା ଚାଲୁଥିବା ଅବସ୍ଥାରେ ମୃତ୍ୟୁ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ, ତାଙ୍କର କିଡ୍‌ନୀ ସମସ୍ୟା ଦେଖାଦେଇଥିଲା ଓ ଏହା ଅଧିକ ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ୬୦ ବର୍ଷୀୟ ଭାଲକେଙ୍କର ନିଧନ ଏନ୍‌ସିପି ପାଇଁ ଏକ ବଡ ଝଟ୍‌କା ବୋଲି କୁହାଯାଉଛି । ସେ ଲଗାତାର ୩ଥର ପଣ୍ଡରପୁର-ମଙ୍ଗଲବୈଧା ବିଧାନସଭା ଆସନରୁ ବିଧାୟକ ନିର୍ବାଚିତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭୂମିପୂଜା ପାଇଁ ଉତ୍ସବମୁଖରିତ ରାମନଗରୀ: ୧ଲକ୍ଷ ୧୧ହଜାର ଲଡ଼ୁରେ ମଣୋହି ହେବେ ରାମଲଲା

ଅଯୋଧ୍ୟା,୩୧।୭: ବହୁ ପ୍ରତିକ୍ଷୀତ ଆଯୋଧ୍ୟାରେ ରାମଲଲାଙ୍କ ପାଇଁ ଏବେ ରାମ ମନ୍ଦିର ନିର୍ମାଣ ହେବାକୁ ଯାଉଛି। ଅଗଷ୍ଟ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମିପୂଜା ସହ...

ବିଦା ହେବେ କୋଶିୟାରୀ: କଲରାଜ ହେବେ ମହାରାଷ୍ଟ୍ର ରାଜ୍ୟପାଳ

ନୂଆଦିଲ୍ଲୀ,୨୭ା୧୧: ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କୁ ବିଦା କରାଯିବ। ତାଙ୍କ ସ୍ଥାନରେ ରାଜସ୍ଥାନ ରାଜ୍ୟପାଳଙ୍କୁ ଦାୟିତ୍ୱ ଦିଆଯିବ ବୋଲି ଜଣାପଡ଼ିଛି। ମହାରାଷ୍ଟ୍ରରେ କ୍ଷମତାଯୁଦ୍ଧ ପରିପ୍ରେକ୍ଷୀରେ...

ମୁଖ୍ୟମନ୍ତ୍ରୀଙ୍କ ସହ ନାଚିଲେ ରାହୁଲ ଗାନ୍ଧୀ

ଜୟପୁର,୪।୧୨: କଂଗ୍ରେସର ଭାରତ ଯୋଡୋ ଯାତ୍ରା ରବିବାର ମଧ୍ୟପ୍ରଦେଶରୁ ରାଜସ୍ଥାନର ଝାଲାୱାରରେ ପ୍ରବେଶ କରିଛି। ଏଠାରେ କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀଙ୍କୁ ଜୋରଦାର ସ୍ବାଗତ...

ଅଧା ରାତିରେ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ସହ କାଶୀ ରାସ୍ତାରେ ବାହାରିଲେ ମୋଦି

ବାରାଣସୀ,୧୪ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ବିଳମ୍ବିତ ରାତ୍ରୀରେ ସଡ଼କରେ ଚାଲି ଚାଲି ଯାଇ ପ୍ରମୁଖ ବିକାଶ କାର୍ଯ୍ୟର ନିରିକ୍ଷଣ କରିଛନ୍ତି । ଏହାସହ...

ଦେଶର ସଙ୍କଟ ଜନକ ଅର୍ଥବ୍ୟବସ୍ଥାରୁ ଧ୍ୟାନ ହଟାଇବା ପାଇଁ ଚିଦାମ୍ବରମ୍‌ଙ୍କୁ ଗିରଫ କରାଯାଇଛି: ସୁରେଜଓ୍ବାଲା

ନୂଆଦିଲ୍ଲୀ,୨୨।୮: ଦେଶର ସଙ୍କଟଜନକ ଅର୍ଥବ୍ୟବସ୍ଥାରୁ ଲୋକଙ୍କ ଧ୍ୟାନ ହଟାଇବା ପାଇଁ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ଗିରଫ କରାଯାଇଛି। ଏନେଇ କଂଗ୍ରେସ ପକ୍ଷରୁ ବରିଷ୍ଠ ସଦସ୍ୟ...

ପାଦରେ ଚାଲି ଚାଲି ଲୋକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୨୬।୧ : ଦେଶର ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ବୁଧବାର ରାଜଧାନୀ ଦିଲ୍ଲୀର ରାଜପଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଲି ଚାଲି ଲୋକଙ୍କୁ ଭେଟିଛନ୍ତି।...

ବାଇକ୍‌ ସହ ଚାଳକଙ୍କୁ କ୍ରେନରେ ଉଠାଇ ନେଲେ

ପୁଣେ,୨୧।୮ : ନୋ ପାର୍କିଂ ଜୋନରେ ବାଇକ୍‌ ରଖିବା କାରଣରୁ ଗାଡ଼ି ସହ ଚାଳକଙ୍କୁ କ୍ରେନ ଯୋଗେ ଉଠାଇ ନେଇଛି ପୁଣେ ଟ୍ରାଫିକ ପୋଲିସ। କିନ୍ତୁ...

ଝିଅକୁ ବଳାତ୍କାର କଲେ ବାପା, ଜାଣିବା ପରେ ଏମିତି କଲେ ଭାଇ

ଯୋଧପୁର,୫।୯: ରାଜସ୍ଥାନର ଜାଲୋର ଜିଲାରେ ଜଣେ ବ୍ୟକ୍ତି ତାଙ୍କ ନାବାଳିକା ଝିଅକୁ ବଳାତ୍କାର କରିଥିଲେ। ଏହା ଜାଣିବା ପରେ ପୀଡ଼ିତାଙ୍କ ଭାଇ ଆତ୍ମହତ୍ୟା କରିଥିବା ଘଟଣା...

Advertisement
Archives

Model This Week