Posted inଜାତୀୟ

ପାର୍ଟି ମୁଖ୍ୟଙ୍କ ଇସ୍ତଫା ଘୋଷଣା ପରେ ଏନ୍‌ସିପି କାର୍ଯ୍ୟକର୍ତ୍ତାଙ୍କ ବିରୋଧ ପ୍ରଦର୍ଶନ

ମୁମ୍ବାଇ,୨।୫: ବରିଷ୍ଠ ରାଜନେତା ତଥା ଏନ୍‌ସିପି ମୁଖ୍ୟ ଶରଦ ପାୱାର ତାଙ୍କ ପଦରୁ ଇସ୍ତଫା ଦେବା ନେଇ ବୋଲି ଘୋଷଣା କରିବା ପରେ ମୁମ୍ବାଇର ଓ୍ବାଇବି ଚାବନ ସେଣ୍ଟର ବାହାରେ ଏନସିପି କାର୍ଯ୍ୟକର୍ତ୍ତାମାନେ ବିରୋଧ କରିଛନ୍ତି।

ଦେଶର ଜଣେ ବରିଷ୍ଠ ବିରୋଧୀ ଦଳର ନେତା ଭାବେ ପରିଚିତ ଶରଦ ପାୱାର ମହାରାଷ୍ଟ୍ରରେ ଶିବସେନା, କଂଗ୍ରେସ ଓ ଏନସିପିକୁ ଏକାଠି କରି ସରକାର ଗଠନ କରିଥିଲେ। ଅବଶ୍ୟ ପରବର୍ତ୍ତୀ ଅବସ୍ଥାରେ ମହା ବିକାଶ ଅଘାଡି ସରକାର ଭୁଶୁଡି ପଡିଛି। ତଥାପି ଶରଦ ପାୱାର ସବୁବେଳେ ଚର୍ଚ୍ଚାରେ ରହି ଆସିଛନ୍ତି। ତେବେ ବର୍ତ୍ତମାନ ପାଓ୍ବାରଙ୍କ ଏଭଳି ନିଷ୍ପତ୍ତିକୁ ତାଙ୍କ ସମର୍ଥକ ଓ ବରିଷ୍ଠ ନେତାମାନେ ସହଜରେ ଏହାକୁ ଗ୍ରହଣ କରିପାରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri