Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ନାଁରେ ବଳାତ୍କାର ଅଭିଯୋଗ

ରାଞ୍ଚି,୧୮।୧୨: ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମପନ୍ତ ସୋରେନଙ୍କ ନାଁରେ ବଳାତ୍କାର ଅଭିଯୋଗ ହୋଇଛନ୍ତି। ଜଣେ ମଡେଲ ଏହି ଅଭିଯୋଗ ଆଣିଛନ୍ତି। ନ୍ୟାସନାଲ କମିଶନ ଫର ମହିଳା (ଏନସିଡବ୍ଲ୍ୟୁ) ହେମନ୍ତ ସୋରେନ ଉପରେ ମଡେଲ ଦ୍ୱାରା ଲଗାଯାଇଥିବା ବଳାତ୍କାର ଅଭିଯୋଗକୁ ଗୁରୁତର ସହ ନେଇଛି। ଆୟୋଗ ପକ୍ଷରୁ କୁହାଯାଇଛି ଯେ, ମୁମ୍ବାଇର ଜଣେ ମଡେଲଙ୍କୁ ହେମନ୍ତ ସୋରେନ ବଳାତ୍କାର କରିଥିବା ଗଣମାଧ୍ୟମର ଖବର ଆମେ ପଢିଛୁ। ଏବେ ଏହି ମାମଲାର ଷ୍ଟାଟସ ରିପୋର୍ଟ କଣ ରହିଛି ତାହା ଜାଣିବା ପାଇଁ ମହାରାଷ୍ଟ୍ର ଡିଜିଙ୍କୁ ଜବାବ ମଗାଯାଇଛି ବୋଲି କହିଶା କମିଶନ ପକ୍ଷରୁ କୁହାଯାଇଛି। ବଳାତ୍କାରର ଶିକାର ହୋଇଥିବା ମଡେଲ ଅଭିଯୋଗ କରିଛନ୍ତି ଯେ ୨୦୧୩ରେ ତାଙ୍କୁ କେବଳ ହେମନ୍ତ ସୋରେନ ଏବଂ ସୁରେଶ ନାଗ୍‌ରେ ନାମକ ଜଣେ ବ୍ୟକ୍ତି ବ୍ୟକ୍ତି ବଳାତ୍କାର କରି ନ ଥିଲେ ବରଂ ତାଙ୍କୁ ଏବଂ ତାଙ୍କ ପରିବାରକୁ ଧମକ ଦିଆଯାଉଥିଲା। ମଡେଲକୁ କୁହାଯାଇଥିଲା ଯେ ଯଦି ସେ ବଳାତ୍କାର ଘଟଣାକୁ ସାର୍ବଜନୀନ କରନ୍ତି ତେବେ ଏହାର ପରିଣାମ ଭୋଗିବ।
ସୋସିଆଲ ମିଡିଆରେ ପୀଡିତା ମଡେଲ୍‌ଙ୍କ ଏକ ଅଭିଯୋଗ ଚିଠି ଭାଇରାଲ ହେବାରେ ଲାଗିଛି। ଏହି ଚିଠିରେ ସାତ ବର୍ଷ ପୂର୍ବେ ହୋଇଥିବା ସମସ୍ତ ଘଟଣା ଉଲ୍ଲେଖ କରାଯାଇଛି। ମହିଳା ଆୟୋଗର ଅଧ୍ୟକ୍ଷ ରେଖା ଶର୍ମା ମହାରାଷ୍ଟ୍ର ଡିଜିପିଙ୍କଠାରୁ ସୂଚନା ଲୋଡିଛନ୍ତି। ଏହି ବିଷୟ ସୋସିଆଲ ମିଡିଆରେ ମଧ୍ୟ ଏକ ଟ୍ରେଣ୍ଡରେ ପରିଣତ ହୋଇଛି। ‘ଜଷ୍ଟିସ ଫର ଆୟେଶା’ ମାଧ୍ୟମରେ ଏହି ଅଭିଯାନ ଚାଲିଛି। ଲୋକମାନେ ଆୟଶାଙ୍କୁ ସୁରକ୍ଷା ଦେବାକୁ ମୁମ୍ବାଇ ପୋଲିସକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?