Posted inଜାତୀୟ

ଜୁନ୍‌ ୨୫ରେ ନାମାଙ୍କନପତ୍ର ଦାଖଲ କରିପାରନ୍ତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୨୨।୬: ଏନ୍‌ଡିଏ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଝାଡ଼ଖଣ୍ଡ ରାଜ୍ୟର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କ ନଁା ମଙ୍ଗଳବାର ଘୋଷଣା କରାଯାଇଛି। ତେବେ ଦ୍ରୌପଦୀ ଜୁନ୍‌ ୨୫ରେ ନାମାଙ୍କନପତ୍ର ଦାଖଲ କରିପାରନ୍ତି ବୋଲି ସୂଚନା ମିଳିଛି। ତେବେ ଜୁନ୍‌ ୨୯ ନାମାଙ୍କନପତ୍ର ଦାଖଲ କରିବାର ଶେଷ ତାରିଖ। ସେହିପରି ରାଷ୍ଟ୍ରପତି ନିର୍ବାଚନ ଜୁଲାଇ ୧୮ ରେ ଅନୁଷ୍ଠିତ ହେବ। ନିର୍ବାଚନରେ ଦ୍ରୌପଦୀ ଦ୍ରୌପଦୀ ବିରୋଧୀ ଦଳ ପକ୍ଷରୁ ପ୍ରାର୍ଥୀ ହୋଇଥିବା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଯଶବନ୍ତ ସିହ୍ନାଙ୍କୁ ଟକ୍କର ଦେବେ। ବର୍ତ୍ତମାନ ରାଷ୍ଟ୍ରପତି ଥିବା ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଜୁଲାଇ ୨୪ ରେ ଶେଷ ହେଉଥିବା ବେଳେ ଆଗାମୀ ରାଷ୍ଟ୍ରପତି କିଏ ହେବ ସେନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri