Posted inଜାତୀୟ

ଆଗରେ ଦୌଡୁଛି ଏନଡିଏ

ନୂଆଦିଲ୍ଲୀ,୪।୬: ଭୋଟ ଗଣତି ଆରମ୍ଭ ହେବା ସହିତ ଏବେ ଆସିବାରେ ଲାଗିଛି ପ୍ରାରମ୍ଭିକ ଟ୍ରେଣ୍ଡ । ଆଉ ପ୍ରାରମ୍ଭିକ ଟ୍ରେଣ୍ଡରେ ଭାଜପା ନେତୃତ୍ୱାଧୀନ ଏନଡିଏ ମେଣ୍ଟ ଶତକ ଛୁଇଁଛି । ବର୍ତ୍ତମାନ ସୁଦ୍ଧା ୨୭୪ ଆସନର ଟ୍ରେଣ୍ଡ ସାମ୍ନାକୁ ଆସିଥିବାବେଳେ, ୨୭୬ ଆସନରେ ଏନଡିଏ ଆଗରେ ରହିଛି । ସେହିପରି କଂଗ୍ରେସ ନେତୃତ୍ୱାଧୀନ ଇଣ୍ଡିଆ ମେଣ୍ଟ ୨୦୬ ଆସନରେ ଆଗରେ ରହିଛି।

ସେପଟେ ଓଡିଶା ବିଧାନସଭାରେ ଗୋଟିଏ ଆସନର ଟ୍ରେଣ୍ଡ ସାମ୍ନାକୁ ଆସିଛି । ଯେଉଁଥିରେ ବିଜେଡି ଆଗୁଆ ରହିଛି । ସେହିପରି ପୋଷ୍ଟାଲ ବାଲାଟ ଗଣତିରେ ପୁରୀରେ ଭାଜପା ପ୍ରାର୍ଥୀ ସମ୍ବିତ ପାତ୍ର ଆଗୁଆ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….

ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।…

ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…

ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର…

ଶ୍ରାବଣରେ ବିରଳ ମହାସଂଯୋଗ! ୧୮ ବର୍ଷ ପରେ ଲାଗିବ ସୂର୍ଯ୍ୟଗ୍ରହଣ-ଚନ୍ଦ୍ରଗ୍ରହଣ, ଜାଣନ୍ତୁ କ’ଣ କରିବେ ନ କରିବେ…

ଚଳିତ ବର୍ଷ ଶ୍ରାବଣ ମାସର ଅମାବାସ୍ୟା ଓ ପୂର୍ଣ୍ଣିମାରେ ଗ୍ରହଣ ପଡ଼ିବ। ପ୍ରାୟ ୧୮ ବର୍ଷ ପରେ ଏଭଳି ଏକ ବିରଳ ସଂଯୋଗ ସୃଷ୍ଟି ହେଉଛି, ଯେତେବେଳେ…

୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…

ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍‌ଧାମରେ ପାଳନ କରିଛି।…

ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି ଖବର: ଏତିକି ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା, ଜାଣନ୍ତୁ କେତେ ବଢ଼ିଯିବ ଦରମା

ନୂଆଦିଲ୍ଲୀ,୬।୮: କେନ୍ଦ୍ର ସରକାରଙ୍କ ୧ କୋଟିରୁ ଅଧିକ କର୍ମଚାରୀ ଓ ପେନନସନଭୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତିର ଖବର ଆସିଛି। ଜୁଲାଇ ୨୦୨୬ରୁ ସେମାନଙ୍କ ମହଙ୍ଗା ଭତ୍ତା (DA)…

ଅବସର ପରେ ରାହାଣେଙ୍କ ବଡ଼ ବୟାନ, ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ସବୁଠାରୁ କନିଷ୍ଠ ଖେଳାଳି। ସେ ସେହି ଚୟନିତ କ୍ରିକେଟରଙ୍କ ମଧ୍ୟରୁ…

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri