Posted inଜାତୀୟ

ସାମ୍ପ୍ରଦାୟିକ ବିଭେଦ ସୃଷ୍ଟି କରି ଭୋଟ ପାଉ ଥିବା ଏନ୍‌ଡିଏ ସରକାର ଅନ୍ନଦାତାଙ୍କ ସମ୍ମୁଖରେ ଅସହାୟ: ଶିବସେନା

ମୁମ୍ବାଇ, ୭।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଶିବସେନା ପକ୍ଷରୁ କୁହାଯାଇଛି ଯେ, ସାମ୍ପ୍ରଦାୟିକ ବିଭେଦ ସୃଷ୍ଟି କରି ଭୋଟ ପାଉ ଥିବା ଭାଜପା ନେତୃତ୍ୱାଧିନ ଏନ୍‌ଡିଏ ସରକାର ଅନ୍ନଦାତାଙ୍କ ସମ୍ମୁଖରେ ଅସହାୟ ହୋଇପଡ଼ିଛି। ଅନ୍ନଦାତାଙ୍କ ସମସ୍ୟାର ସମାଧାନ ନ କରି କେନ୍ଦ୍ର ସରକାର କେବଳ ଟାଳଟୁଳ ନୀତି ଗ୍ରହଣ କରୁଥିବା ଶିବସେନା ମୁଖପତ୍ର ସାମନାରେ ପ୍ରକାଶ ପାଇଛି। ହାଇଦ୍ରାବାଦ ନଗରପାଳିକା ନିର୍ବାଚନ ସଫଳତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଆନନ୍ଦରେ ବିଭୋର ହୋଇ ଉଠିଥିବାବେଳେ ଅନ୍ନଦାତାଙ୍କ ଆନ୍ଦୋଳନ ଅଧିକ ସଙ୍କଟ ଜନକ ହୋଇ ଉଠିଥିବା ଶିବସେନା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

ଦିଲ୍ଲୀର ପ୍ଲେଅଫ୍‌ ଆଶା ଉଜ୍ଜୀବିତ

ଦିଲ୍ଲୀ,୧୭ା୫: ଆଇପିଏଲର ଏକୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୫ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଦିଲ୍ଲୀ ୧୨ ପଏଣ୍ଟ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri