‘ସେମାନଙ୍କ ସମସ୍ତ ଦୁର୍ନୀତିର ହିସାବନିକାଶ କରିବ ଏନ୍‌ଡିଏ ସରକାର’

ରାଞ୍ଚି,୧୦ା୧୧: ଏନ୍‌ଡିଏ ସରକାର ‘ସେମାନଙ୍କର ସମସ୍ତ ଦୁର୍ନୀତିର ହିସାବନିକାଶ କରିବ’ ବୋଲି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡ଼ଖଣ୍ଡର ସୋରେନ ସରକାରଙ୍କ ଉପରେ ବର୍ଷିଛନ୍ତି।

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ରବିବାର ବୋକାରୋ ଏବଂ ଗୁମଲାରେ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରି କହିଛନ୍ତି ଯେ, ଭାଜପା, ଏଜେୟୁ, ଜେଡିୟୁ ଏବଂ ଏଲ୍‌ଜେପି ପ୍ରାର୍ଥୀଙ୍କୁ ବହୁ ଭୋଟ୍‌ ଦେଇ ନିର୍ବାଚନରେ ଜିତିବାକୁ ଦିଅନ୍ତୁ। ସେ ଆହୁରି ମଧ୍ୟ କହିଛନ୍ତି, ଝାଡ଼ଖଣ୍ଡରେ ଆମକୁ ଏପରି ସରକାର ଗଠନ କରିବାକୁ ପଡ଼ିବ ଯେ, ଆପଣଙ୍କ ଝିଅ ଏବଂ ଜମି ସୁରକ୍ଷିତ ରହିବ।

ଧାରା ୩୭୦ ବିଷୟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଜମ୍ମୁ-କଶ୍ମୀର ବିଧାନସଭାରେ ଧାରା ୩୭୦ ଆଣିବାକୁ କଂଗ୍ରେସ ପୁଣିଥରେ ପ୍ରସ୍ତାବ ଦେଇଛି। ସେମାନେ ଆମର ସୈନିକମାନଙ୍କୁ ପୁଣି ଆତଙ୍କୀ ନିଆଁରେ ପକାଇବାକୁ ଚାହୁଁଛନ୍ତି। ଯଦି ଆମେ ଏକାଠି ରହିବା ତେବେ ଆମେ ନିରାପଦରେ ରହିବା। ଏହି ନିର୍ବାଚନ ପରେ ପ୍ରଥମ ଥର ପାଇଁ ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ବାବା ସାହେବଙ୍କ ସମ୍ବିଧାନ ଉପରେ ଶପଥ ନେଇଛନ୍ତି।

ଗୁମ୍‌ଲାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ମୋଦି କହିଛନ୍ତି, ଜେଏମ୍‌ଏମ୍‌-କଂଗ୍ରେସର ଆପଣମାନଙ୍କର ସୁଖ-ଦୁଃଖରେ କୌଣସି ସମ୍ପର୍କ ନାହିଁ, ସେମାନେ ସେମାନଙ୍କର କାର୍ଯ୍ୟ ହାସଲ କରିବାରେ ବ୍ୟସ୍ତ। ଝାଡ଼ଖଣ୍ଡରେ କୌଣସି ପରୀକ୍ଷା ନାହିଁ, ଯାହାର ପେପର ଲିକ୍‌ ହୋଇନାହିଁ। ଭାଜପା ଏବଂ ଏନଡିଏ ସରକାର ସେମାନଙ୍କର ପ୍ରତ୍ୟେକ ଦୁର୍ନୀତିର ହିସାବନିକାଶ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟର ତାଲିକାରୁ ନାଁ କଟାଯିବା ଗଣତନ୍ତ୍ରକୁ ବିପଦ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୭ା୧୨:ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାରୁ ବହୁସଂଖ୍ୟାରେ ଭୋଟରଙ୍କ ନାଁ କାଟିଦିଆଯାଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଶୁକ୍ରବାର ଅଭିଯୋଗ କରିଛନ୍ତି। ଆମ ଆଦ୍‌ମୀ...

ସ୍କୁଲ ପ୍ରିନ୍ସିପାଲ୍‌ଙ୍କୁ ହତ୍ୟାକଲେ ଛାତ୍ର

ଛତରପୁର,୭ା୧୨:ମଧ୍ୟପ୍ରଦେଶର ଛତରପୁର ଜିଲାରେ ଜଣେ ଦ୍ୱାଦଶ ଶ୍ରେଣୀ ଛାତ୍ର ସ୍କୁଲ ପ୍ରିନ୍ସିପାଲ୍‌ଙ୍କୁ ଗୁଳିକରି ହତ୍ୟା କରିଛନ୍ତି। ଏଥିସହିତ ଛାତ୍ର ଜଣକ ତାଙ୍କ ସହଯୋଗୀଙ୍କ ସହ ମିଶି...

ଡ୍ୟୁଟିରେ ଥିବା ବେଳେ ଟଳିପଡ଼ିଲେ ଯବାନ

ନୂଆଦିଲ୍ଲୀ,୬ା୧୨: ଜମ୍ମୁ-କଶ୍ମୀରର ଶ୍ରୀନଗର ଅଧୀନ ଏକ ଜଙ୍ଗଲ ଅଞ୍ଚଳରେ ଶୁକ୍ରବାର ତଲାସି ଅଭିଯାନ ବେଳେ ଜଣେ ସେନା ଯବାନଙ୍କର ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ମୃତକ ହେଲେ...

ପାକିସ୍ତାନରେ ଭଗତ ସିଂଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟ: ଦୃଢ଼ ପ୍ରତିବାଦ ଜଣାଇଲା ଭାରତ

ନୂଆଦିଲ୍ଲୀ,୬ା୧୨: ପାକିସ୍ତାନରେ ଶହୀଦ ଭଗତ ସିଂଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟକୁ ନେଇ ଭାରତ ଇସ୍‌ଲାମାବାଦ ନିକଟରେ ଦୃଢ଼ ପ୍ରତିବାଦ ଜଣାଇଛି। ଲୋକ ସଭାରେ ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ...

ପ୍ରିନ୍ସିପାଲ୍‌ଙ୍କୁ ଗୁଳି କରି ହତ୍ୟାକଲେ ଦ୍ୱାଦଶ ଶ୍ରେଣୀ ଛାତ୍ର

ଛତରପୁର,୬ା୧୨: ମଧ୍ୟପ୍ରଦେଶର ଛତରପୁର ଜିଲାରେ ଜଣେ ଦ୍ୱାଦଶ ଶ୍ରେଣୀ ଛାତ୍ର ସ୍କୁଲ ପ୍ରିନ୍ସିପାଲ୍‌ଙ୍କୁ ଗୁଳିକରି ହତ୍ୟା କରିଛନ୍ତି। ଏଥିସହିତ ଛାତ୍ର ଜଣକ ତାଙ୍କ ସହଯୋଗୀଙ୍କ ସହ...

ସୀମାରେ ତୁର୍କୀ ଡ୍ରୋନ୍ ମୁତୟନ କଲା ବାଂଲାଦେଶ: ହାଇ ଆଲର୍ଟରେ ଭାରତ

ନୂଆଦିଲ୍ଲୀ,୬।୧୨: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଦେଶର ସେନା କ୍ଷମତାଚ୍ୟୁତ କରିବା ପରେ ଭାରତ ସହିତ ବାଂଲାଦେଶର ସମ୍ପର୍କ ଖରାପ ହୋଇଛି। ବାଂଲାଦେଶରେ ଅଳ୍ପସଂଖ୍ୟକ ହିନ୍ଦୁଙ୍କ...

କୃଷକଙ୍କ ପାଇଁ ଖୁସିଖବର: ଜାଣନ୍ତୁ କେବେ ଜାରି ହେବ ପିଏମ କିସାନ ଯୋଜନାର ପରବର୍ତ୍ତୀ କିସ୍ତି

ନୂଆଦିଲ୍ଲୀ,୬।୧୨: ଭାରତ ସରକାର ଦେଶର ଲୋକଙ୍କ ପାଇଁ ଅନେକ ଯୋଜନା କରୁଛନ୍ତି। ଦେଶର କୋଟି ଲୋକ ଏହି ସରକାରୀ ଯୋଜନାର ଲାଭ ପାଇଛନ୍ତି। ଭାରତ ଏକ...

ଗାଳି ଦେବାର ଗୋଟିଏ ଦିନ ପରେ ଶିବରାଜଙ୍କୁ ପ୍ରଶଂସା କଲେ ଧନଖର

ନୂଆଦିଲ୍ଲୀ,୬।୧୨: ଉପରାଷ୍ଟ୍ରପତି ଜଗଦୀପ ଧନଖର କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ପ୍ରଥମେ ଗାଳି ଦେବା ପରେ ଏବେ ତାଙ୍କୁ ପ୍ରଶଂସା କରିଛନ୍ତି। ଧନଖର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri