ଗୁଜରାଟ,୪।୬: ଗୁଜରାଟ ଲୋକସଭା ନିର୍ବାଚନର ଭୋଟ ଗଣତି ଆରମ୍ଭ ହୋଇଯାଇଛି। ରାଜ୍ୟରେ ମୋଟ ୨୬ ଲୋକସଭା ଆସନ ମଧ୍ୟରୁ ୨୨ ଆସନରେ ଭାଜପା ନେତୃତ୍ୱାଧୀନ ଏନ୍ଡିଏ ଆଗୁଆ ରହିଥିବା ବେଳେ କଂଗ୍ରେସ ନେତୃତ୍ୱାଧୀନ ଇଣ୍ଡିଆ ୪ ଆସନରେ ଆଗୁଆ ରହିଛି। ସେହିପରି ଅନ୍ୟାନ୍ୟ ଶୁନ ଆସନ ପାଇଛି।
ଗୁଜରାଟ,୪।୬: ଗୁଜରାଟ ଲୋକସଭା ନିର୍ବାଚନର ଭୋଟ ଗଣତି ଆରମ୍ଭ ହୋଇଯାଇଛି। ରାଜ୍ୟରେ ମୋଟ ୨୬ ଲୋକସଭା ଆସନ ମଧ୍ୟରୁ ୨୨ ଆସନରେ ଭାଜପା ନେତୃତ୍ୱାଧୀନ ଏନ୍ଡିଏ ଆଗୁଆ ରହିଥିବା ବେଳେ କଂଗ୍ରେସ ନେତୃତ୍ୱାଧୀନ ଇଣ୍ଡିଆ ୪ ଆସନରେ ଆଗୁଆ ରହିଛି। ସେହିପରି ଅନ୍ୟାନ୍ୟ ଶୁନ ଆସନ ପାଇଛି।
ଦାରିଙ୍ଗବାଡି,୧୫ା୧୧(ଅରୁଣ ସାହୁ ):ରବିବାର ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଭର୍ଚୁଆଲ୍ ମାଧ୍ୟମରେ ଏକଲବ୍ୟ ମୋଡେଲ ରେସିଡେଣ୍ଟିଆଲ ସ୍କୁଲର ଭିତ୍ତିପ୍ରସ୍ତର ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରରିପ୍ରେକ୍ଷୀରେ…
ପୁରୁଷୋତ୍ତମପୁର,୧୫ା୧୧(ସବିତା ମିଶ୍ର): ସମ୍ଭାବ୍ୟ ବାତ୍ୟାକୁ ନେଇ ଓଡ଼ିଶାବାସୀଙ୍କ ମନରେ ପୁଣି ଛନକା ପଶିଛି । ପୂର୍ବ ବନ୍ୟାର କ୍ଷତ ଏଯାଏ ଶୁଖିନଥିବା ବେଳେ ପୁଣି ଏକ ସମ୍ଭାବ୍ୟ…
ବାଲିଶଙ୍କରା,୧୫ା୧୧(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକର ବିଭିନ୍ନ ସ୍ଥାନରେ ଶ୍ରଦ୍ଧା ଓ ଭକ୍ତିର ସହ ଛଟ ପୂଜା ପାଳିତ ହୋଇଯାଇଛି। ଏହି ଅବସରରେ ବାଲିଶଙ୍କରା ଡୁଡୁଙ୍ଗନାଳା…
ନୂଆଦିଲ୍ଲୀ,୧୫ା୧୧: ଲଦାଖର ସାମାଜିକ କର୍ମୀ ସୋନମ୍ ୱାଙ୍ଗଚୁକ୍ଙ୍କୁ ଆସନ୍ତା ୬୦ ଦିନ ପାଇଁ ଗୃହବନ୍ଦୀ କରିଛି ଲଦାଖ ପ୍ରଶାସନ । ଲେହର ଅତିରିକ୍ତ ଜିଲା ମାଜିଷ୍ଟ୍ରେଟ୍ ଜାରି…
ନୂଆଦିଲ୍ଲୀ,୧୫।୧୧: ପ୍ରାୟ ୩୬ ଘଣ୍ଟା ଧରି ମାଇକ୍ରୋସଫ୍ଟ ସର୍ଭିସ୍ ପ୍ରଭାବିତ ହେବା ପରେ ବର୍ତ୍ତମାନ ସେବାଗୁଡ଼ିକ ସ୍ୱାଭାବିକ ହୋଇଯାଇଛି। ମାଇକ୍ରୋସଫ୍ଟରେ ଦେଖାଯାଇଥିବା ଏକ ବୈଷୟିକ ତ୍ରୁଟି କାରଣରୁ…
ଛତ୍ରପୁର,୧୫ା୧୧(ଦିଲ୍ଲୀପି ସାମଲ ): ଛତ୍ରପୁର ପୌରପରିଷଦରେ ଦିନକୁ ଦିନ ପ୍ରଶାସନିକ ଅବ୍ୟବସ୍ଥା ବୃଦ୍ଧି ପାଉଥିବା ବେଳେ ସରକାରୀ ଅର୍ଥର ବିନିଯୋଗକୁ ନେଇ ଉଠିଛି ସାଂଘାତିକ ପ୍ରଶ୍ନ ।…
ଖଲ୍ଲିକୋଟ,୧୫ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବନ ବିଭାଗ ଅଧୀନ ଭାଲେରି ପାହାଡ଼ରେ ହାତୀପଲରୁ ଅଲଗା ହୋଇଯାଇଥିଲା ଛୁଆ ହାତୀର ରବିବାରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।…
ନୂଆଦିଲ୍ଲୀ,୧୫ା୧୧: ଉତ୍ତରାଖଣ୍ଡରେ ଜଣେ କଂଗ୍ରେସ ବିଧାୟକଙ୍କ ହାଇଭୋଲଟେଜ୍ ଡ୍ରାମାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ୍ ହେଉଛି । ପିଥୋରାଗଡ଼ରେ ଆୟୋଜିତ ଜୌଲଜୀବୀ ମେଳାର ମଞ୍ଚରେ ବିଧାୟକ…