Posted inଜାତୀୟ

ଚିରାଗ ପାଶଓ୍ବାନ, ଚନ୍ଦ୍ରବାବୁ ନାଇଡୁ , ସୁଖବୀର ବାଦଲଙ୍କ ଦଳ ଏନଡିଏରେ ହେବେ ସାମିଲ? ୧୮ରେ ବୈଠକ କରିବ ଭାଜପା

ନୂଆଦିଲ୍ଲୀ,୬।୭: ଦେଶରେ ହେବାକୁ ଥିବା ଆଗାମୀ ସାଧାରଣ ନିର୍ବାଚନ ପାଇଁ ଏକ ବର୍ଷରୁ କମ ସମୟ ବାକି ଅଛି । ଏଭଳି ପରିସ୍ଥିତିରେ ସମସ୍ତ ମୁଖ୍ୟ ଦଳ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ବିରୋଧୀ ଦଳ ମଧ୍ୟ ଭାଜପା ବିରୋଧରେ ଏକାଠି ନିର୍ବାଚନରେ ପ୍ରବେଶ କରିବା ଉଦ୍ଦେଶ୍ୟରେ ଏକ ବିଶାଳ ମେଣ୍ଟ ଗଠନ କରିବାକୁ ପ୍ରୟାସ କରୁଛନ୍ତି। ଭାଜପାରେ ମଧ୍ୟ ନିର୍ବାଚନ ରଣନୀତିକୁ ନେଇ ବୈଠକ ଚାଲିଛି। ଏହି ସମୟରେ, ୧୮ ଜୁଲାଇରେ ବର୍ତ୍ତମାନ ଏନଡିଏର ଏକ ବଡ ବୈଠକ ଡକାଯାଇଛି। ସୂଚନାନୁସାରେ, ଏହି ବୈଠକ ଦିଲ୍ଲୀର ଅଶୋକା ହୋଟେଲରେ ଅନୁଷ୍ଠିତ ହେବ।

ଏହି ବୈଠରେ ଦୀର୍ଘ ଦିନ ଧରି ଏନଡିଏଠାରୁ ଅଲଗା ଚାଲିଆସୁଥିବା ଅକାଳୀ ଦଳ ପକ୍ଷରୁ ଚିରାଗ ପାସୱାନ, ସୁଖବୀର ବାଦଲ ଏଥିରେ ସାମିଲ ହେବେ। ଏହି ବୈଠକ ଚନ୍ଦ୍ରବାବୁ ନାଇଡୁଙ୍କ ଟିଡିପି ମଧ୍ୟ ଯୋଗ ଦେଇପାରେ। ଏହି ବୈଠକରେ ଯୋଗଦେବାକୁ ସୁଖବୀର ବାଦଲ ଏବଂ ଚିରାଗ ପାସୱାନ ସମ୍ମତି ଦେଇଛନ୍ତି। କିଛି ନୂତନ ଦଳ ମଧ୍ୟ ଏନଡିଏ ବୈଠକରେ ଯୋଗ ଦେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ରେ ଗର୍ଜନ କରୁଥିଲା ୧୨ ଫୁଟ ଲମ୍ବର ଅହିରାଜ, ଯୁବକ ଦେଖିବା ପରେ…

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୩ ନଂ ଓ୍ବାର୍ଡ ପିଏଚ୍‌ଡି ରୋଡ୍‌ କେନାଲ କଡ଼ ମୋବାଇଲ ଟାଓ୍ବାର ନିକଟରୁ୍‌ ପ୍ରାୟ ୧୨ ଫୁଟ…

ପାଣି ଘେରରେ ତେରେସିଂହା ବସ୍ତି ସ୍କୁଲ-ଅଙ୍ଗନବାଡି କେନ୍ଦ୍ର: ଅସ୍ବାସ୍ଥ୍ୟକର ପରିବେଶରେ ଚାଲିଛି ପାଠପଢା

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକର ତେରେସିଂହା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନାହିଁ ନ ଥିବା ଅସୁବିଧା ଦେଖିବାକୁ ମିଳୁଛି I ବିଦ୍ୟାଳୟ…

ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ଫାଇବର ବୋଝେଇ ପିକ୍‌ଅପ୍‌

ମୋହନା,୭ା୮(ମନ୍ମଥ ମିଶ୍ର): ପୁଣି ଭୀମଦଲି ଘାଟିରେ ଭାରସାମ୍ୟ ହରାଇ ଏକ ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିପଡ଼ିଛି ପିକ୍‌ଅପ୍‌। ଦୁର୍ଘଟଣାରେ ଡ୍ରାଇଭର ଆହତ ହୋଇଥିବା ବେଳେ…

ଗଞ୍ଜାମ ମହାବିଦ୍ୟାଳୟ ୫୮ ତମ ସ୍ବର୍ଣ୍ଣକ୍ଷେତ୍ର ସମାରୋହ: ନୂତନ ସମିଳନୀ କକ୍ଷ ଶୁଭାରମ୍ଭ କଲେ ବିଧାୟକ, ୮ ଛାତ୍ରୀଛାତ୍ରଙ୍କୁ…

ଗଞ୍ଜାମ, ୭।୮(ବିଦ୍ୟାଧର ସାହୁ ): ଗଞ୍ଜାମ କଲେଜକୁ ପୂରିଛି ୫୮ ବର୍ଷ । ଏହି ଅବସରରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ…

ଛାତ୍ରୀଛାତ୍ରଙ୍କୁ ସଫା କରିବାକୁ ଦିଆଯାଉଛି ଘାସ, ଶୌଚାଳୟ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଘେରିଲେ ଅଭିଭାବକ, ବଦଳି ପାଇଁ ଜୋର୍‌ଧରିଲା…

ଛତ୍ରପୁର, ୭।୮(ଦିଲ୍ଲୀପି ସାମଲ /ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌର ପରିଷଦର ଜି. ଏନ. ପାଲମ୍ମା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ଘେରରେ ଚାଲିଛି ପାଠପଢା…

ମୋହନ ଭାଗବତ Gen Zଙ୍କୁ ନେଇ ଦେଇଥିବା ବୟାନ ପରେ ରାଜନୀତି ହେଲା ସରଗରମ, ଏବେ RSS ମୁଖ୍ୟ କହିଲେ: ‘ଏହା ଉନ୍ନତି ପାଇଁ…’

ନୂଆଦିଲ୍ଲୀ,୭।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ ସଂରକ୍ଷଣ ସ୍ଥାୟୀ ବ୍ୟବସ୍ଥା…

ମୋ ସମୁଦିଙ୍କୁ ଫାଶୀ ଦେଇଦିଅ…କାନ୍ଦି କାନ୍ଦି ଏମିତି କାହିଁକି କହିଲେ ଭାଜପା ବିଧାୟକ

ଲକ୍ଷ୍ନୌ,୭।୮: ୟୁପିରେ ଜଣେ ଭାଜପା ବିଧାୟକଙ୍କ ସମୁଦି ଅନୁଜ ତ୍ରିବେଦୀ ଏବଂ ଜ୍ୱାଇଁଙ୍କ ନାଁରେ ମିଥ୍ୟା ପ୍ରଲୋଭନରେ ବିବାହ କରି ମହିଳାଙ୍କୁ ଠକିବା ଏବଂ ନଗଦ ଟଙ୍କା…

ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଲେ ଶିକ୍ଷକ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ କମିଟି ପକ୍ଷରୁ ଶୁକ୍ରବାର ବିଭିନ୍ନ ଦାବି ନେଇ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri