Posted inଜାତୀୟ

ଏନଡିଏ-ନୋ ଡାଟା ଏଭଲେବୁଲ, ରାହୁଲଙ୍କ କଟାକ୍ଷ…

ନୂଆଦିଲ୍ଲୀ, ୨୩।୭ : କଂଗ୍ରେସ ପକ୍ଷରୁ ଭାଜପା ନେତୃତ୍ୱାଧିନ ଏନଡିଏ ସରକାରଙ୍କୁ ଟାର୍ଗେଟ କରିବା ଜାରି ରଖିଛି। ଏହି ମର୍ମରେ ପୂର୍ବତନ ରାହୁଲ ଗାନ୍ଧୀ ଶନିବାର କେନ୍ଦ୍ର ସରକାରଙ୍କୁ କଟାକ୍ଷ କରିଛନ୍ତି। ସେ କରୋନା ମହାମାରୀ ସମୟରେ ଅମ୍ଳଜାନ ଅଭାବ, କୃଷକଙ୍କ ଆନ୍ଦୋଳନ ସମୟରେ ଚାଷୀଙ୍କ ମୃତ୍ୟୁ, କରୋନା ସମୟରେ ପ୍ରବାସୀଙ୍କ ମୃତ୍ୟୁ, ଭିଡ଼ ହିଂସା ଏବଂ ସାମ୍ବାଦିକ ଗିରଫ ଘଟଣା ନେଇ କେନ୍ଦ୍ର ସରକାରଙ୍କୁ ଦାୟୀ କରିଛନ୍ତି। ରାହୁଲ କହିଛନ୍ତି ଯେ ସରକାରଙ୍କର ପାଖରେ ଏସବୁ ଘଟଣାର କୌଣସି ତଥ୍ୟ ନାହିଁ। ଏନଡିଏ-ନୋ ଡାଟା ଏଭଲେବୁଲ ବୋଲି ସେ କହିଛନ୍ତି।
ତେବେ ସରକାର ଚାହୁଁଛନ୍ତି ଯେ ଏଭଳି ଘଟଣା ଘଟି ନାହିଁ ବୋଲି ଦେଶର ଜନସାଧାରଣ ବିଶ୍ୱାସ କରନ୍ତୁ। ସରକାର ସବୁ ତଥ୍ୟ ହଟାଇ ଦେଇଥିବା ରାହୁଲ ଅଭିଯୋଗ କରିଛନ୍ତି।

ଶୁକ୍ରବାର ରାହୁଲ ଗାନ୍ଧୀ ରେଳ ଭଡାରେ ବରିଷ୍ଠ ନାଗରିକଙ୍କୁ ରିହାତି ଦିଆଯାଉ ନ ଥିବା ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି କହିଥିଲେ ଯେ୮୪୦୦ କୋଟି ଟଙ୍କାର ବିମାନ କିଣିବାକୁ ସରକାରଙ୍କ ପାଖରେ ଟଙ୍କା ଅଛି, କିନ୍ତୁ ରେଳ ଭଡାରେ ବରିଷ୍ଠ ନାଗରିକଙ୍କୁ ରିହାତି ଦେବା ପାଇଁ ୧୫୦୦ କୋଟି ଟଙ୍କା ନାହିଁ।

ରାହୁଲ ଟୁଇଟ କରି କହିଛନ୍ତି, କହିଛନ୍ତି ସରକାର ବିଜ୍ଞାପନ ପାଇଁ ଖର୍ଚ୍ଚ କରିଛନ୍ତି ୯୧୧ ଟଙ୍କା, ନୂତନ ବିମାନ କିଣାରେ ୮,୪୦୦ ଟଙ୍କା, ପୁଞ୍ଜିପତି ବନ୍ଧୁମାନଙ୍କ ପାଇଁ ଟିକସ ରିହାତିରେ ବାର୍ଷିକ ୧,୪୫,୦୦୦ କୋଟି ଖର୍ଚ୍ଚ ହେଉଛି। କିନ୍ତୁ ବରିଷ୍ଠ ନାଗରିକଙ୍କୁ ରିହାତି ପ୍ରଦାନ ପାଇଁ ପାଖରେ ଟଙ୍କା ନାହିଁ ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେହବୁବା ପୁଣି ନଜର ବନ୍ଦୀ, ଘର ସମ୍ମୁଖରେ ସିଆର୍‌ପିଏଫ୍‌ ଗାଡ଼ି…

ଶ୍ରୀନଗର, ୨୧।୮ : ଜମ୍ମୁ- କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫତିଙ୍କୁ ପୁଣି ଥରେ ନଜର ବନ୍ଦୀ ରଖାଯାଇଛି। ସେ ଟୁଇଟ...

ପାରମ୍ପରିକ ପୋଷାକ ପିନ୍ଧି ଚାଇନା ରାଷ୍ଟ୍ରପତିଙ୍କୁ ସ୍ବାଗତ କଲେ ମୋଦି

ମାମଲାପୁରମ,୧୧।୧୦: ତାମିଲନାଡୁର ମହାବଳିପୁରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ସାକ୍ଷାତ୍‌ ହୋଇଛି। ଏହି ସମୟରେ ମୋଦି ତାମିଲନାଡୁର ପାରମ୍ପରିକ...

ମାଗଣା ସହାୟତା ଉପରେ ଭୋଟର ନିଷ୍ପତ୍ତି ନିଅନ୍ତୁ: କଂଗ୍ରେସ

ନୂଆଦିଲ୍ଲୀ,୨୯ା୧୦(ଆଇଏଏନ୍‌ଏସ୍‌): ମାଗଣା ସହାୟତା ପ୍ରସଙ୍ଗରେ ଭୋଟରମାନେ ନିଷ୍ପତ୍ତି ନେବା ଉଚିତ ବୋଲି ମୁଖ୍ୟ ବିରୋଧୀ ଦଳ କଂଗ୍ରେସ ନିର୍ବାଚନ କମିଶନଙ୍କୁ ଜଣାଇଛି। କ୍ଷେତ୍ର ଅଧିକାର, ପ୍ରବର୍ତ୍ତନତା,...

ୟୁଜି ନାମଲେଖା: ଏଣିକି ଦେଶରେ ଏକକ ପ୍ରବେଶିକା ପରୀକ୍ଷା

ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ, ୨୨।୩: ସାରା ଦେଶରେ ଏଣିକି କଲେଜରେ ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଆଉ ଦ୍ୱାଦଶ ଶ୍ରେଣୀର ମାର୍କ ଭିତ୍ତିରେ ଛାତ୍ରୀଛାତ୍ରଙ୍କୁ...

ବିଶ୍ୱରେ ସ୍କୁଲ ଶିକ୍ଷାରୁ ବଞ୍ଚିତ ଅଛନ୍ତି ୨୫କୋଟି ପିଲା: ଜାତିସଂଘ

ନୂଆଦିଲ୍ଲୀ,୨୨।୯: ଖାଦ୍ୟ, ପୋଷାକ ଓ ବାସଗୃହ ପରି ଶିକ୍ଷା ମଧ୍ୟ ପ୍ରତିଟି ମନୁଷ୍ୟର ମୌଳିକ ଅଧିକାର। ସେଥିପାଇଁ ଭାରତରେ ୬ରୁ ୧୪ବର୍ଷ ଯାଏଁ ପିଲାଙ୍କ ପାଇଁ...

ଶିବସେନାର କଟାକ୍ଷ: ନୀତିଶଙ୍କୁ ମୁଖ୍ୟମନ୍ତ୍ରୀ କରାଇବା, ପରାଜିତ ପହିଲମାନଙ୍କୁ ପଦକ ଦେବା ଭଳି

ମୁମ୍ବାଇ,୧୨।୧୧: ବିହାର ନିର୍ବାଚନ ଫଳାଫଳ ନେଇ ଶିବସେନା ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ କଟାକ୍ଷ କରିଛି। ଶିବସେନା ମୁଖପତ୍ର ସାମନାରେ ପ୍ରକାଶ ପାଇଛି ଯେ, ନୀତିଶଙ୍କୁ ମୁଖ୍ୟମନ୍ତ୍ରୀ...

ସ୍ଥିତି ସଙ୍କଟ ଜନକ, ସକ୍ରିୟ ମାମଲା ଦେଢ଼ଲକ୍ଷ ମୁହାଁ…

ନୂଆଦିଲ୍ଲୀ, ୨୦।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ଭାରତ ବିଶ୍ୱ ଅର୍ଥନୀତିର ‘ଉଜ୍ଜ୍ୱଳ ତାରକା’: ମୋଦି

ନୂଆଦିଲ୍ଲୀ,୭।୩: ବଜେଟ ପରେ ଅନୁଷ୍ଠିତ ପୋଷ୍ଟ ବଜେଟ ୱେବିନାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସମ୍ବୋଧିତ କରିଛନ୍ତି। ଆଜି ଭାରତକୁ ବିଶ୍ୱ ଅର୍ଥନୀତିର ଉଜ୍ଜ୍ୱଳ ତାରକା...

Advertisement
Archives

Model This Week