Posted inଜାତୀୟ

ନା ଆମେ ହାରିଥିଲୁ, ନା ହାରିବୁ: ମୋଦି

ନୂଆଦିଲ୍ଲୀ,୭।୬: ଶୁକ୍ରବାର ଏନ୍‌ଡିଏ ଦଳର ନେତା ଚୟନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ସରକାର ଗଠନ ନେଇ ଦାବି ଉପସ୍ଥାପନ କରିଛନ୍ତି। ଏହି ଅବସରରେ ସେ ଗଣମାଧ୍ୟମକୁ ଉଦ୍‌ବୋଧନ ଦେଇ ଚଳିତ ଲୋକ ସଭା ନିର୍ବାଚନରେ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସର(ଏନ୍‌ଡିଏ)ର ମହାବିଜୟ ହୋଇଥିବା କହିଛନ୍ତି।

ମୋଦି କହିଛନ୍ତି, ନା ଆମେ ହାରିଥିଲୁ, ନା ହାରିବୁ। ଏନ୍‌ଡିଏ ଥିଲା, ଅଛି ଆଉ ରହିବ। ଭାଜପା ଓ ଏନ୍‌ଡିଏ ସଂସଦୀୟ ଦଳ ନେତା ନିର୍ବାଚିତ ହେବା ପରେ ନିଜ ଅଭିଭାଷଣରେ ଏମିତ ବଡ଼ କଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ମୋଦି କହିଛନ୍ତି ଯେ, ଏନ୍‌ଡିଏକୁ ତୃତୀୟ ଥର ପାଇଁ ଜନସାଧାରଣ ଦେଶର ସେବା କରିବାର ସୁଯୋଗ ଦେଇଛନ୍ତି। ଏନେଇ ସେ ଦେଶବାସୀଙ୍କୁଧନ୍ୟବାଦ ଜ୍ଞାପନ କରିଥିଲେ। ସେ ଦେଶବାସୀଙ୍କ ନିଶ୍ଚିତ କରିଥିଲେ ଯେ, ୧୦ ବର୍ଷ ହେଲା ଦେଶ ଯେଉଁ ଗତିରେଚାଲିଛି ୧୮ତମ ଲୋକସଭାରେ, ସମାନ ଗତିରେ ଏବଂ ସମାନ ଉତ୍ସର୍ଗୀକୃତ ଭାବରେ କାର୍ଯ୍ୟ କରିବୁ ବୋଲି ମୋଦି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ T20I ଶତକ ପରେ ମନର କଥା ଖୋଲି କହିଦେଲେ ଶ୍ରେୟସ ଆୟର: କହିଲେ, ଏମିତି ଖେଳିଲେ…

ଲକ୍ଷ୍ନୌ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତୀୟ ଅଧିନାୟକ ଶ୍ରେୟସ ଅୟରଙ୍କ ଧୂଆଁଧାର ଶତକ ବଳରେ ଭାରତ ୮ ଉଇକେଟ୍‌ରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର…

RBIର ବଡ଼ ଝଟକା: ୪ ବର୍ଷ ପରେ ବୃଦ୍ଧି ପାଇଲା ରେପୋ ରେଟ, ଜାଣନ୍ତୁ କେତେ ବଢ଼ିବ EMI

ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୨୦୨୬ରେ ଅନୁଷ୍ଠିତ ମୁଦ୍ରା ନୀତି କମିଟି (MPC) ବୈଠକରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ହାରକୁ ୨୫ ବେସିସ ପଏଣ୍ଟ (୦.୨୫%) ବୃଦ୍ଧି…

ଚିଲିକା ମଝିରେ ଅଟକିଲା ଡଙ୍ଗା: ଭୟରେ ଥରିଲେ ଯାତ୍ରୀ, ଆଉ ତା’ପରେ…

କୃଷ୍ଣପ୍ରସାଦ,୭।୧୦(କୈଳାଶ ଚନ୍ଦ୍ର ପଟ୍ଟନାୟକ):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡ଼ା- ଜହ୍ନିକୁଦା ଚିଲିକା ମଝିରେ ଘଟିଛି ଅଘଟଣ। ବୁଧବାର ସକାଳ ୭ଟାରେ ଏକ ଯାତ୍ରୀବାହୀ ଡ଼ଙ୍ଗା ୫୦ରୁ ଉର୍ଦ୍ଧ୍ୱ…

ଅବିଶ୍ୱସନୀୟ କ୍ୟାଚ ଧରିଲେ ଇଶାନ କିଶନ: ନିଜେ ବି କରିପାରିଲେନି ବିଶ୍ୱାସ, ଦେଖନ୍ତୁ VIDEO

ଲକ୍ଷ୍ନୌ,୭।୧୦: ଟି-୨୦ କ୍ରିକେଟ୍‌ରେ ଭାରତୀୟ ଦଳର ଫିଲ୍ଡିଂକୁ ନେଇ ଅନେକ ସମୟରେ ପ୍ରଶ୍ନ ଉଠିଥାଏ। ବିଶେଷକରି କ୍ୟାଚ ଧରିବା ମାମଲାରେ ଭାରତର ରେକର୍ଡ ଆହୁରି ଉନ୍ନତ ହେବାର…

ଗୁମ୍ମା ଘାଟିରେ ଓଲଟିଲା ଟ୍ରଲର: ରାୟଗଡ଼ା-କୋରାପୁଟ ରାସ୍ତା ଜାମ

ରାୟଗଡ଼ା, ୭/୧୦(ସଂକେତ ପାତ୍ର/ଜଗନ୍ନାଥ ଗୌଡ଼): ରାୟଗଡ଼ା ଜିଲା ଗୁମ୍ମା ଘାଟିରେ ଏକ ଟ୍ରଲର ଓଲଟି ପଡ଼ିବାରୁ ରାୟଗଡ଼ା-କୋରାପୁଟ ମୁଖ୍ୟ ରାସ୍ତାରେ ଯାତାୟାତ ଜାମ ହୋଇଛି। ସ୍ଥାନୀୟ ଲୋକଙ୍କ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି ବୋଲର୍‌: ପ୍ରଥମ ଭାରତୀୟ ସ୍ପିନର୍‌ ଭାବେ କଲେ ଏମିତି କାରନାମା

ଲକ୍ଷ୍ନୌ,୭।୧୦: ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଯୁବ ଅଲରାଉଣ୍ଡର ନମନ ଧୀର ବୋଲିଂରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଆକ୍ରମଣାତ୍ମକ ବ୍ୟାଟିଂ…

ବଡ଼ ଉପଲବ୍ଧି ହାସଲ କଲେ ମୋଦି: ଛୁଟୁଛିୁ ଶୁଭେଚ୍ଛାର ସୁଅ, ଜାଣନ୍ତୁ ପୂରା ରାଜନୈତିକ ଘଟଣା

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ।…

ମୋଦିଙ୍କ ୨୫ ବର୍ଷର ସଫଳତାକୁ ପ୍ରଶଂସା: କ୍ୟାବିନେଟ୍‌ରେ ପ୍ରସ୍ତାବ ଗୃହୀତ,ଅଶ୍ୱିନ ବୈଷ୍ଣବ କହିଲେ…

ନୂଆଦିଲ୍ଲୀ,୭ା୧୦(ପି.ଟି.):ଗୁଜରାଟ ମୁଖ୍ୟମନ୍ତ୍ରୀ ଏବଂ ଭାରତର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦିଙ୍କ ଗତ ୨୫ ବର୍ଷର ସଫଳତାକୁ ପ୍ରଶଂସାକରି ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ୍‌ରେ ପ୍ରସ୍ତାବ ଗୃହୀତ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?