Posted inଖେଳ

ଟି୨୦ ବିଶ୍ୱକପ୍‌ : ଇଂଲଣ୍ଡ ନୁହେଁ, ଭାରତ ଫେଭରାଇଟ୍‌

ୟୁଏଇ,୧୬।୭: ଚଳିତ ବର୍ଷ ଅକ୍ଟୋବର ଓ ନଭେମ୍ବରରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଜିତିବା ପାଇଁ ଇଂଲଣ୍ଡ ନୁହେଁ ଟିମ୍‌ ଇଣ୍ଡିଆ ପ୍ରବଳ ଦାବିଦାର। ଏଭଳି ମନ୍ତବ୍ୟ ଦେଇଛନ୍ତି ଇଂଲଣ୍ଡର ଅଧିନାୟକ ଇଆନ ମୋର୍ଗାନ। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳ କ୍ରିକେଟର ଛୋଟିଆ ଫର୍ମାଟରେ ଚମତ୍କାର ପ୍ରଦର୍ଶନ କରୁଛି। ଗତ ବର୍ଷ ନ୍ୟୁଜିଲଣ୍ଡକୁ ୫-୦ ବ୍ୟବଧାନରେ ଧୁଳି ଚଟାଇଥିଲା ଭାରତ। ଏହାପରେ ଟିମ୍‌ ଇଣ୍ଡିଆ ୨-୧ରେ ଅଷ୍ଟ୍ରେଲିଆକୁ ଓ ୩-୨ରେ ଇଂଲଣ୍ଡକୁ ହରାଇଥିଲା।

ମୋ ମତରେ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ପ୍ରବଳ ଦାବିଦାର। କାରଣ ଟିମ୍‌ ଇଣ୍ଡିଆ ଏକ ଶକ୍ତିଶାଳୀ ଦଳ। ତାଙ୍କ ପାଖରେ ଅନେକ ବିକଳ୍ପ ଖେଳାଳି ଅଛନ୍ତି। ଆଉ ଆମେ ୨୦୧୯ ବିଶ୍ୱକପ୍‌ ଲାଗି ଯେଉଁ ଭଳି ପ୍ରସ୍ତୁତ ହୋଇଥିଲୁ, ଏବେ ସେଭଳି ପ୍ରସ୍ତୁତ ନାହଁୁ ବୋଲି ମୋର୍ଗାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri