ଭାରତ ହେବ ବାଲ୍ୟ ବିବାହମୁକ୍ତ

ଦିଗପହଣ୍ଡି,୨୬।୧(ଅଶେଷନାଥ ମିଶ୍ର): ରାଜ୍ୟ ଆଇନସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ କ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ ପରିସରରେ ଥିବା ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ସୋମବାର ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ବାଲ୍ୟ ବିବାହମୁକ୍ତ ଭାରତ ସଚେତନତା ସାଇକେଲ ରାଲିି ସହର ପରିକ୍ରମା କରିଥିଲା। ସିଭିଲ ଜଜ ସିନିୟର୍‌ ଡିଭିଜନ କୋର୍ଟର ମାଜିଷ୍ଟ୍ରେଟ ତଥା ଟିଏଲଏସସି ଅଧ୍ୟକ୍ଷା ମହାଶ୍ବେତା ପରିଜା ଏବଂ ଜେଏମଏଫସି କୋର୍ଟର ମାଜିଷ୍ଟ୍ରେଟ ନିଳିମା ଷଡଙ୍ଗୀ ଅତିଥି ଭାବେ ଯୋଗ ଦେଇ ସାଇକେଲ ରାଲିକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ତାଲୁକ ଆଇନ ସହାୟତା କମିଟି ସମ୍ପାଦକ ତଥା କୋର୍ଟ କର୍ମଚାରୀ ପ୍ରଦୀପ କୁମାର ପୁରୋହିତଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଖେମୁଣ୍ଡି କଲେଜର ବହୁ ସଂଖ୍ୟକ ଛାତ୍ରୀଛାତ୍ର,ଅଧ୍ୟାପକ ଓ କୋର୍ଟ କର୍ମଚାରୀ ପ୍ରଦୀପ କୁମାର ଶତପଥି, ଶିବରାମ ସାହୁ, ସଂଗ୍ରାମ କୁମାର ପଣ୍ଡା,ଅଶିନୀ କୁମାର ପଟ୍ଟନାୟକ,ପିଲଚୁ ହେମ୍ବ୍ରମ, ସସ୍ମିତା ମହାରଣା,ଅଞ୍ଜଳି ମହାରଣା, ପପୁନ ମହାରଣା,ରୁଦ୍ର ପ୍ରସାଦ ତାଣ୍ଡିଆ,ପୂର୍ଣ୍ଣ ଚନ୍ଦ୍ର ପାତ୍ର,କାଳିଆ ନାୟକ ପ୍ରମୁଖ ସାମିଲ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪ ପୌର ନିଗମରେ ଭାଜପା ବିଜୟୀ

ଜୟପୁର,୧୬ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

ପାକିସ୍ତାନରେ ହାହାକାର: ହେବ ଲକଡାଉନ୍‌! ଜାଣନ୍ତୁ କାହିଁକି…

ଇସଲାମାବାଦ,୧୬।୯: ପାକିସ୍ତାନୀ ମିଡିଆ ରିପୋର୍ଟ ଅନୁସାରେ, ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଇନ୍ଧନ ବ୍ୟବହାର ଓ ଯାତାୟାତ କମାଇବା ନେଇ ଅନେକ ବିକଳ୍ପ ଉପରେ…

ସାବଧାନ! ଗୋରା ହେବା ଚକ୍କରରେ ନଷ୍ଟ ହୋଇପାରେ ସୌନ୍ଦର୍ଯ୍ୟ, ପାକିସ୍ତାନର ଏହି କ୍ରିମ୍‌କୁ ବ୍ୟାନ୍‌ କଲା ଭାରତ

ନୂଆଦିଲ୍ଲୀ,୧୬ା୯: କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ (CDSCO) ସମ୍ପ୍ରତି ପାକିସ୍ତାନରୁ ଉତ୍ପନ୍ନ ଅନଧିକୃତ କସ୍‌ମେଟିକ ଉତ୍ପାଦ ବିକ୍ରୟ ସମ୍ପର୍କରେ ଏକ ସତର୍କତା ଜାରି କରିଛି। ନୋଟିସ୍‌ରେ…

ବିଶ୍ୱକର୍ମା ପୂଜାଠୁ ଏହି ୩ ରାଶି ରୁହନ୍ତୁ ସତର୍କ: ସୂର୍ଯ୍ୟଙ୍କ ଗୋଚର କରିଦେବ କାଙ୍ଗାଳ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଆସନ୍ତା ୧୭ ସେପ୍ଟେମ୍ବରରେ ସୂର୍ଯ୍ୟଦେବ କନ୍ୟା ରାଶିରେ ପ୍ରବେଶ କରିବେ। ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ଅଧିକାର, କ୍ୟାରିୟର, ମାନ-ସମ୍ମାନ ଏବଂ ବରିଷ୍ଠ ବ୍ୟକ୍ତିଙ୍କ…

ଆରବ ସାଗରରେ ଭାରତ-ପାକିସ୍ତାନ ମଧ୍ୟରେ ମହାଭାରତ! ପାକିସ୍ତାନୀ କୂଟନୀତିଜ୍ଞଙ୍କୁ ଜବାବ ମାଗିଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୬।୯: ପାକିସ୍ତାନୀ ନୌସେନା ଜାହାଜ ଏବଂ ଭାରତୀୟ ନୌସେନା ୟୁନିଟ ମଧ୍ୟରେ ହୋଇଥିବା ଧକ୍କାକୁ ନେଇ ଭାରତ ପାକିସ୍ତାନ ନିକଟରେ ଦୃଢ଼ ପ୍ରତିବାଦ ଜଣାଇଛି। ନୂଆଦିଲ୍ଲୀରେ, ବୈଦେଶିକ…

UPI Charges: ଦୋକାନୀମାନଙ୍କୁ ସେମାନଙ୍କର UPI ସ୍କାନର୍‌ ଏବଂ ସାଉଣ୍ଡବକ୍ସ ବଦଳାଇବାକୁ ପଡ଼ିବ? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୧୬।୯: ନ୍ୟାସନାଲ ପେମେଣ୍ଟସ କର୍ପୋରେଶନ ଅଫ ଇଣ୍ଡିଆ (NPCI) ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର କାରବାର ଉପରେ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR)ଯାହା ମୁଖ୍ୟତଃ ଏକ UPI…

UPI ନା Cash, କେଉଁଥରେ ଟଙ୍କା ଅଧିକ ସଞ୍ଚୟ ହୁଏ? ସତ ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୧୬।୯: ଭାରତୀୟ ଡିଜିଟାଲ ଅର୍ଥନୀତିରେ ଆଜିକାଲି UPIକୁ ନେଇ ଏକ ନୂଆ ବିତର୍କ ଓ ବିବାଦ ଦେଖାଦେଇଛି। କେନ୍ଦ୍ର ସରକାର ଏବଂ NPCI ଦ୍ୱାରା ୨୦୦୦ ଟଙ୍କାରୁ…

ଅଭିନୟରୁ ସନ୍ୟାସ ନେବେ ଅମିତାଭ ବଚ୍ଚନ! ମୁହଁ ଖୋଲିଲେ ୮୩ ବର୍ଷିୟ ଅଭିନେତା

ମୁମ୍ବାଇ,୧୬।୯: ଅମିତାଭ ବଚ୍ଚନ ହିନ୍ଦୀ ସିନେମାର ‘ମେଗାଷ୍ଟାର’ ଭାବରେ ପରିଚିତ। ପ୍ରାୟ ଛଅ ଦଶନ୍ଧି ଧରି ଚଳଚ୍ଚିତ୍ର ଜଗତରେ ରାଜ କରିଆସୁଥିବା ‘ବିଗ ବି’ (Big B)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?