Posted inଫୁରସତ

କାଉକୁ ପାଖରେ ଶୁଆଇ କୁକୁର କରୁଛି ଏମିତି…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ କାଉ ଓ କୁକୁରକୁ ଦେଖିବାକୁ ମିଳୁଛି ଦୁହେଁ ଦୁହିଙ୍କ ଗୋଡ଼ ଧରି ଶୋଇଥିବା ଦେଖାଯାଉଛି। ଜଣେ ଅନ୍ୟ ଜଣଙ୍କୁ ଗେଲ କରୁଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦା ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। କ୍ୟାପଶନ୍‌ରେ ଲେଖିଛନ୍ତି, ‘ଟ୍ରୁ ଲଭ୍‌ ଇଜ୍‌ ହୋଲ୍ଡିଂ ହ୍ୟାଣ୍ଡ’ ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାରେଜର ଦାମ୍‌ ସାଢ଼େ ୧୧ କୋଟି, କାରଣ ଜାଣିବା ପରେ କିଣିବା ପାଇଁ ଲୋକଙ୍କ ଭିଡ଼

ଆଜିକାଲି ସମ୍ପତ୍ତି ବଜାର ସାରା ବିଶ୍ୱରେ ହଇଚଇ ସୃଷ୍ଟି କରିଛି। ପୂର୍ବରୁ ଏଜେଣ୍ଟମାନଙ୍କ ଜରିଆରେ ସମ୍ପତ୍ତି କିଣା-ବିକା କରାଯାଉଥିଲା। ଏବେ ଲୋକମାନେ ଅନ୍‌ଲାଇନ୍‌ରେ ସମ୍ପତ୍ତି ବିଷୟରେ...

ଫ୍ୟାଶନରେ ଚୋକର ଟପ୍ସ

ଯେକୌଣସି ଅକେଜନ୍‌ ହେଉ ନା କାହିଁକି ଜିନ୍ସ ଓ ଟପ୍ସ ପିନ୍ଧିଲେ କମ୍ଫଟେବଲ ଲାଗିଥାଏ ବୋଲି ଅନେକଙ୍କର ମତ ଥାଏ। ଏପରିକି କେହି କେହି ପାର୍ଟି,...

୨୦୪୦ ବେଳକୁ ପୃଥିବୀର ୩୩ଟି ଦେଶରେ ମିଳିବନି ପିଇବା ପାଣି: ୨ ଶହ ସହରରେ ସୃଷ୍ଟି ହେବ ଜଳସଙ୍କଟ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧।୩: ଜଜଳବାୟୁ ପରିବର୍ତ୍ତନ, ବିଶ୍ୱତାପନ ଏବଂ ପ୍ରଦୂଷଣ ଯୋଗୁ ପୃଥିବୀ ଏବେ ଜଳ ସଙ୍କଟ ଦେଖାଦେଇଛି। ଲୋକଙ୍କୁ ପିଇବା ପାଣି ମିଳୁନି। ପୃଥିବୀର ୪ ଶହରୁ...

ମା’ ପେଟରୁ ଏମିତି କିଛି ଧରି ବାହାରିଲେ ନବଜାତକ, ଡାକ୍ତର ହେଲେ ଆଶ୍ଚର୍ଯ୍ୟ

କରୋନା ଯୋଗୁ ସମଗ୍ର ବିଶ୍ୱ ଏବେ ଚିନ୍ତାରେ ପଡ଼ିଛି। ଏହି ସମୟରେ ଭିଲତ୍‌ନାମାର ଏକ ନବଜାତ ଶିଶୁପୁତ୍ର ଲୋକଙ୍କୁ କିଛିଟା ହସିବାକୁ ବାଧ୍ୟ କରିଛି। ଭିଏତନାମାର...

ସମୁଦ୍ରକୂଳ ଆର୍ବଜନାରୁ ଯୁବକଙ୍କୁ ମିଳିଲା ୩୦୫ ବର୍ଷ ତଳର ଗୁପ୍ତଧନ

ରାତାରାତି ଧନୀ ହେବାକୁ କିଏ ବା ନ ଚାହେଁ। କେବଳ ଏକ ସୁଯୋଗକୁ ସମସ୍ତେ ଅପେକ୍ଷା କରି ରହିଥାନ୍ତି। ହେଲେ ଏଭଳି ସୁଯୋଗ କେବଳ ଭାଗ୍ୟବାନଙ୍କୁ...

ଜେସିବି ମେଶିନର ନାଗିନ୍‌ ଡ୍ୟାନ୍ସ, ଦେଖନ୍ତୁ ଭିଡିଓ

ଆଜିକାଲି ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଭାଇରାଲ ହେଉଛି। ସେହିପରି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ଯେଉଁଥିରେ ଏକ...

ପ୍ରଥମ ରୋଜଗାର ବୋଉକୁ ଦେଇଥିଲି: ଗାୟକ ବିଜୟରାମ ତ୍ରିପାଠୀ

ବଡ଼ ଭାଇ ତାଙ୍କ ପିଲାମାନଙ୍କ ପାଠପଢା ଉଦ୍ଦେଶ୍ୟରେ ଭୁବନେଶ୍ୱର ଚାଲି ଯିବାପରେ ଘରର ଆର୍ଥତ୍କସ୍ଥିତି ଖରାପ ହୋଇଗଲା। କାରଣ ନିପଟ ମଫସଲିଆ ପରିବାରର ଏକମାତ୍ର ରୋଜଗାରକ୍ଷମ...

ଜଳୁଥିବା କୋଠାରୁ ଦୁଇ ବର୍ଷ ଝିଅର ଜୀବନ ବଞ୍ଚାଇବାକୁ ତଳକୁ ଫିଙ୍ଗିଦେଲେ ମା’

କେପଟାଉନ,୧୬ ।୭: ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରପତି ଜ୍ୟାକବ ଜୁମାଙ୍କୁ ଗିରଫ କରାଯିବା ପରେ ସେଠାରେ ହିଂସା ଜାରି ରହିଛି । ଏହାକୁ ବିଭିନ୍ନ ସହରରେ...

Advertisement
Archives

Model This Week