Posted inଜାତୀୟ

୨୪ ଘଣ୍ଟାରେ ମୋଦିଙ୍କ ଫଟୋରେ ୧ ନିୟୁତ ଲାଇକ୍‌

ନୂଆଦିଲ୍ଲୀ,୨୪।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୋଲକାତା ଗସ୍ତର ଏକ ଫଟୋକୁ ଫେସବୁକରେ ମାତ୍ର ୨୪ ଘଣ୍ଟା ମଧ୍ୟରେ ମିଳିଛି ୧ ନିୟୁତ ଲାଇକ୍‌। ସ୍ବାଧିନତା ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋସଙ୍କ ଜୟନ୍ତୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ କୋଲକାତା ଗସ୍ତ କରିଥିଲେ।

‘ନେତାଜୀ ବୋସଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ କୋଲକାତାରେ ପହଞ୍ଚିଛି’ ବୋଲି କ୍ୟାପଶନରେ ଲେଖାଥିବା ଫଟୋକୁ ଗୋଟିଏ ଦିନରେ ୧ ନିୟୁତ ଲାଇକ୍‌ ମିଳିଛି। ୧୪ ହଜାର ୟୁଜର୍ସ ଶେୟାର କରିଥିବାବେଳେ ୪୭ ହଜାର କମେଣ୍ଟ ହୋଇଛି ଏହି ପୋଷ୍ଟରେ। ପ୍ରଧାନମନ୍ତ୍ରୀ ପ୍ରଥମେ ନେତାଜୀ ଭବନ ଯାଇଥିଲେ। ପରେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଏକ ମଞ୍ଚରେ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତକୋଠି ସାଜିଛି କଲ୍ୟାଣ ମଣ୍ଡପ: ୧୦ ବର୍ଷ ହେଲା ହୋଇପଡିଛି ଅକାମୀ

କେସିଙ୍ଗା,୨୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମ ପଞ୍ଚାୟତରୁ ପ୍ରାୟ ୫୦୦ ମିଟରରେ ଗ୍ରାମ ପଞ୍ଚାୟତ ପକ୍ଷରୁ ଗୋଦାମ ଗୃହ ଗତ ୨୦୧୬-୧୭…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri