ଶାନ୍ତିପୂର୍ଣ୍ଣ ଓ ନିରପେକ୍ଷ ନିର୍ବାଚନ ପରିଚାଳନା ପାଇଁ ନିଆଯିବ ଆବଶ୍ୟକ ପଦକ୍ଷେପ: ବିଏମ୍‌ସି

ଭୁବନେଶ୍ୱର,୨୮।୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ସରିବା ପରେ ଏବେ ପୌର ନିର୍ବାଚନକୁ ନେଇ ରାଜନୀତି ସରଗରମ୍‌ ରହିଛି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଏମ୍‌ସି କାର୍ଯ୍ୟାଳୟ, ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସମେତ ୱାର୍ଡ ୱାରି ବିଜ୍ଞପ୍ତି ଜାରି ହୋଇଛି। ମେୟର, ଡେପୁଟି ମେୟର ଓ କର୍ପୋରେଟର ନିର୍ବାଚନ ପାଇଁ ବିଜ୍ଞପ୍ତିରେ ତାରିଖ ପ୍ରକାଶ ହୋଇଛି। ଶାନ୍ତିପୂର୍ଣ୍ଣ ଓ ନିରପେକ୍ଷ ନିର୍ବାଚନ ପରିଚାଳନା ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ବିଏମ୍‌ସି ଅତିରିକ୍ତ କମିଶନର କହିଛନ୍ତି ।

ମାର୍ଚ୍ଚ ୨ରୁ ୭ ତାରିଖ ପର୍ଯ୍ୟନ୍ତ ଦିନ ୧୧ଟା ଠାରୁ ୩ଟା ମଧ୍ୟରେ ନାମାଙ୍କନ ପତ୍ର ଦାଖଲ କରିବାକୁ ଧାର୍ଯ୍ୟ ହୋଇଛି । ସେହିପରି ୯ରେ ନାମାଙ୍କନ ପତ୍ର ଯାଞ୍ଚ । ଏହାପରେ ୧୦ରେ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଏବଂ ୧୪ରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ମାର୍ଚ୍ଚ ୨୪ରେ ସକାଳ ୮ଟା ଠାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ ମତଦାନ।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

ସଭ୍ୟତାର ନୀରବ ନିର୍ମାତା

କେବେ କ୍ଳାନ୍ତ, କେବେ ନିରାଶ, କେବେ ବିଷାଦ ପୁଣି କେବେ ହତାଶ- ଏସବୁ ଭିତରେ ବି ଯିଏ ହସିହସି ପ୍ରତିଦିନ ପିଲାଙ୍କ ଆଗରେ ଛିଡ଼ା ହୋଇପାରନ୍ତି, ସେ…

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?