ମାଲାବାରରେ ନେକ୍‌ଲେସ୍‌ ମେଳା

ଭୁବନେଶ୍ୱର,୨୦।୪: ଅନ୍ତଃରାଷ୍ଟ୍ରୀୟ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ଭୁବନେଶ୍ୱରସ୍ଥିତ ଶହୀଦନଗର ଏକ୍ସକ୍ଲୁସିଭ ଷ୍ଟୋର ପରିସରରେ ଏକ ୮ ଦିନିଆ ନେକ୍‌ଲେସ ମେଳାର ଶୁଭାରମ୍ଭ କରାଯାଇଛି। ମାଲାବାର ଗ୍ରୁପ୍‌ର ବରିଷ୍ଠ ଅଧିକାରୀ ତଥା ଷ୍ଟୋର କର୍ମଚାରୀ ଓ ଗ୍ରାହକଙ୍କ ଉପସ୍ଥିତିରେ ଉକ୍ତ ମେଳାର ଆନୁଷ୍ଠାନିକ ଅନାବରଣ କରାଯାଇଥିଲା। ଏହି ମେଳା ଚଳିତ ମାସ ୨୬ ତାରିଖ ପର୍ଯ୍ୟନ୍ତ ବ୍ରାଣ୍ଡ୍‌ର ଶହୀନଗର ଷ୍ଟୋରରେ ଜାରି ରହିବ। ଏହି ପରିପ୍ରେକ୍ଷୀରେ ବ୍ରାଣ୍ଡ୍‌ ଆକର୍ଷଣୀୟ ଅକ୍ଷୟ ତୃତୀୟା ଅଫର ସମ୍ପର୍କରେ ମଧ୍ୟରେ ଘୋଷଣା କରିଛି। ବିଶେଷ କରି ବ୍ରାଣ୍ଡ୍‌ର ୩୦ ବର୍ଷ ପୂର୍ତ୍ତି ଉତ୍ସବ ଅବସରରେ ୩୦,୦୦୦ ଟଙ୍କାର ପ୍ରତି କ୍ରୟ ଉପରେ ଆକର୍ଷଣୀୟ ଉପହାର କିମ୍ବା ୧୦୦ ମି.ଗ୍ରା.ର ସ୍ବର୍ଣ୍ଣମୁଦ୍ରା ପ୍ରଦାନ କରୁଛି। ସେହିଭଳି ହୀରା, ଜେମ୍‌ଷ୍ଟୋନ ଏବଂ ପୋଲିକି ଡିଜାଇନର ମୂଲ୍ୟ ଉପରେ ମଧ୍ୟ ଉପହାର ଅଥବା ୨୫୦ ମି.ଗ୍ରା.ର ସ୍ବର୍ଣ୍ଣମୁଦ୍ରା ଗ୍ରାହକଙ୍କୁ ଦିଆଯାଉଛି। ଏହି ଅଫର ୨୦୨୩ ଏପ୍ରିଲ ୩୦ ପର୍ଯ୍ୟନ୍ତ ଉପଲବ୍ଧ ରହିଛି। ଅପରପକ୍ଷରେ ନେକ୍‌ଲେସ ମେଳା ଜରିଆରେ ବ୍ରାଣ୍ଡ୍‌ର ପ୍ରମୁଖ କଲେକ୍ସନ ମାଇନ ହୀର ଅଳଙ୍କାର ସମେତ ଏରା – ଅନକଟ ହୀରା ଅଳଙ୍କାର ଓ ପ୍ରେସିଆ ଭଳି ମୂଲ୍ୟବାନ୍‌ ଜେମ୍‌ଷ୍ଟୋନ ଜୁଏଲେରି ସାମିଲ ରହିଛି। ସେହିପରି ଲଥିନିକ୍ସ- ହାଣ୍ଡିକ୍ରାଫ୍ଟ ଜୁଏଲେରି, ଡିଭାଇନ- ଇଣ୍ଡିଆନ ହେରିଟେଜ୍‌ ଜୁଏଲେରି ଏବଂ ଷ୍ଟାର୍‌ଲେଟ – କିଡ୍‌ସ ଜୁଏଲେରି ଅନ୍ତର୍ଭକ୍ତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାନ ଦୋକାନୀଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

ଝରାଫୁଲ ହତ୍ୟା ଘଟଣା: ୫ ବର୍ଷ ପରେ ଅଭିଯୁକ୍ତଙ୍କୁ ମିଳିଲା ଏମିତି ଦଣ୍ଡ

ଭୁବନେଶ୍ୱର,୨୯।୬: ବହୁଚର୍ଚ୍ଚିତ ଝରାଫୁଲ ହତ୍ୟାକାଣ୍ଡ ଘଟଣାର ରାୟ ଆସିଛି। ଦୋଷୀ ରାକେଶ ସ୍ବାଇଁଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ଏହାସହ ରାକେଶଙ୍କ ସହଯୋଗୀ ଅମରେଶ ରାଉତକୁ ୫ ବର୍ଷ…

ବାଇକକୁ ପିଟିଲା ୩୦ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ସ୍କୁଲ ଭ୍ୟାନ, ଜଣେ ମୃତ

କେସିଙ୍ଗା,୨୯।୬(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍ ଅନ୍ତର୍ଗତ ଉତ୍କେଲା ଗ୍ରାମରୁ କୋକୋଡମାଲକୁ ସଂଯୋଗ କରୁଥିବା ପିବ୍ଲୁଡି ରାସ୍ତା ପାର୍ଶ୍ଵରେ ଅବସ୍ଥିତ ମେର୍ଶି ଇଂରାଜୀ ବିଦ୍ୟାଳୟ…

୫ ବର୍ଷ ଦୂରର କଥା….ବିଜୟଙ୍କ ଉପରେ ବର୍ଷିଲେ ଷ୍ଟାଲିନ, ୩ରୁ୬ ମାସରେ ଖେଳ ଶେଷ

ଚେନ୍ନାଇ,୨୯।୬: ତାମିଲନାଡୁ ରାଜନୀତିରେ ବୟାନବାଜି ତୀବ୍ର ହୋଇଛି । ରବିବାର ଦିନ ଡିଏମକେ ମୁଖ୍ୟ ଏମ୍ କେ ଷ୍ଟାଲିନ୍ ବିଜୟଙ୍କ ନେତୃତ୍ୱାଧୀନ ସରକାରର ସ୍ଥିରତା ଉପରେ ପ୍ରଶ୍ନ…

ଭାରତ ବିପକ୍ଷରେ ଐତିହାସିକ ବିଜୟ ପରେ ଆୟର୍ଲାଣ୍ଡକୁ ଲାଗିଲା ଶକ୍ତ ଝଟ୍‌କା

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ଜିତି ଆୟର୍ଲାଣ୍ଡ ସିରିଜ କବ୍ଜା କରିଥିଲା। ପ୍ରଥମ ଥର ପାଇଁ ଆୟର୍ଲାଣ୍ଡ କୌଣସି ଫର୍ମାଟରେ ଟିମ ଇଣ୍ଡିଆ ବିପକ୍ଷରେ ସିରିଜ…

୧ ଜୁଲାଇରୁ ବନ୍ଦ ହୋଇଯିବ ୧୦, ୨୦, ୫୦ ଓ ୧୦୦ ଟଙ୍କିଆ ନୋଟ୍‌? ଜାଣନ୍ତୁ କଣ କହିଲେ ସରକାର

ନୂଆଦିଲ୍ଲୀ,୨୯।୬: ସୋସିଆଲ ମିଡିଆରେ ଏବେ ଏକ ପୋଷ୍ଟ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଏକ ପୋଷ୍ଟର ସେୟାର କରାଯାଇଛି। ଏହି ପୋଷ୍ଟରରେ ‘ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର’ର ଲୋଗୋ…

ଗାଁ ଗାଁ ବୁଲି ଡବଲ୍‌ ଇଞ୍ଜିନ ସରକାରର ସଫଳତା ବାଣ୍ଟୁଛନ୍ତି ଭାଜପା କର୍ମୀ: ବୁଦ୍ଧିଜୀବୀଙ୍କୁ ସାକ୍ଷାତ କଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ):ରାଜ୍ୟ ସରକାରଙ୍କ ୨ ବର୍ଷ ଓ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଭାଜପା ଉଭୟ ସରକାରଙ୍କ ସଫଳତା ଓ କାର୍ଯ୍ୟଧାରା…

ଖେମେନେଇଙ୍କ ଶେଷକୃତ୍ୟରେ ସାମିଲ ହେବ ଭାରତ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ….

ତେହରାନ,୨୯।୬: ବିହାର ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ସୟଦ ଆତା ହାସନେନ୍ ଏବଂ ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ର ମାର୍ଗେରିଟା ଭାରତ ସରକାରଙ୍କ ପକ୍ଷରୁ ସର୍ବୋଚ୍ଚ ନେତା ଆୟାତୋଲ୍ଲା ସେୟଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri