ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ

ଭେଟେରାନ ଅଭିନେତା ନେଡ ବିଟିଙ୍କ ପରଲୋକ ହୋଇଛି। ସୁପରମ୍ୟାନ, ନେଟୱାର୍କ ପରି  ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ସେ ନଜର ଆସିଥିଲେ। ମୃତ୍ୟୁବେଳକୁ ନେଡଙ୍କୁ ୮୩ ବର୍ଷ ହୋଇଥିଲା। ସେ ଦୀର୍ଘ ପାଞ୍ଚ ଦଶନ୍ଧି ଧରି ଦର୍ଶକଙ୍କୁ ବହୁତ ମନୋରଞ୍ଜନ କରିଥିଲେ। ସେ ଅନେକ ସଫଳ ହଲିଉଡ ଚଳଚ୍ଚିତ୍ରର ଅଂଶ ଥିଲେ। ୧୯୭୬ରେ ରିଲିଜ୍‌ ହୋଇଥିବା ଚଳଚ୍ଚିତ୍ର ‘ନେଟୱାର୍କ’ରେ ତାଙ୍କ ଅଭିନୟକୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ। ଏହି ଚଳଚ୍ଚିତ୍ରରେ ସେ ଏତେ ଶକ୍ତିଶାଳୀ ଭୂମିକା ଗ୍ରହଣ କରିଥିଲେ ଯେ ସେ ସେହି ବର୍ଷ ଓସ୍କାରରେ ଶ୍ରେଷ୍ଠ ସହାୟକ ଅଭିନେତା ଭାବରେ ମନୋନୀତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନେତ୍ରୀଙ୍କୁ ୩ ବର୍ଷ ଜେଲ୍‌: ମହିଳାଙ୍କୁ ଏହି କାମ ପାଇଁ ପକାଉଥିଲେ ଚାପ

ଆମେରିକାର ପ୍ରସିଦ୍ଧ ଅଭିନେତ୍ରୀ ଆଲିସନ ମ୍ୟାକଙ୍କୁ ତିନି ବର୍ଷ ଜେଲ୍‌ ହୋଇଛି। ଝିଅମାନଙ୍କୁ ଜବରଦସ୍ତ ଯୌନ ସମ୍ପର୍କ ରଖିବାକୁ ଚାପ ପକାଉଥିବା ଆଲିସାନଙ୍କ ନାଁରେ ଅଭିଯୋଗ...

ଓଡ଼ିଆ ଧାରାବାହିକରୁ ୨ୟ ଇନିଂସ ଆରମ୍ଭ କରିବେ ରଚନା ବାନାର୍ଜୀ

ଭୁବନେଶ୍ୱର, ୨୫-୯(ବ୍ୟୁରୋ): ଓଡ଼ିଆ ଏବଂ ବଙ୍ଗଳା ଫିଲ୍ମ ଇଣ୍ଡଷ୍ଟ୍ରିର ଚିରସବୁଜ ଅଭିନେତ୍ରୀ ରଚନା ବାନାର୍ଜୀଙ୍କୁ ପ୍ରଥମଥର ପାଇଁ ଦେଖିବାକୁ ମିଳିବ ଟେଲିଭିଜନ୍‌ ପରଦାରେ। ଦୀର୍ଘ ବର୍ଷର...

କରିନା, ଅନନ୍ୟାଙ୍କ ଘରେ ପୋଲିସ!

ମୁମ୍ବାଇ: ଏବେ କେତେଜଣ ବଲିଉଡ ସେଲିବ୍ରିଟିଙ୍କ ଘରେ ପୋଲିସକୁ ଦେଖିବାକୁ ମିଳୁଛି । କିଛିଦିନ ତଳେ ବଲିଉଡ ନାୟିକା ମଲାଇକା ଆରୋରାଙ୍କ ଘରେ ପୋଲିସ ପହଞ୍ଚିଥିବା...

ପ୍ରଥମ ସ୍ତ୍ରୀଙ୍କୁ ଛାଡପତ୍ର ବାବଦରେ ଦେଇଥିଲେ ଏତିକି ଟଙ୍କା ଦେଇଥିଲେ ଅମିର ଖାନ୍‌

ବଲିଉଡର ସୁପରଷ୍ଟାର ଅମିର ଖାନ ତାଙ୍କର ଦ୍ୱିତୀୟ ସ୍ତ୍ରୀ କିରଣ ରାଓଙ୍କୁ ଛାଡପତ୍ର ଦେବାକୁ ନିଷ୍ପତ୍ତି ନେଇଛନ୍ତି। ୧୫ ବର୍ଷ ପୂର୍ବେ ଅମିର ଏବଂ କିରଣ...

ଭଉଣୀ ସହ କ୍ୱାରାଣ୍ଟାଇନ୍‌ର ମଜା ନେଉଛନ୍ତି ବିଗ୍‌ବସ୍‌-୧୪ ଓ୍ବିନର

ଶିମଲା: ଦେଶରେ କରୋନା ସଙ୍କଟ ଜାରି ରହିଥିବା ବେଳେ ଏଥିରୁ କେହି ବର୍ତ୍ତି ପାରୁନାହାନ୍ତି। ସାଧାରଣଜନତାଙ୍କଠାରୁ ଆରମ୍ଭ କରି ରାଜନେତା, ଖେଳାଳି ଓ ଅନେକ ସେଲିିବ୍ରିଟି...

ବିବାହ ବିଚ୍ଛେଦର ୧୦ ବର୍ଷ ପରେ ପୁଣି ବେଦିରେ ବସିବେ ଏହି ଅଭିନେତ୍ରୀ

ମୁମ୍ବାଇ: ବିବାହ ବିଚ୍ଛେଦର ୧୦ ବର୍ଷ ପରେ ପୁଣି ଜଣଙ୍କ ହାତ ଧରି ବେଦିରେ ବସିବାକୁ ଯାଉଛନ୍ତି ବଲିଉଡ୍‌ର ଜଣେ ଅଭିନେତ୍ରୀ। ଏକଥା ଆମେ କହୁନାହୁଁ।...

ସୁଶାନ୍ତଙ୍କ ବାନ୍ଧବୀ ରିଆଙ୍କ ଉପରେ ସମସ୍ତଙ୍କ ନଜର

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ। ବଲିଉଡ୍‌ର ଏହି ପରିଚିତ ନାଁଟି ଏବେ ଅତିତ ହୋଇଯାଇଛି। ଅସମୟରେ ଦୁନିଆରୁ ବିଦାୟ ନେଇଥିବା ବଲିଉଡ୍‌ ନାୟକ ସୁଶାନ୍ତ ସିଂ...

ସୁଶାନ୍ତ ମୃତ୍ୟୁ ମାମଲା: ମୁମ୍ବାଇ ପୋଲିସ ଉପରେ ପ୍ରଶ୍ନ ଉଠାଇଲା ଭାଜପା, ସିବିଆଇ ଯାଞ୍ଚ ଦାବି

ବମ୍ବେ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ମୁମ୍ବାଇ ପୋଲିସର ତଦନ୍ତ ଉପରେ ପ୍ରଶ୍ନ ଉଠାଇଛି ଭାଜପା। ମହାରାଷ୍ଟ୍ରର ଭାଜପା ନେତା ଆଶିଷ ଶେଲାର...

Advertisement
Archives

Model This Week