ଆଉ ୩ ଦିନ ପରେ ରାଜଯୋଗ: ୪ ରାଶିଙ୍କର ଫାଇଦା ହିିଁ ଫାଇଦା; ବଢିବ ଆୟ, ଚାକିରିରେ ପ୍ରମୋଶନ!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ଓ ଯୁତିର ବିଶେଷ ମହତ୍ତ୍ୱ ରହିଛି। ଆଗାମୀ ଦିନରେ ଗୁରୁ ଓ ମଙ୍ଗଳଙ୍କ ଯୁତି ଯୋଗୁ କର୍କଟ ରାଶିରେ ନୀଚଭଙ୍ଗ ରାଜଯୋଗ ଗଠନ ହେବ। ଜ୍ୟୋତିଷୀୟ ମତରେ, ଏହି ଯୋଗ ଅନେକ ରାଶି ପାଇଁ ଶୁଭ ଫଳ ଆଣିପାରେ। ମଙ୍ଗଳ ଗ୍ରହଙ୍କୁ ସାହସ, ଶକ୍ତି ଓ ଉର୍ଜାର କାରକ ବୋଲି ମନାଯାଏ। ସେହିପରି ଗୁରୁ ଗ୍ରହଙ୍କୁ ଜ୍ଞାନ, ଧନ ଓ ସମୃଦ୍ଧିର କାରକ ଭାବେ ବିବେଚନା କରାଯାଏ। ଉଭୟ ଗ୍ରହଙ୍କ ଯୁତି ଫଳରେ କେତେକ ରାଶିର ଲୋକଙ୍କ କ୍ୟାରିୟର ଓ ବ୍ୟବସାୟରେ ଲାଭ ହୋଇପାରେ।

ବର୍ତ୍ତମାନ ମଙ୍ଗଳ ମିଥୁନ ରାଶିରେ ଅବସ୍ଥାନ କରୁଛନ୍ତି। ଜ୍ୟୋତିଷୀୟ ଗଣନା ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬, ଶୁକ୍ରବାର ସା ୪ଟା ୪୪ ମିନିଟରେ ମଙ୍ଗଳ କର୍କଟ ରାଶିରେ ପ୍ରବେଶ କରିବେ। ସେଠାରେ ସେ ୧୨ ନଭେମ୍ବର ପର୍ଯ୍ୟନ୍ତ ରହିବେ। ଏହାପରେ ମଙ୍ଗଳ ସିଂହ ରାଶିକୁ ଗୋଚର କରିବେ।

ମେଷ ରାଶିର ଲୋକଙ୍କ ପାଇଁ ନୀଚଭଙ୍ଗ ରାଜଯୋଗ ଶୁଭ ଫଳ ଆଣିପାରେ। ଚାକିରି କରୁଥିବା ବ୍ୟକ୍ତିଙ୍କୁ ପଦୋନ୍ନତିର ସୁଯୋଗ ମିଳିପାରେ। କ୍ୟାରିୟର ଓ ବ୍ୟବସାୟରେ ଲାଭ ହେବାର ସମ୍ଭାବନା ରହିଛି। ଆର୍ଥିକ ଦୃଷ୍ଟିରୁ ମଧ୍ୟ ଏହି ସମୟ ଭଲ ରହିପାରେ। ନିବେଶ ପାଇଁ ମଧ୍ୟ ସମୟ ଅନୁକୂଳ ହୋଇପାରେ ବୋଲି ଜ୍ୟୋତିଷୀୟ ମତ ରହିଛି।

ବୃଷ ରାଶିର ଲୋକଙ୍କୁ ଅଟକି ରହିଥିବା ଟଙ୍କା ଫେରି ମିଳିବାର ଯୋଗ ରହିପାରେ। ଆର୍ଥିକ ଦୃଷ୍ଟିରୁ ସମୟ ଅନୁକୂଳ ରହିବ। ବ୍ୟବସାୟରେ ଭାଗିଦାରୀ କରୁଥିବା ଲୋକଙ୍କୁ ସଫଳତା ମିଳିପାରେ। ଆୟ ବୃଦ୍ଧି ସହ ପରିବାର ପକ୍ଷରୁ ମଧ୍ୟ ଭଲ ଖବର ମିଳିପାରେ। କର୍କଟ ରାଶିରେ ହିଁ ଗୁରୁ ଓ ମଙ୍ଗଳଙ୍କ ଯୁତି ହେବାକୁ ଯାଉଛି। ଫଳରେ ଏଠାରେ ନୀଚଭଙ୍ଗ ରାଜଯୋଗ ଗଠନ ହେବ ବୋଲି ଜ୍ୟୋତିଷୀୟ ମତ ରହିଛି। ଏହି ଯୋଗର ପ୍ରଭାବରେ ଅଟକି ରହିଥିବା କାମ ସମ୍ପୂର୍ଣ୍ଣ ହୋଇପାରେ। ନିବେଶରୁ ମଧ୍ୟ ଲାଭ ମିଳିବାର ସମ୍ଭାବନା ରହିଛି।

ତୁଳା ରାଶି ପାଇଁ ମଧ୍ୟ ଗୁରୁ-ମଙ୍ଗଳ ଯୁତି ଶୁଭ ଫଳ ଆଣିପାରେ। ବ୍ୟବସାୟରେ ଲାଭ ମିଳିବା ସହ ନୂଆ କାମ ଆରମ୍ଭ କରିବାର ସୁଯୋଗ ମିଳିପାରେ। ପାରିବାରିକ ଜୀବନ ସୁଖମୟ ରହିବା ସହ ଜୀବନରେ ସୁଖ-ସୁବିଧା ବୃଦ୍ଧି ପାଇପାରେ ବୋଲି ଜ୍ୟୋତିଷୀୟ ଆକଳନ କରାଯାଉଛି।

କର୍କଟ ରାଶିରେ ହିଁ ଗୁରୁ ଓ ମଙ୍ଗଳଙ୍କ ଯୁତି ହେବାକୁ ଯାଉଛି। ଫଳରେ ଏଠାରେ ନୀଚଭଙ୍ଗ ରାଜଯୋଗ ଗଠନ ହେବ ବୋଲି ଜ୍ୟୋତିଷୀୟ ମତ ରହିଛି। ଏହି ଯୋଗର ପ୍ରଭାବରେ ଅଟକି ରହିଥିବା କାମ ସମ୍ପୂର୍ଣ୍ଣ ହୋଇପାରେ। ନିବେଶରୁ ମଧ୍ୟ ଲାଭ ମିଳିବାର ସମ୍ଭାବନା ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ିର ଚାଲାଣ ଭରିନାହାନ୍ତି କି? ଏହିଦିନ ମିଳିବ ବଡ଼ ସୁଯୋଗ, କମ୍‌ ଟଙ୍କାରେ କରନ୍ତୁ ସମାଧାନ

ନୂଆଦିଲ୍ଲୀ,୮।୯: ରାସ୍ତାରେ ଟ୍ରାଫିକ ନିୟମ ଏବେ ଅଧିକ କଡ଼ା ହୋଇଛି। ଅଜାଣତରେ କିମ୍ବା ଭୁଲ୍‌ବଶତଃ ଗାଡ଼ିର ଇ-ଚାଲାଣ କଟିଯିବା ସାଧାରଣ କଥା। ଅନେକ ସମୟରେ ଚାଲାଣ ରାଶି…

ଦୁର୍ଗାପୂଜାରେ ବାଜିବ ନାହିଁ ଡିଜେ, ଅଷ୍ଟମୀ ହେବ ‘ଡ୍ରାଏ ଡେ’…, ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେବ ଭାଜପା ସରକାର

କୋଲକାତା,୮।୯: ଅକ୍ଟୋବର ୧୧ରେ ସାରା ଦେଶରେ ନବରାତ୍ରି ପର୍ବ ଆରମ୍ଭ ହେବ। ଏହି ଅବସରରେ ପଶ୍ଚିମବଙ୍ଗର ଦୁର୍ଗାପୂଜା ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି। ୭୫ ବର୍ଷ ପରେ…

୧୭ ବର୍ଷରେ ୧୭ଶହରୁ ଅଧିକ ମଞ୍ଚରେ ଦଣ୍ଡନୃତ୍ୟ: ଚର୍ଚ୍ଚାରେ ଦେବେନ୍ଦ୍ର ନାଏକ

ଅମରପାଲି,୮ା୯(ପୀତାମ୍ବର ସାହୁ):ଦଣ୍ଡ ନୃତ୍ୟ, ଷୋଳ ସୁଆଙ୍ଗ ଓଡ଼ିଶାର ପ୍ରାଚୀନ ଲୋକକଳା ଓ ସଂସ୍କୃତିର ଏକ ଅନନ୍ୟ ପରିଚୟ। ଆଧୁନିକତାର ପ୍ରଭାବରେ ଏହି ପାରମ୍ପରିକ କଳା ଧୀରେ ଧୀରେ…

‘ଲାଜ ଲାଗୁନି…’, କଙ୍ଗନାଙ୍କ ମୁଣ୍ଡକୁ ଉଠିଗଲା ରାଗ: ଅଧିକାରୀଙ୍କୁ ମନ ଇଚ୍ଛା ଶୁଣାଇଦେଲେ

ମଣ୍ଡି,୮।୯: ହିମାଚଳ ପ୍ରଦେଶର ମଣ୍ଡିରୁ ଭାଜପା ସାଂସଦ କଙ୍ଗନା ରାଣାୱତ ଜିଲା ବିକାଶ ସମନୱୟ ଓ ନିରୀକ୍ଷଣ କମିଟି (ଦିଶା) ବୈଠକରେ ଅଧିକାରୀଙ୍କ କାର୍ଯ୍ୟଶୈଳୀକୁ ନେଇ କଡ଼ା…

୫ ଓରାଙ୍ଗଉଟାନଙ୍କୁ ଆଣିବା ପାଇଁ ନନ୍ଦନକାନନରୁ ବାହାରିଲା ଏକ ଟିମ୍ : ଅନ୍ତର୍ଜାତୀୟ ସ୍ମଗଲିଂ ସନ୍ଦେହ

ନନ୍ଦନକାନନ,୮।୯: ଓଡ଼ିଶାରେ କେବେ ଓରାଙ୍ଗଉଟାନ ଦେଖାଯାଇଥିବା ନଜିର ନ ଥିବା ବେଳେ ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରୁ ୫ଟି ଓରାଙ୍ଗଉଟାନ ଠାବ ହେବା ଘଟଣାକୁ ନେଇ ଚାଞ୍ଚଲ୍ୟ…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ପାଞ୍ଚ ଦିନିଆ ଦୁବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮।୯: ପାଞ୍ଚ ଦିନିଆ UAE ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାକୁ ଅଧିକ ପୁଞ୍ଜି ଆକର୍ଷଣ କରିବା ସହ ରାଜ୍ୟରେ ଶିଳ୍ପ ଓ ନିଯୁକ୍ତି ସୁଯୋଗ ବୃଦ୍ଧି…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri