Posted inଖେଳ

ରେକର୍ଡ ପାଇଁ ଦରକାର ୧୪୭ ରନ୍‌

ଧର୍ମଶାଳା,୨୭।୨: ପ୍ରାରମ୍ଭିକ ବିପର୍ଯ୍ୟୟ ସତ୍ତ୍ୱେ ଶ୍ରୀଲଙ୍କା ସମ୍ମାନଜନକ ସ୍କୋର ଛିଡ଼ା କରିଛି। ଅଧିନାୟକ ଦସୁନ ଶନାକା (୭୪ ରନ)ଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଯୋଗୁ ଶ୍ରୀଲଙ୍କା ୨୦ ଓଭରରେ ୫ ଉଇକେଟ ହରାଇ ୧୪୬ ରନ୍‌ କରିପାରିଛି। ଏହି ମ୍ୟାଚ୍‌ରେ ବିଜୟୀ ହେଲେ ଭାରତ ଏକ ସ୍ବତନ୍ତ୍ର ରେକର୍ଡର ସମ୍ମକକ୍ଷ ହେବ। ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ଇତିହାସରେ ଲଗାତାର ସର୍ବାଧିକ ୧୨ ମ୍ୟାଚ୍‌ ଜିତିବାର ରେକର୍ଡ ଏବେ ଆଫଗାନିସ୍ତାନ ପାଖରେ ଅଛି।

ଏକଦା ଶ୍ରୀଲଙ୍କା ୨୯ ରନ ମଧ୍ୟରେ ୪ ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା। ଶ୍ରୀଲଙ୍କା ପାଇଁ ୧୦୦ ଟପିବା କଷ୍ଟକର ମନେ ହେଉଥିଲା। କିନ୍ତୁ ଅଧିନାୟକ ଦସୁନ ଶନାକା (୭୪ ରନ୍‌, ୯ ଚୌକା ଓ ୨ ଛକା) ଦଳୀୟ ସ୍ଥିତି ସମ୍ଭାଳିଥିଲେ। ୬ଷ୍ଠ ଉଇକେଟ ପାଇଁ ଚାମିକା କରୁଣାରତ୍ନେ(୧୨)ଙ୍କ ସହ ମିଶି ୮୬ ରନ୍‌ ଯୋଡ଼ିଥିଲେ ଅଧିନାୟକ ଶନାକା। ଭାରତୀୟ ବୋଲରଙ୍କ ମଧ୍ୟରେ ଅଭେଶ ଖାନ ୨ ଉଇକେଟ ନେଇଥିବା ବେଳେ ମହମ୍ମ ସିରାଜ, ହର୍ଶଲ ପେଟଲ ଓ ରବି ବିଷ୍ଣୋଇ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର କୃତିମ ସୂର୍ଯ୍ୟ! ବିଶ୍ୱର ସବୁଠାରୁ ବଡ଼ ଚୁମ୍ୱକ ଦେଖି ସମସ୍ତେ ତାଜୁବ

ନୂଆଦିଲ୍ଲୀ,୧।୭: ଚୀନ୍ ନିଜର ‘କମ୍ପ୍ରିହେନ୍‌ସିଭ୍ ରିସର୍ଚ୍ଚ ଫାସିଲିଟି ଫର୍ ଫ୍ୟୁଜନ୍ ଟେକ୍ନୋଲୋଜି’ (CRAFT) ପାଇଁ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ମ୍ୟାଗ୍ନେଟ୍ (ଚୁମ୍ବକ) ପ୍ରସ୍ତୁତ କରିଛି ଏବଂ ଏହାର…

WhatsAppର ନୂଆ ଫିଚର୍ସରୁ ବଢ଼ୁଛି ସାଇବର ଠକେଇ! ରୋକିବାକୁ କେନ୍ଦ୍ର ସରକାରଙ୍କ ମାଷ୍ଟର ପ୍ଲାନ୍

ନୂଆଦିଲ୍ଲୀ,୧।୭:  ଦେଶରେ ସାଇବର ଅପରାଧ ବୃଦ୍ଧି ପାଉଥିବା ଘଟଣା ଉପରେ ରୋକ ​​ଲଗାଇବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ପଦକ୍ଷେପର…

ମନ୍ତ୍ରୀଙ୍କ ହାଇ ଆଲର୍ଟ, ଜରୁରୀ ପରିସ୍ଥିତିରେ ସଜାଗ ରହିବାକୁ ୟୁଏଲ୍‌ବିକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୭: ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍‌ବି)କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

ବଙ୍ଗରେ ଟିଏମସି ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡାମାଡ଼, ଭାଜପା…

କୋଲକାତା,୧।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡା ମାଡ଼ ହୋଇଛି । ବୁଧବାର ଅଭିଯୋଗ କରିଛନ୍ତି ଯେ ପଶ୍ଚିମବଙ୍ଗର ଏକ ରେଷ୍ଟୁରାଣ୍ଟ ବାହାରେ…

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri