‘ଯୁଦ୍ଧରେ ଆଗକୁ ବଢ଼ିବାକୁ ହେଲେ ଉନ୍ନତମାନର ଅସ୍ତ୍ରଶସ୍ତ୍ର ଦରକାର’

କିଭ୍‌,୨୧ା୧: ଦୀର୍ଘ ୧୧ ମାସ ଧରି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି। ଏଭଳି ପରିସ୍ଥିତିରେ ରୁଷିଆ ବିରୋଧରେ ଯୁଦ୍ଧ କରିବାକୁ ହେଲେ ୟୁକ୍ରେନକୁ ଉନ୍ନତ ମାନର ଅସ୍ତ୍ରଶସ୍ତ୍ର ଦରକାର। ପାଶ୍ଚାତ୍ୟ ଦେଶଗୁଡ଼ିକ ଦୀର୍ଘଦିନ ଧରି କିଭ୍‌କୁ ଟ୍ୟାଙ୍କ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହା ସତ୍ତ୍ୱେ ଏପର୍ଯ୍ୟନ୍ତ ଟ୍ୟାଙ୍କ ଯୋଗାଇ ଦିଆଯାଇନାହିଁ। ରାଷ୍ଟ୍ରପତି ଜେଲେନ୍‌ସ୍କିଙ୍କର ଜଣେ ବରିଷ୍ଠ ପରାମର୍ଶଦାତା ତାଙ୍କ ସହଯୋଗୀମାନଙ୍କୁ ସାମରିକ ସହାୟତା ବୃଦ୍ଧି ଉପରେ ଶୀଘ୍ର ବିଚାର କରିବାକୁ ଅନୁରୋଧ କରିଛନ୍ତି।

ଏକ ବଡ଼ ଆକ୍ରମଣରୁ ରକ୍ଷା ପାଇବା ପାଇଁ ଆମେରିକା ୟୁକ୍ରେନକୁ ପରାମର୍ଶ ଦେଇଛି। ଆମେରିକାର ଅଧିକାରୀ କହିଛନ୍ତି, ଯେପର୍ଯ୍ୟନ୍ତ କିଭ୍‌କୁ ଉନ୍ନତ ଅସ୍ତ୍ରଶସ୍ତ୍ର ଯୋଗାଣ ଏବଂ ସୈନିକମାନଙ୍କର ତାଲିମ ନ ମିଳିଛି ସେପର୍ଯ୍ୟନ୍ତ, ରୁଷିଆ ସେନା ବିରୋଧରେ ଏକ ବଡ଼ ଆକ୍ରମଣକୁ ସ୍ଥଗିତ ରଖାଯିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ବାଃରେ ପାକିସ୍ତାନ! ନସୀମ ଶାହଙ୍କୁ ଏକ କଠୋର ଦଣ୍ଡ ଦେବାକୁ ପ୍ରସ୍ତୁତ ଦେଶ

ଇସଲାମାବାଦ,୨୯।୩: ପାକିସ୍ତାନରେ, କେବେବି କ’ଣ ଘଟିବ ତାହା କେହି ପୂର୍ବାନୁମାନ କରିପାରିବେ ନାହିଁ। ଦେଶଟି ଅଜବ ନିଷ୍ପତ୍ତି ନେବା ଏବଂ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାରେ ଲିପ୍ତ ହେବା…

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ଏଣ୍ଟ୍ରାନ୍ସ ଦେବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ଏପ୍ରିଲ ୧ରୁ ବଢିଯିବ LPG ସିଲିଣ୍ଡର ରେଟ୍‌? ଯୁଦ୍ଧ ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୯।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ଦେଶବ୍ୟାପୀ ଲକ୍‌ ଡାଉନ ସମ୍ପର୍କରେ ଗୁଜବ ସମ୍ପର୍କରେ ସରକାର ଏକ ଦୃଢ଼ ଏବଂ ସ୍ପଷ୍ଟ…

ବିୟର ବୋତଲ ପର୍ଯ୍ୟନ୍ତ ପହଞ୍ଚିଲାଣି ଯୁଦ୍ଧର ନିଆଁ, ଦେବାକୁ ପଡ଼ିପାରେ ଅଧିକ ଦେୟ

ନୂଆଦିଲ୍ଲୀ,୨୯।୩: ଗ୍ରୀଷ୍ମ ଋତୁ ଆସିଗଲାଣି। ସାଧାରଣତଃ ଗରମ ଋତୁରେ ବିୟରର ବ୍ୟବହାର ବୃଦ୍ଧି ପାଏ। ତଥାପି, ଏଥର, ଭାରତୀୟ ବିୟର ପ୍ରେମୀମାନଙ୍କୁ ଏହି ଋତୁରେ ସେମାନଙ୍କର ତୃଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri