Posted inଜାତୀୟ

‘ଏଭଳି ପଶୁଙ୍କୁ ସର୍ବସାଧାରଣରେ ଫାଶୀ ଦିଆଯିବା ଆବଶ୍ୟକ’

ନୂଆଦିଲ୍ଲୀ,୧୪।୧୨: ଦିଲ୍ଲୀର ଦ୍ୱାରକା ମେଟ୍ରୋ ଷ୍ଟେଶନ ନିକଟରେ ବୁଧବାର ଜଣେ ୧୭ ବର୍ଷୀୟା ଛାତ୍ରୀଙ୍କ ଉପରେ ଏସିଡ ମାଡ ହୋଇଛି। ଏହି ଘଟଣାରେ ପୂର୍ବତନ କ୍ରିକେଟର ତଥା ଭାରତୀୟ ଜନତା ପାର୍ଟି ଏମ୍‌ପି ଗୌତମ ଗମ୍ଭୀର ଅଭିଯୁକ୍ତଙ୍କୁ ସମସ୍ତଙ୍କ ସାମ୍ନାରେ ଫାଶୀ ଦେବାକୁ ଦାବି କରିଛନ୍ତି। ଗମ୍ଭୀର ଟୁଇଟ୍‌ କରି କହିଛନ୍ତି, ଶବ୍ଦଗୁଡ଼ିକ ନ୍ୟାୟ ଦେଇପାରିବ ନାହିଁ। ଆମକୁ ଏହି ପଶୁମାନଙ୍କ ମଧ୍ୟରେ ଭୟ ସୃଷ୍ଟି କରିବାକୁ ପଡିବ। ଦ୍ୱାରକାସ୍ଥିତ ଛାତ୍ରୀଙ୍କ ଉପରେ ଏସିଡ ଫିଙ୍ଗିଥିବା ଅଭିଯୁକ୍ତଙ୍କୁ ସମସ୍ତଙ୍କ ସାମ୍ନାରେ ଫାଶୀ ଦିଆଯିବା ଆବଶ୍ୟକ।
ସୂଚନାଯୋଗ୍ୟ, ପିଏସ୍‌ ମୋହନ ଗାର୍ଡେନ ଅଞ୍ଚଳର ଜଣେ ୧୭ ବର୍ଷୀୟା ଛାତ୍ରୀ ଯାଉଥିବାବେଳେ ୨ ଜଣ ଯୁବକ ବାଇକ୍‌ରେ ଆସି ତାଙ୍କ ଉପରକୁ ଏସିଡ ଆକ୍ରମଣ କରିଥିଲେ। ଘଟଣା ସମୟରେ ଛାତ୍ରୀ ତାଙ୍କ ସାନ ଭଉଣୀଙ୍କ ସହିତ ଥିଲେ।
ଏହି ଘଟଣା ବିଷୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ କହିଛନ୍ତି, ଏହାକୁ ଆଦୌ ବରଦାସ୍ତ କରାଯାଇପାରିବ ନାହିଁ। ଅପରାଧୀଙ୍କୁ କଠୋର ଦଣ୍ଡ ମିଳିବା ଉଚିତ୍‌। ଦିଲ୍ଲୀର ପ୍ରତ୍ୟେକ ମହିଳାଙ୍କ ସୁରକ୍ଷା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିତ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର, ୬।୧୨: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କ ଉପରେ ରବିବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଜଣେ ଯବାନ ଏବଂ ଜଣେ ସାଧାରଣ ଲୋକ ଆହତ ହୋଇଛନ୍ତି।...

ଖୁସି ଖବର: ପୁଣି ଆସୁଛି ପବ୍‌ଜୀ

ନୂଆଦିଲ୍ଲୀ,୭।୫: ଭାରତରେ ପବ୍‌ଜୀ ଗେମ୍‌ ବହୁ ଲୋକପ୍ରିୟ। ମାତ୍ର ସୁରକ୍ଷା ଦୃଷ୍ଟିରୁ ଏହାକୁ ଗତବର୍ଷ ବ୍ୟାନ୍‌ କରାଯାଇଥିଲା। ଫଳରେ ଏହାର ପ୍ରଶଂସକମାନେ ନିରାଶ ହୋଇଥିଲେ। ବର୍ତ୍ତମାନ...

ଗୋଟିଏ ଲୋକ ସଭା, ୪ ବିଧାନସଭା ଆସନର ଆସିବ ଫଳାଫଳ

ନୂଆଦିଲ୍ଲୀ,୧୬ ।୪: ଦେଶର ଗୋଟିଏ ଲୋକ ସଭା ଓ ୪ ବିଧାନସଭା ଆସନ ଲାଗି ହୋଇଥିବା ଉପ ନିର୍ବାଚନର ଭୋଟ ଗଣତି ଶନିବାର ସକାଳ ୮ଟାରୁ...

ରାହୁଲଙ୍କୁ ଭେଟିଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୧୩ ।୭: ଦେଶରେ ଏବେ ଗୋଟିଏ ପଟେ କରୋନା ମହାମାରୀ ତାଣ୍ଡବ ରଚିଥିବା ବେଳେ ଆଉ କିଛି ରାଜ୍ୟରେ ଏବେ ରାଜନୀତି ହୋଇଛି ସରଗରମ ।...

କଂଗ୍ରେସର ନିର୍ବାଚନୀ ଇସ୍ତାହାର, ବଦଳିବ ନରେନ୍ଦ୍ର ମୋଦି ଷ୍ଟାଡିୟମ ନାମ…

ଅହମଦାବାଦ,୧୨।୧୧ : ଯଦି ଗୁଜରାଟରେ କ୍ଷମତାକୁ ଆସେ ତେବେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମର ନାମ ସର୍ଦ୍ଦାର ପଟେଲ ଷ୍ଟାଡିୟମ ଭାବେ ପରିବର୍ତ୍ତନ କରିବାକୁ କଂଗ୍ରେସ...

ଆସେଟ୍‌ ମନିଟାଇଜେଶନ ପ୍ଲାନ୍‌ ଘୋଷଣା, ୨୦୨୫ ସୁଦ୍ଧା ୬ ଲକ୍ଷ କୋଟି ଟଙ୍କା ସଂଗ୍ରହ ଲକ୍ଷ୍ୟ

ନୂଆଦିଲ୍ଲୀ,୨୪।୮: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୪ ବର୍ଷିଆ ଆସେଟ୍‌ ମନିଟାଇଜେଶନ ପ୍ଲାନ୍‌ ସମ୍ପର୍କରେ ସୋମବାର ଘୋଷଣା କରିଛନ୍ତି। ନ୍ୟାଶନାଲ ମନିଟାଇଜେଶନ ପାଇପଲାଇନ(ଏନ୍‌ଏମ୍‌ପି) ଅଧୀନରେ ୨୦୨୫ ସୁଦ୍ଧା...

କଂଗ୍ରେସକୁ ବଡ଼ ଝଟ୍‌କା: ୫କାଉନସିଲର ଛାଡିଲେ ହାତ

ଚଣ୍ଡିଗଡ଼,୨୭।୪: ପଞ୍ଜାବ ବିଧାନସଭା ନିର୍ବାଚନରେ ବହୁମତରେ ବିଜୟ ହାସଲ କରିବା ପରେ ଆମ ଆଦମୀ ପାର୍ଟି(ଏଏପି)ର ପରିସର ଏବେ ବୃଦ୍ଧି ପାଇବାରେ ଲାଗିଛି। ଡେରା ବାସି...

ବିନା ବିଜୁଳି ଆଲୋକରେ ଅଫିସରେ କାମ କଲେ ଜିଲାପାଳ

ଗାଜିଆବାଦ, ୧୦।୯: ଜିଲାପାଳ ନିଜ ଅଫିସରେ ବିନା ବିଜୁଳି ଆଲୋକରେ ଜାଣିଶୁଣି କାମ କରିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏହା ସତ୍ୟ।...

Advertisement
Archives

Model This Week