ପୁରସ୍କାର ନେଲାବେଳେ ଅମରିଶ ପୁରୀଙ୍କ ସହ ହାତ ମିଳାଇବାକୁ ଭୁଲି ଯାଇଥିଲେ ଅଭିନେତ୍ରୀ, ବଢ଼ିଥିବା ହାତକୁ ଦେଖି…

ବଲିଉଡ୍‌ ଅଭିନେତ୍ରୀ ନୀନା ଗୁପ୍ତା ପ୍ରାୟତଃ ତାଙ୍କ ସାଙ୍ଗ ଏବଂ ପରିବାର ସହିତ ମଜାଳିଆ ଢଙ୍ଗରେ ନଜରକୁ ଆସିଥାନ୍ତି। ଅନ୍‌ସ୍କ୍ରିନ ହେଉ କିମ୍ବା ଅଫ୍‌ ସ୍କ୍ରିନ ନୀନାଙ୍କ ଶୈଳୀ ସବୁବେଳେ ଦର୍ଶକଙ୍କୁ ପସନ୍ଦ ଆସିଥାଏ। ନୀନାଙ୍କ ଝିଅ ତଥା ଫ୍ୟାଶନ ଡିଜାଇନର୍‌ ମାସାବା ଗୁପ୍ତା ତାଙ୍କ ମା’ଙ୍କ ଏପରି ଏକ ମଜାଳିଆ ଭିଡିଓ ଶେୟାର କରିଛନ୍ତି, ଯେଉଁଥିରେ ସେ ଯୁବାବସ୍ଥାରେ ମଞ୍ଚରେ ପୁରସ୍କାର ପାଇବା ପରେ ଏକ ଭାଷଣ ଦେଉଥିବାର ନଜରକୁ ଆସିଛନ୍ତି। ଭେଟେରାନ୍‌ ଅଭିନେତା ଅମରିଶ ପୁରୀ ଏହି ଭିଡିଓରେ ନୀନାଙ୍କୁ ପୁରସ୍କାର ପ୍ରଦାନ କରୁଛନ୍ତି।
ଏହି ଭିଡିଓ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ବହୁତ ମଜାଦାର। ବାସ୍ତବରେ, ମଞ୍ଚ ଉପରେ ନୀନାଙ୍କୁ ଅମରିଶ ପୁରସ୍କାର ପ୍ରଦାନ କରନ୍ତି। ପରେ ତାଙ୍କ ସହ ହାତ ମିଳାଇବାକୁ ହାତ ଦେଖାନ୍ତି। ମାତ୍ର ପୁରସ୍କାର ପାଇବାମାତ୍ରେ ନୀନା ଆଗକୁ ଯାଇ ହାତ ମିଳାଇବାକୁ ଭୁଲିଯାଆନ୍ତି। ପରେ ହଠାତ୍‌ ଅମରିଶ ଉଠାଯାଇଥିବା ହାତକୁ ଦେଖି ହାତମିଳାନ୍ତି। ଏହି ଦୃଶ୍ୟ ଦେଖି ଦର୍ଶକମାନେ ମଧ୍ୟ ହସିବାକୁ ଲାଗନ୍ତି।
ଏହା ପରେ ନୀନା ମାଇକ୍‌ ଆଡ଼କୁ ଅଗ୍ରସର ହୁଅନ୍ତି ଏବଂ ତାଙ୍କ ସଂଳାପ କୁହନ୍ତି। ମାସାବାଙ୍କ ପରେ ନୀନା ନିଜେ ମଧ୍ୟ ଏହି ଭିଡିଓ ଶେୟାର କରିଛନ୍ତି। ସେ କହିଛନ୍ତି ଯେ, ତାଙ୍କର ସଂଳାପ ‘ବୁନିୟାଦ’ ସିରିୟଲର, ଯାହା ଦର୍ଶକ ଶୁଣିବାକୁ ଚାହୁଁଥିଲେ।

 

https://www.instagram.com/p/CT7DNUSIwTt/?utm_source=ig_embed&utm_campaign=embed_video_watch_again


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri