ବିବାହ ନ କରି ମା’ ହୋଇଥିଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ନୀନା ଗୁପ୍ତା ନିଜର ସୁନ୍ଦର ଅଭିନୟ ଦ୍ୱାରା ସମସ୍ତଙ୍କର ହୃଦୟ ଜିତିପାରିଛନ୍ତି। ନୀନାଙ୍କ ଝିଅ ମସାବା ଗୁପ୍ତା ମଧ୍ୟ ବଲିଉଡ୍‌ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଡିଜାଇନର। ସୋସିଆଲ ମିଡିଆରେ ସେ ସବୁବେଳେ ସକ୍ରିୟ ରହିଥାନ୍ତି। ହେଲେ ଏବେ ମସାବା ତାଙ୍କ ବାପା ତଥା ଓ୍ବେଷ୍ଟଇଣ୍ଡିଜ୍‌ର ପୂର୍ବ କ୍ରିକେଟର ଭିଭିଆନ ରିଚାର୍ଡସଙ୍କୁ ବହୁତ ମନେ ପକାଉଛନ୍ତି। ବାପାଙ୍କୁ ମନେ ପକାଇ ସେ ଏକ ଫଟୋ ମଧ୍ୟ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋରେ ସେ ମା’ ନୀନାଙ୍କ କୋଳରେ ବସିଥିବା ବେଳେ ତାଙ୍କ ବାପା ଭିଭିଆନ ନିକଟରେ ବସିଛନ୍ତି। ଏହି ଫଟୋ ନୀନାଙ୍କ ପିଲାଦିନର।
୧୯୮୭ରେ ନୀନା ଏବଂ ଭିଭିଆନ୍‌ଙ୍କ ମଧ୍ୟରେ ପ୍ରଥମ ଥର ସାକ୍ଷାତ ହୋଇଥିଲା। ଏହା ପରେ ଉଭୟ ପରସ୍ପରର ନିକଟତର ହୋଇଥିଲେ ଏବଂ ପରେ ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ହଠାତ୍‌ ଭିଭିଆନ ଓ୍ବେଷ୍ଟଇଣ୍ଡିଜ୍‌ ଚାଲିଯାଇଥିଲେ, ମାତ୍ର ସେମାନଙ୍କ ମଧ୍ୟରେ ସାକ୍ଷାତ ଜାରି ରହିଥିଲା।
ତେବେ ମସାବା ହେଉଛନ୍ତି ନୀନା ଏବଂ ଭିଭିଆନଙ୍କର ପ୍ରେମ ସନ୍ତାନ। ୧୯୮୯ରେ ମସାବା ଜନ୍ମଗ୍ରହଣ କରିଥିଲେ। ନୀନା ଏବଂ ଭିଭିଆନ ଦୀର୍ଘ ସମୟ ଧରି ଡେଟିଂ କରୁଥିଲେ କିନ୍ତୁ ସେମାନେ ବିବାହ କରି ନ ଥିଲେ। ପରେ ଭିଭିଆନ ମରିୟନଙ୍କୁ ବିବାହ କରିଥିବା ବେଳେ ନୀନୀ ସିଏ ବିବେକ ମେହରଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ବୁଧ ଗୋଚରରେ ଆଜିଠୁ ଆରମ୍ଭ ହେଲା ୫ ରାଶିଙ୍କ ନୂଆ ଅଧ୍ୟାୟ! ଧନଲାଭ ସହ ଚାକିରିରେ ପ୍ରମୋସନ ଯୋଗ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୪୮ ମିନିଟରେ ବୁଧ…

ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା

ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?