Posted inଖେଳ

ଭାରତକୁ ବଡ ଝଟ୍‌କା

ନୂଆଦିଲ୍ଲୀ,୨୬।୭: ବର୍ମିଂହାମରେ ଆୟୋଜିତ ହେବାକୁ ଥିବା କମନଓ୍ବେଲ୍‌ଥ ଗେମ୍ସ-୨୦୨୨ ଆରମ୍ଭର ଠିକ୍‌ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା ଲାଗିଛି। ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତିଥିବା ଭାରତର ସୁନା ପୁଅ ନୀରଜ ଚୋପ୍ରା ଏଥିରୁ ବାଦ୍‌ ପଡ଼ିଛନ୍ତି। ନିକଟରେ ସେ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନ୍ସଶିପରେ ରୌପ୍ୟ ପଦକ ଜିତି ଇତିହାସ ରଚିଥିଲେ।

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ଫାଇନାଲ ଖେଳୁଥିବା ବେଳେ ନୀରଜ ଚୋପ୍ରା ଆହତ ହୋଇଥିଲେ। ତାଙ୍କ ଜଙ୍ଘରେ ସମସ୍ୟା ସୃଷ୍ଟି ହୋଇଥିଲା। ରୌପ୍ୟ ପଦକ ଜିତିବା ପରେ ନୀରଜ ମଧ୍ୟ ଆହତ ହୋଇଥିବା କଥାକୁ ସ୍ବୀକାର କରିଥିଲେ। ପରେ ତାଙ୍କର ଏମ୍‌ଆର୍‌ଆଇ କରାଯାଇଥିଲା। ଏଥିରେ ତାଙ୍କର ଗ୍ରୋଇଂ ଆଘାତ ବିଷୟରେ ଜଣାପଡ଼ିଥିଲା। ଏଭଳି ପରିସ୍ଥିତିରେ ନୀରଜ ଚୋପ୍ରାଙ୍କୁ ପ୍ରାୟ ଏକ ମାସ ବିଶ୍ରାମ ନେବାକୁ ପରାମର୍ଶ ଦିଆଯାଇଛି। ଏଥିଲାଗି ସେ କମନଓ୍ବେଲ୍‌ଥ ଗେମ୍ସ ଖେଳିବେ ନାହିଁ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

ଚଳନ୍ତା ଟ୍ରେନରୁ ଖସିପଡିଲେ ବ୍ୟାଙ୍କ କର୍ମଚାରୀ, ଡାକ୍ତରଖାନା ନେବା ରାସ୍ତାରେ…

ଗୁଣପୁର,୨୫।୫( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଅମ୍ବାଦଳା ରେଳ ଷ୍ଟେଶନରେ ଚଳନ୍ତା ଟ୍ରେନରୁ ଓହ୍ଲାଉଥିବା ବେଳେ ଗୋଡ଼ ଖସିଯିବାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି ।…

ଇଦ-ଉଲ-ଜୁହା ଛୁଟି ପରିବର୍ତ୍ତନ: ଏହି ଦିନକୁ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୫।୫: ଶେଷରେ ଇଦ-ଉଲ-ଜୁହା ଛୁଟିକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇଛି। ଆସନ୍ତା ୨୭ରେ ନୁହେଁ, ୨୮ରେ ଇଦ-ଉଲ-ଜୁହା ପାଇଁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏନେଇ ସରକାରଙ୍କ…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….

ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ୨ ରିକ୍ସା ଚାଳକ ଗୁରୁତର

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା…

SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୫।୫: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO) ସୋମବାର SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟରେ ବଢୁଥିବା ହିଟ ୱେଭ୍‌କୁ ଦୃଷ୍ଟିରେ ରଖି CEO ମଧ୍ୟାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri