Posted inଖେଳ

ରୌପ୍ୟ ଜିତିବା ପଛର ପ୍ରକୃତ ଗୁମର ଖୋଲିଲେ ନୀରଜ ଚୋପ୍ରା

ପ୍ୟାରିସ,୯।୮: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ର ଜାଭେଲିନ ଥ୍ରୋ ଇଭେଣ୍ଟରେ ନୀରଜ ଚୋପ୍ରା ରୌପ୍ୟ ପଦକ ଜିତିଥିଲେ। ନୀରଜ ସ୍ବର୍ଣ୍ଣ ଜିତିବାରେ ବିଫଳ ହୋଇଥିଲେ। ୨୦୨୧ରେ ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ଜିତି ନୀରଜ ଇତିହାସ ସୃଷ୍ଟି କରିଥିଲେ। ଏଥର ମଧ୍ୟ ନୀରଜଙ୍କଠାରୁ ସ୍ବର୍ଣ୍ଣ ଆଶା କରାଯାଉଥିଲା, କିନ୍ତୁ ସେ କେବଳ ରୌପ୍ୟରେ ପହଞ୍ଚି ପାରିଥିଲେ। ରୌପ୍ୟ ଜିତିବା ପରେ ନୀରଜ ପ୍ରକୃତ ସତ୍ୟ ପ୍ରକାଶ କରି କହିଛନ୍ତି, ସେ ଆହତ ଥିବା କହିଛନ୍ତି। ଆଘାତ ସତ୍ତ୍ୱେ ନୀରଜ ପ୍ୟାରିସ ଅଲିମ୍ପିକ୍ସରେ ଭାଗ ନେଇଥିଲେ।

ନୀରଜ କହିନ୍ତି, ମୋର କଚଟିରେ ଆଘାତ ସମସ୍ୟା ରହିଛି। ମୁଁ ଡାକ୍ତରଙ୍କ ସହିତ ପରାମର୍ଶ କରିବି। ବୋଧହୁଏ ଅସ୍ତ୍ରୋପଚାର ଆବଶ୍ୟକ।

ରୌପ୍ୟ ପଦକ ଜିତିବା ପରେ ନୀରଜ ଚୋପ୍ରାଙ୍କ ମା’ ମଧ୍ୟ ତାଙ୍କ ଆଘାତ ବିଷୟରେ କହିଥିଲେ। ନୀରଜଙ୍କ ମା’ କହିଥିଲେ, ନୀରଜ ଆହତ ହୋଇଛନ୍ତି। ରୌପ୍ୟ ପଦକ ତାଙ୍କ ପାଇଁ ସ୍ବର୍ଣ୍ଣଠାରୁ କମ ନୁହେଁ।
ଅଲିମ୍ପିକ୍ସ ଜାଭେଲିନ ଥ୍ରୋ ଫାଇନାଲରେ ନୀରଜ ଚୋପ୍ରାଙ୍କୁ ରୌପ୍ୟ ପଦକ ସହ ସନ୍ତୁଷ୍ଟ ହେବାକୁ ପଡିଲା। ପାକିସ୍ତାନର ଅର୍ଶଦ ନଦିମ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେହିଭଳି ଇଭେଣ୍ଟରେ ଗ୍ରେନାଡାର ଆଣ୍ଡରସନ ପିଟର୍ସ ତୃତୀୟ ସ୍ଥାନ ଅଧିକାର କରି ବ୍ରୋଞ୍ଜ ପଦକ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି।…

ବରଗଡ଼ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବ ଓକିଲ ସଂଘ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଅସନ୍ତୋଷ ବଢ଼ି ଚାଲିଛି । ଗତ କିଛିଦିନ ତଳେ ବରଗଡ଼ ସହରସ୍ଥିତ କୋର୍ଟ ସମ୍ମୁଖ ରାସ୍ତାରେ…

ପାଣି ଘେରରେ ଗାଁ, ଦୁର୍ଦ୍ଦଶା ଭୋଗୁଛନ୍ତି ଅଞ୍ଚଳବାସୀ

ହାଟଡିହୀ/ଛେନାପଦୀ,୯l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଅସରାଏ ବର୍ଷା ହେଲେ ଲୋକଙ୍କ ଦୁଃଖ ବଢିଯାଉଛି l କିନ୍ତୁ ସ୍ଥାନୀୟ ଲୋକ ପ୍ରତିନିଧି କିମ୍ବା ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେବା…

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ…

ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ

ଜେରୁଜେଲମ୍‌, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍…

ଦାଦନ ଖଟିବାକୁ ଯାଇ ହଜି ଯାଇଥିଲେ ଘାସିରାମ, ଉଦ୍ଧାର ପରେ ବଖାଣିଲେ ଲୋମ ଟାଙ୍କୁର ସତ…

ଥୁଆମୂଳ ରାମପୁର,୯।୮(ଦୁର୍ଗା କୀର୍ତ୍ତି): ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀଙ୍କୁ ନେଇ ସୃଷ୍ଟି ହୋଇଥିବା ଆଶଙ୍କା ଶେଷ ହୋଇଛି। କେରଳରେ ଭୟ, ଭାଷାଗତ ସମସ୍ୟା ଓ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri