Posted inଖେଳ

ତୁର୍କୀରେ ଟ୍ରେନିଂ ନେବେ ନୀରଜ

ନୂଆଦିଲ୍ଲୀ,୨୦ା୩: ଅଲିମ୍ପିକ ସ୍ବର୍ଣ୍ଣ ପଦକ ବିଜେତା ନୀରଜ ଚୋପ୍ରା ତୁର୍କୀର ଗ୍ଲୋରିଆ ସ୍ପୋଟର୍‌ସ ଆରେନାଠାରେ ୬୧ ଦିନ ଟ୍ରେନିଂ ନେବେ। କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ସୋମବାର ଏହି ସମ୍ପର୍କରେ ସୂଚନା ଦିଆଯାଇଛି। ୨୫ ବର୍ଷୀୟ ଜାଭେଲନ୍‌ ଥ୍ରୋୟର ଟାର୍ଗେଟ ଅଲିମ୍ପିକ ପୋଡିୟମ ସ୍କିମ୍‌ (ଟପ୍ସ) ଅଧୀନରେ ଗତ ବର୍ଷ ମଧ୍ୟ ଗ୍ଲୋରିଆ ସ୍ପୋଟର୍‌ସ ଆରେନାରେ ଟ୍ରେନିଂ ନେଇଥିଲେ। ସେ ଏପ୍ରିଲ ୧ରେ ତୁର୍କୀ ଅଭିମୁଖେ ଯାତ୍ରା କରିବେ। ସେଠାରେ ସେ ମେ ୩୧ ପର୍ଯ୍ୟନ୍ତ ରହିବେ। ନୀରଜଙ୍କ ତୁର୍କୀରେ ୬୧ ଦିନ ଟ୍ରେନିଂ ପ୍ରସ୍ତାବ ମାର୍ଚ୍ଚ ୧୬ରେ କେନ୍ଦ୍ର କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରଣାଳୟର ମିଶନ ଅଲିମ୍ପିକ ସେ୍‌ଲ(ଏମ୍‌ଓସି) ଦ୍ୱାରା ଅନୁମୋଦନ ଲାଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ମହାବିଦ୍ୟାଳୟ ୫୮ ତମ ସ୍ବର୍ଣ୍ଣକ୍ଷେତ୍ର ସମାରୋହ: ନୂତନ ସମିଳନୀ କକ୍ଷ ଶୁଭାରମ୍ଭ କଲେ ବିଧାୟକ, ୮ ଛାତ୍ରୀଛାତ୍ରଙ୍କୁ…

ଗଞ୍ଜାମ, ୭।୮(ବିଦ୍ୟାଧର ସାହୁ ): ଗଞ୍ଜାମ କଲେଜକୁ ପୂରିଛି ୫୮ ବର୍ଷ । ଏହି ଅବସରରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ…

ଛାତ୍ରୀଛାତ୍ରଙ୍କୁ ସଫା କରିବାକୁ ଦିଆଯାଉଛି ଘାସ, ଶୌଚାଳୟ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଘେରିଲେ ଅଭିଭାବକ, ବଦଳି ପାଇଁ ଜୋର୍‌ଧରିଲା…

ଛତ୍ରପୁର, ୭।୮(ଦିଲ୍ଲୀପି ସାମଲ /ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌର ପରିଷଦର ଜି. ଏନ. ପାଲମ୍ମା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ଘେରରେ ଚାଲିଛି ପାଠପଢା…

ମୋହନ ଭାଗବତ Gen Zଙ୍କୁ ନେଇ ଦେଇଥିବା ବୟାନ ପରେ ରାଜନୀତି ହେଲା ସରଗରମ, ଏବେ RSS ମୁଖ୍ୟ କହିଲେ: ‘ଏହା ଉନ୍ନତି ପାଇଁ…’

ନୂଆଦିଲ୍ଲୀ,୭।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ ସଂରକ୍ଷଣ ସ୍ଥାୟୀ ବ୍ୟବସ୍ଥା…

ମୋ ସମୁଦିଙ୍କୁ ଫାଶୀ ଦେଇଦିଅ…କାନ୍ଦି କାନ୍ଦି ଏମିତି କାହିଁକି କହିଲେ ଭାଜପା ବିଧାୟକ

ଲକ୍ଷ୍ନୌ,୭।୮: ୟୁପିରେ ଜଣେ ଭାଜପା ବିଧାୟକଙ୍କ ସମୁଦି ଅନୁଜ ତ୍ରିବେଦୀ ଏବଂ ଜ୍ୱାଇଁଙ୍କ ନାଁରେ ମିଥ୍ୟା ପ୍ରଲୋଭନରେ ବିବାହ କରି ମହିଳାଙ୍କୁ ଠକିବା ଏବଂ ନଗଦ ଟଙ୍କା…

ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଲେ ଶିକ୍ଷକ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ କମିଟି ପକ୍ଷରୁ ଶୁକ୍ରବାର ବିଭିନ୍ନ ଦାବି ନେଇ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟଠାରେ…

ଓଲଟା ସୂର୍ଯ୍ୟପରାଗ… ଆଶ୍ଚର୍ଯ୍ୟ ହୋଇଗଲେ ବୈଜ୍ଞାନିକ! କହିଲେ ଅଗଷ୍ଟ ୧୨ରେ ଭାରତରେ ଘଟିବ…

ଅଗଷ୍ଟ ୧୨ ରେ ପୂର୍ଣ୍ଣ ସୂର୍ଯ୍ୟପରାଗ ଲାଗୁଛି। କିନ୍ତୁ ଆପଣ ଜାଣନ୍ତି କି ଏହି ସୂର୍ଯ୍ୟପରାଗ ଗୋଟିଏ ବ୍ୟାକୱାର୍ଡ ସୋଲାର ଏକ୍ଲିପ୍ସ (Backward Solar Eclipse) ଅର୍ଥାତ୍…

‘କିସିଂ ସିନକୁ ନେଇ ଉଠିଲା ବିବାଦ’: ପବନ ସିଂହଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ କାଜଲ ରାଘୱାନୀ

ଚେନ୍ନାଇ,୭।୮: କଲର୍ସ ଟିଭିର ନୂଆ ରିଆଲିଟି ଶୋ’ ‘ଭୋଜପୁରୀ ବାୱଲ’ ନିରନ୍ତର ଚର୍ଚ୍ଚାରେ ରହିଛି। ଏହି ଶୋ’ରେ ଭୋଜପୁରୀ ଇଣ୍ଡଷ୍ଟ୍ରିର ଅନେକ ବଡ଼ ତାରକା ଅଛନ୍ତି, ଯେଉଁମାନେ…

୧୨ ଅଗଷ୍ଟରେ ଭୟଙ୍କର ଗ୍ରହଣ ଯୋଗ: ଜ୍ୟୋତିଷଙ୍କ ବଡ଼ ଚେତାବନୀ, ୩ ରାଶି ଭୋଗିବେ କଷ୍ଟ, ପିଛା ଛାଡିବନି…

୧୨ ଅଗଷ୍ଟ ୨୦୨୬ରେ ପୂର୍ଣ୍ଣ ସୂର୍ଯ୍ୟ ପରାଗ । ସୂର୍ଯ୍ୟ, ଚନ୍ଦ୍ର, ଏବଂ ରାହୁଙ୍କ ସଂଯୋଗରୁ ସୃଷ୍ଟି ହେବ ପରାଗ। ଏହି ପରାଗ ଭାରତରେ ଦେଖାଦେବ ନାହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri