Posted inଖେଳ

ଗର୍ଲଫ୍ରେଣ୍ଡ ଅଛନ୍ତି କି ନାହିଁ; ପ୍ରଶ୍ନରେ ଏମିତି ଉତ୍ତର ଦେଲେ ନୀରଜ ଚୋପ୍ରା

ଟୋକିଓ ଅଲିମ୍ପିକ୍ସରେ ଜାଭେଲିନ ଥ୍ରୋରେ ସ୍ବର୍ଣ୍ଣ ଜିତିଛନ୍ତି ନୀରଜ ଚୋପ୍ରା। ସ୍ବର୍ଣ୍ଣ ପଦକ ଜିତିବା ପରେ ନୀରଜ ଏକ ଇଣ୍ଟରନେଟ ସେନସେସନ ହୋଇଯାଇଛନ୍ତି। ପ୍ରତ୍ୟେକ ଭାରତୀୟ ନୀରଜଙ୍କ ବିଷୟରେ ସବୁକିଛି ଜାଣିବାକୁ ଇଚ୍ଛୁକ ଅଛନ୍ତି। ସମସ୍ତେ ତାଙ୍କ କ୍ୟାରିୟର, ଖାଦ୍ୟ, ପରିବାର ଏବଂ ପ୍ରେମ ଜୀବନ ବିଷୟରେ ଜାଣିବାକୁ ଚାହାଁନ୍ତି।
ହରିୟାଣାର ପାନିପତର ଖଣ୍ଡରା ଗାଁର କୃଷକ ସତୀଶ କୁମାରଙ୍କ ପୁଅ ନୀରଜଙ୍କଏହି ସଫଳତା ହାସଲ କରିବା ପରେ ସୋସିଆଲ ମିଡିଆରେ ତାଙ୍କ ଫଲୋଅର୍ସ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ନିକଟରେ ଏକ ସାକ୍ଷାତକାରରେ ନୀରଜ ଚୋପ୍ରାଙ୍କୁ ତାଙ୍କ ଗର୍ଲଫ୍ରେଣ୍ଡ ବିଷୟରେ ପଚରାଯାଇଥିଲା। ପ୍ରଥମେ ସେ ଏହି ପ୍ରଶ୍ନ ଶୁଣି ଟିକେ ଲାଜେଇ ଯାଇଥିଲେ। ପରେ ସେ କହିଥିଲେ ଯେ, ତାଙ୍କର କୌଣସି ଗର୍ଲଫ୍ରେଣ୍ଡ ନାହିଁ ଏବଂ ଏବେ ତାଙ୍କର ବିବାହ କରିବାର ଉଦ୍ଦେଶ୍ୟ ନାହିଁ। ତାଙ୍କର ସମ୍ପୂର୍ଣ୍ଣ ଧ୍ୟାନ ଏବେ ଖେଳ ଏବଂ ଆଗାମୀ ପ୍ରତିଯୋଗିତା ଉପରେ ଅଛି। ଏହା ବହୁତ ଭଲ କଥା ଯେ ତାଙ୍କୁ ଏତେ ଭଲ ପାଇବା ମିଳୁଛି। ଆସନ୍ତା ବର୍ଷ ଏସୀୟ ଗେମ୍ସ ଏବଂ ବିଶ୍ୱ ଚାମ୍ପିଅନସିପ ଏବଂ ତା’ପରେ ଅଲିମ୍ପିକ୍ସକୁ ନେଇ ଆସୁଥିବା ଅନ୍ୟ ଟୁର୍ନାମେଣ୍ଟ ମୋ ପାଇଁ ଗୁରୁତ୍ୱପୂର୍ଣ୍ଣ । ସେଥିପାଇଁ ସେ ନିଜ ଖେଳ ଉପରେ ସମ୍ପୂର୍ଣ୍ଣ ଧ୍ୟାନ ଦେବାକୁ ଚାହୁଁଛି ବୋଲି ସେ କହିଛନ୍ତି। ତାଙ୍କର ପ୍ରିୟ ଖାଦ୍ୟ ବିଷୟରେ ନୀରଜ କହିଛନ୍ତି ଯେ, ସେ ଗୁପ୍‌ଚୁପ୍‌ ଖାଇବାକୁ ଭଲ ପାଆନ୍ତି। ଏହା ବ୍ୟତୀତ ମା’ଙ୍କ ହାତରେ ତିଆରି ଖାଦ୍ୟ ଏବଂ ଚୁର୍‌ମା ମଧ୍ୟ ପସନ୍ଦ। ଟୋକିଓରୁ ଫେରିବା ପରେ ମୁଁ ଘରକୁ ଯାଇ ମା’ଙ୍କ ଦ୍ୱାରା ପ୍ରସ୍ତୁତ ଖାଦ୍ୟ ଖାଇବାକୁ ଚାହେଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri