Posted inଖେଳ

ଅଷ୍ଟ୍ରାଭା ଗୋଲ୍ଡେନ୍ ସ୍ପାଇକ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ,୨୪ା୬: ଭାରତର ଅଲିମ୍ପିକ ଓ ବିଶ୍ୱ ଚାମ୍ପିୟନ ନୀରଜ ଚୋପ୍ରା ଚେକ ରିପବ୍ଲିକର ଅଷ୍ଟ୍ରାଭାରେ ଆୟୋଜିତ ପ୍ରତିଷ୍ଠିତ ୬୪ତମ ଅଷ୍ଟ୍ରାଭା ଗୋଲ୍ଡେନ୍ ସ୍ପାଇକ ୨୦୨୫ (ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର ଗୋଲ୍ଡ ଲେଭେଲ) ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତି ପୁଣି ଥରେ ଦେଶର ଗୌରବ ବୃଦ୍ଧି କରିଛନ୍ତି।

ନୀରଜ ଚୋପ୍ରା ଏହି ଇଭେଣ୍ଟରେ ଦମଦାର ପ୍ରଦର୍ଶନ କରି ସ୍ୱର୍ଣ୍ଣ ପଦକ ଅଧିକାର କରିଛନ୍ତି। ରିପୋର୍ଟ ଅନୁସାରେ, ତାଙ୍କର ପ୍ରଥମ ପ୍ରୟାସ ଫାଉଲ ହୋଇଥିଲା, କିନ୍ତୁ ଦ୍ୱିତୀୟ ପ୍ରୟାସରେ ସେ ୮୩.୪୫ ମିଟର ଦୂରତା ହାସଲ କରି ପ୍ରତିଯୋଗିତାରେ ଆଗୁଆ ରହିଥିଲେ। ତାଙ୍କର ଶେଷ ଥ୍ରୋରେ ୮୮.୬୫ ମିଟର ଦୂରତା ହାସଲ କରି ସେ ସ୍ୱର୍ଣ୍ଣ ପଦକ ନିଶ୍ଚିତ କରିଥିଲେ। ଏହି ପ୍ରଦର୍ଶନ ତାଙ୍କୁ ଜର୍ମାନୀର ଜୁଲିୟାନ ୱେବର ଓ ଗ୍ରେନାଡାର ଆଣ୍ଡରସନ ପିଟର୍ସଙ୍କୁ ପଛରେ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?