Categories: Video

ନୀରଜ ଜିତିଲେ ସ୍ୱର୍ଣ୍ଣ ପଦକ

ଅଲିମ୍ପିକ୍ସରେ ପୁଣି ବଢିଲା ଭାରତର ପଦକ ସଂଖ୍ୟା । ଟୋକିଓରେ ସ୍ୱର୍ଣ୍ଣ ପଦକ ଜିତିଲେ ନୀରଜ ଚୋପ୍ରା । ଆଜି ଟୋକିଓ ଅଲିମ୍ପିକ୍ସର ୧୬ ତମ ଦିନରେ ଜାଭଲିନ୍ ଥ୍ରୋର ଫାଇନାଲ ଖେଳାଯାଇଥିଲା । ଯେଉଁଥିରେ ସମସ୍ତ ଖେଳାଳିଙ୍କୁ ପଛରେ ପକାଇ ଭାରତୀୟ ଖେଳାଳି ନୀରଜ ଚୋପ୍ରା ସ୍ୱର୍ଣ୍ଣପଦକ ହାସଲ କରିଛନ୍ତି ।