NEET MDS 2024: ତିନି ଘଣ୍ଟାରେ ୨୪୦ ପ୍ରଶ୍ନ, ମୋଟ ମାର୍କ ୯୬୦, ଜାଣନ୍ତୁ କିପରି ହେବେ ସଫଳ…

ନୂଆଦିଲ୍ଲୀ,୨୩।୧ : ଡାକ୍ତରୀ ପାଠ୍ୟକ୍ରମରେ ଆଡମିଶନ ପାଇଁ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍‌)ମାଧ୍ୟମରେ କରାଯାଇଥାଏ। ଏଥିରେ ଏମବିବିଏସ,ଏମଡି, ବିଡିଏସ ତଥା ଏମଡିଏସ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ ହୋଇଥାଏ। ୩୧ ମାର୍ଚ୍ଚ ୨୦୨୪ ରେ NEET MDS 2024 ପରୀକ୍ଷା ଅନୁଷ୍ଠିତ ହେବ। ଗତ ବର୍ଷ ୨୦ ହଜାରରୁ ଅଧିକ ପ୍ରାର୍ଥୀ ଏହି ପ୍ରବେଶିକା ପରୀକ୍ଷା ଦେଇଥିଲେ।

ଏହି ପରୀକ୍ଷା ସହିତ ଜଡିତ ସମସ୍ତ ବିବରଣୀ ପାଇଁ ଅଫିସିଆଲ ୱେବସାଇଟ nbe.edu.in ରେ ଯାଞ୍ଚ କରାଯାଇପାରିବ। ଭାରତୀୟ ମେଡିକାଲ କଲେଜରେ ଆଡମିଶନ ପାଇଁ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ଆବଶ୍ୟକ।
ପରୀକ୍ଷା ପାଇଁ ପ୍ରାର୍ଥୀଙ୍କୁ ୩ ଘଣ୍ଟା ଦିଆଯିବ। ଏଥିରେ ସେମାନଙ୍କୁ ୨୪୦ ପ୍ରଶ୍ନର ସମାଧାନ କରିବାକୁ ପଡିବ। ଏହି ପ୍ରଶ୍ନଗୁଡିକ ଦୁଇଟି ବିଭାଗରେ ବିଭକ୍ତ ହୋଇଛି, ଭାଗ କ ଏବଂ ଭାଗ
ଖ। ସମସ୍ତ ପ୍ରଶ୍ନ ମଲ୍ଟିପୁଲ ଚଏସ ପ୍ରକାରର ହେବ। ପରୀକ୍ଷାର ମୋଟ ମାର୍କ ୯୬୦ । ଏହି କମ୍ପ୍ୟୁଟର ଆଧାରିତ ପରୀକ୍ଷଣର ମାଧ୍ୟମ ହେଉଛି ଇଂଲିଶ୍‌।

ସଠିକ ଉତ୍ତର ପାଇଁ ୪ ମାର୍କ ମିଳୁଥିବାବେଳେ ଭୁଲ ଉତ୍ତର ପାଇଁ ୧ ନମ୍ବର ମାଇନସ ହୋଇଥାଏ। ଏନେଇ ଆଶାୟୀ ପ୍ରାର୍ଥୀ ସତର୍କ ରହିଲେ ପରୀକ୍ଷାରେ ସଫଳ ହେବାର ସମ୍ଭାବନା ଅଧିକ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଓ୍ବାର ବ୍ରେକ ଘୋଷଣା ପରେ ଆସିଲା ଇରାନର ବୟାନ, ଜାଣନ୍ତୁ ଯୁଦ୍ଧ ବନ୍ଦ ହେଲା କି ନାହିଁ

ତେହରାନ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ପ୍ରମୁଖ ବିବୃତ୍ତି ଜାରି କରି ଘୋଷଣା କରିଛନ୍ତି ଯେ ଆମେରିକା ଆଗାମୀ ପାଞ୍ଚ ଦିନ ପାଇଁ…

ଡବଲ ମର୍ଡର : ସ୍ତ୍ରୀ ସହ ପ୍ରେମିକଙ୍କୁ ଗୁଳି କରିଦେଲେ ସ୍ବାମୀ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ ଥରିଉଠିବ ଛାତି

ଗାଜିଆବାଦ,୨୪।୩: ଗାଜିଆବାଦର ଟ୍ରୋନିକା ସିଟି ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଡବଲ ମର୍ଡର ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ପ୍ରେମିକଙ୍କୁ…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

ପେଟ୍ରୋଡଲାର ସାମ୍ରାଜ୍ୟ

ପୃଥିବୀର କୌଣସି ଏକ ପେଟ୍ରୋଲ୍‌ ପମ୍ପରେ ଗାଡ଼ିରେ ଇନ୍ଧନ ଭରିବା ଦୃଶ୍ୟ ସାଧାରଣ ହୋଇପାରେ, କିନ୍ତୁ ଏହା ପ୍ରଚ୍ଛଦପଟରେ ଏକ ବିଶାଳ ଆର୍ଥିକ ବ୍ୟବସ୍ଥା କାମ କରୁଥାଏ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri