Odisha Elections 2024

ନିଟ୍‌ ପରୀକ୍ଷାରେ ଜାଲିଆତି ଘଟଣା: ୩ ଅଭିଯୁକ୍ତ ଗିରଫ

ଭଦ୍ରକ,୭।୫: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌ରେ ଜାଲିଆତି ଘଟଣାରେ ମଙ୍ଗଳବାର ୩ ଜଣ ଗିରଫ ହୋଇଛନ୍ତି। ଜଣେ ପରୀକ୍ଷାର୍ଥୀ ପାଇଁ ଅନ୍ୟ ଜଣେ ପରୀକ୍ଷା ଦେଉଥିଲେ । ଏମିତି ଏକ ନକଲି ପରୀକ୍ଷାର୍ଥୀଙ୍କୁ ଧରିଛି ଭଦ୍ରକ ଗ୍ରାମାଞ୍ଚଳ ପୋଲିସ।

ସୂଚନା ଅନୁଯାୟୀ ଭଦ୍ରକ ସହରର ଏକ ଘରୋଇ ସ୍କୁଲରେ ନିଟ ପରୀକ୍ଷା ହେଉଥିବାବେଳେ ନକଲି ପରୀକ୍ଷାର୍ଥୀଙ୍କୁ ଧରିଛି ପୋଲିସ। ମେ ମାସ ୫ ତାରିଖରେ ନିଟ ପରୀକ୍ଷାବେଳେ ସନ୍ଦେହ ହେବାରୁ ସେଣ୍ଟର ତରଫରୁ ଆଡ଼ମିନିଷ୍ଟ୍ରେଟିଭ ଅଫିସରଙ୍କୁ ଅବଗତ କରାଯାଇଥିଲା। ତେବେ ଆଡ଼ମିଟ କାର୍ଡରେ ନକଲି ପରୀକ୍ଷାର୍ଥୀଙ୍କ ଫଟୋ ଥିଲା। କିନ୍ତୁ ଆଧାରକାର୍ଡ ଯାଞ୍ଚ ବେଳେ ଫିଙ୍ଗର ପ୍ରିଣ୍ଟ ମ୍ୟାଚ କରିନଥିଲା। ଏନେଇ ସେଣ୍ଟର ସୁପରିନଡେଣ୍ଟ ଗ୍ରାମାଞ୍ଚଳ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଯାଞ୍ଚ ବେଳେ ପୋଲିସ ୩ ଜଣଙ୍କୁ ଗିରଫ କରିଥିବାବେଳେ ଅନ୍ୟ ୩ ଜଣ ଫେରାର ଅଛନ୍ତି। ଗିରଫଙ୍କ ମଧ୍ୟରେ ବିହାର ଅଞ୍ଚଳର ନକଲି ପରୀକ୍ଷାର୍ଥୀ ଅଙ୍କିତ ରାଜ, ମଧ୍ୟସ୍ଥି ବିହାରର ରାଜେଶ ମଧୁକର ଓ ବିହାରର ପ୍ରେମ ଶଙ୍କର ପାଣ୍ଡେ ଗିରଫ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି, ଭାଜପାର ମିଥ୍ୟା ପ୍ରଲୋଭନରେ ଢଳି ନ ଯାଇ ନିଜ ଭବିଷ୍ୟତ ଦେଖନ୍ତୁ: ଅଜୟ କୁମାର

ଭୁବନେଶ୍ୱର, ୨୮।୫(ସୁନିତ୍‌ ମିଶ୍ର): ଆଉ ୨ ଦିନ ପରେ ଓଡ଼ିଶାରେ ୪ର୍ଥ ପର୍ଯ୍ୟାୟ ମତଦାନ ହେବ। ତେଣୁ ରାଜ୍ୟବାସୀ ବିଜେଡି ଓ ଭାଜପାର ମିଥ୍ୟା ପ୍ରଲୋଭନରେ...

ଓଡ଼ିଶାରେ ଭାଜପା ସରକାର ଗଠନ କରିପାରିବନି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୫(ଅନିଲ ଦାସ)-ଓଡ଼ିଶାରେ ଭାଜପା ସରକାର ଗଠନ କରିପାରିବନି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଏକ ଭିଡିଓ ବାର୍ତ୍ତାରେ...

ବିଏଡ୍‌, ବିଏଚ୍‌ଏଡ୍‌, ଏମ୍‌ଏଡ୍‌ ନାମଲେଖା ପ୍ରବେଶିକା ପରୀକ୍ଷା ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର, ୨୮।୫(ଅସମାପିକା ସାହୁ)- ୨୦୨୪-୨୫ ଶିକ୍ଷାବର୍ଷରେ ବିଏଡ୍‌, ବିଏଚ୍‌ଏଡ୍‌ ଏବଂ ଏମ୍‌ଏଡ୍‌ ନାମଲେଖା ପାଇଁ ବୁଧବାର ଠାରୁ ପ୍ରବେଶିକା ପରୀକ୍ଷା ନିମନ୍ତେ ଆବେଦନ ପ୍ରକ୍ରିୟା ଆରମ୍ଭ...

ବୁଲାଣି ରାସ୍ତାରେ ଓଲଟି ପଡିଲା ବସ୍‌: ୨ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ

ଫୁଲବାଣୀ/ଫିରିଙ୍ଗିଆ,୨୮ା୫(ରାକେଶ କୁମାର ରାଉତ/ବିକ୍ରମ ଦିଗାଲ) -କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ କାଳିଆ ସାହି ନିକଟ ବୁଲାଣି ରାସ୍ତାରେ ମଙ୍ଗଳବାର ସନ୍ଧ୍ୟାରେ ‘ସାଲୁଙ୍କି’ ନାମକ ଘରୋଇ...

କିଏ ଏହି IPS DS Kutey, ଯାହାଙ୍କୁ ନେଇ ରାଜ୍ୟରେ ଚହଳ

ଭୁବନେଶ୍ୱର,୨୮।୫: ନିଲମ୍ବିତ ହୋଇଛନ୍ତି IPS ଅଫିସର ଡିଏସ କୁଟ୍ଟେ। IPS କୁଟ୍ଟେଙ୍କୁ ସସପେଣ୍ଡ କରିଛନ୍ତି ଭାରତୀୟ ନିର୍ବାଚନ କମିଶନର (ECI)। CMOରେ ସ୍ପେଶାଲ ସେକ୍ରେଟାରୀ ଭାବେ...

IPS ଅଫିସର ଆଶିଷ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ନିର୍ଦ୍ଦେଶ ଦେଲେ ଇସିଆଇ

ଭୁବନେଶ୍ୱର,୨୮।୫: ବରିଷ୍ଠ IPS ଅଫିସର ଆଶିଷ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି ଭାରତୀୟ ନିର୍ବାଚନ କମିଶନର। ଭୁବନେଶ୍ବର ଏମ୍ସ ନିର୍ଦ୍ଦେଶକଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି...

IPS ଡିଏସ କୁଟ୍ଟେ ସସପେଣ୍ଡ

ଭୁବନେଶ୍ୱର,୨୮।୫: IPS ଅଫିସର ଡିଏସ କୁଟ୍ଟେ ସସପେଣ୍ଡ। IPS କୁଟ୍ଟେଙ୍କୁ ସସପେଣ୍ଡ କଲେ ଭାରତୀୟ ନିର୍ବାଚନ କମିଶନର (ECI)। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ...

ଇଭିଏମ ଭଙ୍ଗା ଘଟଣା: ଭାଇରାଲ ଭିଡିଓର ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଇଭିଏମ ଭଙ୍ଗା ଘଟଣା: ଭାଇରାଲ ଭିଡିଓର ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭୁବନେଶ୍ୱର,୨୮।୫: ଚିଲିକା ବିଧାୟକ ତଥା ଖୋର୍ଦ୍ଧା ଭାଜପା ବିଧାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri