ଏନ୍‌ଇଇଟି ପେପର ଲିକ୍‌ ଘଟଣା: ଧର୍ମେନ୍ଦ୍ରଙ୍କ ବହିଷ୍କାର ଦାବି

ବରଗଡ଼,୧୨।୬(ପ୍ରେମାନନ୍ଦ ଖମାରୀ):ଦେଶରେ ଡାକ୍ତରୀ ଚୟନ ପ୍ରବେଶିକା ପରୀକ୍ଷା(ଏନଇଇଟି) ପେପର ଲିକ ଘଟଣା ଏବେ ଚର୍ଚ୍ଚାରେ ଥିବାବେଳେ ଆମ ଆଦମୀ ପାର୍ଟି(ଏଏପି) କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିଛି। ଏହାକୁ ନେଇ ଗୁରୁବାର ଏଏପି ବରଗଡ଼ ଜିଲା ପକ୍ଷରୁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଦଳର କାର୍ଯ୍ୟକର୍ତ୍ତାମାନେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ପ୍ରଧାନମନ୍ତ୍ରୀ ଏହି ଘଟଣାରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମନ୍ତ୍ରୀ ମଣ୍ଡଳୀରୁ ବହିଷ୍କାର କରନ୍ତୁ ବୋଲି ରାଜ୍ୟ ସମ୍ପାଦକ ଭବାନୀ ସାହୁ ଦାବି କରିଛନ୍ତି। ଅନ୍ୟପଟେ ଏହି ପରୀକ୍ଷାରେ ୨୩ ଲକ୍ଷ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାରକୁ ଚାଲି ଯାଇଛି ଏବଂ ସିବିଏସଇ ପରୀକ୍ଷାରେ ମଧ୍ୟ ଅନିୟମିତତା ସାମ୍ନାକୁ ଆସିଥିବା ଯୋଗୁ ତସରକାର ଓ ବ୍ୟବସ୍ଥାର ଅପାରଗତା ପଦାରେ ପଡ଼ିଛି। ଫଳରେ ନୈତିକତା ଦୃଷ୍ଟିରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ ବୋଲି ସାହୁ କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ମାରିୟମ ବାର୍ଲା, ଜୟକ୍ରିଷ୍ଣା ଛୁରିଆ, ଶାହରୁଖ ଲୋଧିଆ, ମିଲୁ ନାଗ, ଆଇନଜୀବୀ ଏମ୍‌ଡି ମୋଇନ, ସରିତା ସୁନା, ସୂର୍ଯ୍ୟ ଭୋଇ, କୈକେୟୀ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?