Posted inଜାତୀୟ

ପ୍ରକାଶ ପାଇଲା ଏନଇଇଟି ପିଜି-୨୦୨୩ ଫଳ…

ନୂଆଦିଲ୍ଲୀ,୧୪।୩ : ଛାତ୍ରୀଛାତ୍ରମାନଙ୍କର ଦୀର୍ଘ ପ୍ରତୀକ୍ଷାକୁ ଶେଷ କରି ନ୍ୟାଶନାଲ ବୋର୍ଡ ଅଫ ଏକ୍ସାମ ଇନ୍‌ ମେଡିକାଲ ସାଇନ୍ସ (ଏନବିଇଏମଏସ) ମଙ୍ଗଳବାର ନିଜ ଅଧିକାରୀକ ସାଇଟରେଏନଇଇଟି ପିଜି ୨୦୨୩ ର ଫଳାଫଳ ପ୍ରକାଶ କରିଛି। ପ୍ରବେଶିକା ପରୀକ୍ଷା ଦେଇଥିବା ଛାତ୍ରୀଛାତ୍ରମାନେ ସେମାନଙ୍କର ଫଳାଫଳକୁ ଏନବିଇଏମଏସର ଅଫିସିଆଲ ୱେବସାଇଟ, natboard.edu.in ର ଲିଙ୍କରେ ସେମାନଙ୍କର ରୋଲ ନମ୍ବର ଯାଞ୍ଚ କରିପାରିବେ।
କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ମନସୁଖ ମାଣ୍ଡବ୍ୟ ଟୁଇଟ କରି ଏହି ସୂଚନା ଦେଇଛନ୍ତି।

ଚଳିତ ବର୍ଷ ପ୍ରାୟ ୨.୯ ଲକ୍ଷ ଛାତ୍ରୀଛାତ୍ର ଏନଇଇଟି ପିଜି ପରୀକ୍ଷା ପାଇଁ ପଞ୍ଜୀକୃତ ହୋଇଥିଲେ। ୨୦୨୩-୨୪ ଆଡମିଶନ ଅଧିବେଶନ ପାଇଁ ଏମଡି / ଏମଏସ / ଡିଏନବି / ଡିପ୍ଲୋମା ପାଠ୍ୟକ୍ରମରେ ଆଡମିଶନ ପାଇଁ ଏନଇଇଟି ପିଜି ୨୦୨୩ ମାର୍ଚ୍ଚ ୫ରେ କରାଯାଇଥିଲା।

ପରୀକ୍ଷା ସଫଳତାର ସହ କରି ରେକର୍ଡ ସମୟ ମଧ୍ୟରେ ଫଳାଫଳ ଘୋଷଣା କରି ଏନବିଇଏମଏସ ପୁଣି ଏକ ଗରୁତ୍ୱପୂର୍ଣ୍ଣ କାର୍ଯ୍ୟ କରଥିବାରୁ ମୁଁ ସେମାନଙ୍କ ଉଦ୍ୟମକୁ ପ୍ରଶଂସା କରୁଛି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ଟୁଇଟ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri