Posted inଜାତୀୟ

ପ୍ରକାଶ ପାଇଲା ଏନଇଇଟି ପିଜି-୨୦୨୩ ଫଳ…

ନୂଆଦିଲ୍ଲୀ,୧୪।୩ : ଛାତ୍ରୀଛାତ୍ରମାନଙ୍କର ଦୀର୍ଘ ପ୍ରତୀକ୍ଷାକୁ ଶେଷ କରି ନ୍ୟାଶନାଲ ବୋର୍ଡ ଅଫ ଏକ୍ସାମ ଇନ୍‌ ମେଡିକାଲ ସାଇନ୍ସ (ଏନବିଇଏମଏସ) ମଙ୍ଗଳବାର ନିଜ ଅଧିକାରୀକ ସାଇଟରେଏନଇଇଟି ପିଜି ୨୦୨୩ ର ଫଳାଫଳ ପ୍ରକାଶ କରିଛି। ପ୍ରବେଶିକା ପରୀକ୍ଷା ଦେଇଥିବା ଛାତ୍ରୀଛାତ୍ରମାନେ ସେମାନଙ୍କର ଫଳାଫଳକୁ ଏନବିଇଏମଏସର ଅଫିସିଆଲ ୱେବସାଇଟ, natboard.edu.in ର ଲିଙ୍କରେ ସେମାନଙ୍କର ରୋଲ ନମ୍ବର ଯାଞ୍ଚ କରିପାରିବେ।
କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ମନସୁଖ ମାଣ୍ଡବ୍ୟ ଟୁଇଟ କରି ଏହି ସୂଚନା ଦେଇଛନ୍ତି।

ଚଳିତ ବର୍ଷ ପ୍ରାୟ ୨.୯ ଲକ୍ଷ ଛାତ୍ରୀଛାତ୍ର ଏନଇଇଟି ପିଜି ପରୀକ୍ଷା ପାଇଁ ପଞ୍ଜୀକୃତ ହୋଇଥିଲେ। ୨୦୨୩-୨୪ ଆଡମିଶନ ଅଧିବେଶନ ପାଇଁ ଏମଡି / ଏମଏସ / ଡିଏନବି / ଡିପ୍ଲୋମା ପାଠ୍ୟକ୍ରମରେ ଆଡମିଶନ ପାଇଁ ଏନଇଇଟି ପିଜି ୨୦୨୩ ମାର୍ଚ୍ଚ ୫ରେ କରାଯାଇଥିଲା।

ପରୀକ୍ଷା ସଫଳତାର ସହ କରି ରେକର୍ଡ ସମୟ ମଧ୍ୟରେ ଫଳାଫଳ ଘୋଷଣା କରି ଏନବିଇଏମଏସ ପୁଣି ଏକ ଗରୁତ୍ୱପୂର୍ଣ୍ଣ କାର୍ଯ୍ୟ କରଥିବାରୁ ମୁଁ ସେମାନଙ୍କ ଉଦ୍ୟମକୁ ପ୍ରଶଂସା କରୁଛି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ଟୁଇଟ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?