NEET PG 2025:ଏହି ଦିନ ହେବ NEET PG ପରୀକ୍ଷା: ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୮/୩: ମେଡିକାଲ କ୍ଷେତ୍ରରେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବାର ସ୍ୱପ୍ନ ଦେଖୁଥିବା ପ୍ରାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି । ନ୍ୟାଶନାଲ ବୋର୍ଡ ଅଫ୍ ଏକ୍ଜାମିନେସନ୍ ଇନ୍ ମେଡିକାଲ ସାଇନ୍ସେସ୍ (NBEMS) NEET PG 2025 ପରୀକ୍ଷା ପାଇଁ ତାରିଖ ଘୋଷଣା କରିଛି। ଏହି ପରୀକ୍ଷା ଜୁନ୍ ୧୫, ୨୦୨୫ (ରବିବାର) ରେ ଅନୁଷ୍ଠିତ ହେବ। NEET PG ପରୀକ୍ଷା କମ୍ପ୍ୟୁଟର ଆଧାରିତ ପରୀକ୍ଷା (ସିବିଟି) ମୋଡରେ ଦୁଇଟି ସିଫ୍ଟରେ ଅନୁଷ୍ଠିତ ହେବ।

ଦୀର୍ଘ ଦିନ ଧରି NEET PG ପରୀକ୍ଷା ତାରିଖକୁ ନେଇ ପରୀକ୍ଷାର୍ଥୀଙ୍କ ମଧ୍ୟରେ କଳ୍ପନାଜଳ୍ପନା ଲାଗି ରହିଥିଲା। ଜୁନ୍ ୧୫ ତାରିଖରେ ଦେଶର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଦୁଇଟି ସିଫ୍ଟରେ ପରୀକ୍ଷା ହେବ ବୋଲି NBEMS ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହି ପରୀକ୍ଷାରେ ଲକ୍ଷ ଲକ୍ଷ ଛାତ୍ରୀଛାତ୍ର ଅଂଶଗ୍ରହଣ କରିବେ। ଏନବିଇଏମଏସ ଖୁବଶୀଘ୍ର ପରୀକ୍ଷା ସମ୍ବନ୍ଧୀୟ ଏକ ସରକାରୀ ସୂଚନା ବୁଲେଟିନ ଜାରି କରିବ, ଯେଉଁଥିରେ ପଞ୍ଜୀକରଣ ତାରିଖ, ଯୋଗ୍ୟତା, ଆବେଦନ ପ୍ରକ୍ରିୟା ଏବଂ ପରୀକ୍ଷା ଢାଞ୍ଚା ବିଷୟରେ ସମ୍ପୂର୍ଣ୍ଣ ବିବରଣୀ ପ୍ରଦାନ କରାଯିବ ।

ସାରା ଦେଶରେ ଏମଡି (ଡକ୍ଟର ଅଫ୍ ମେଡିସିନ), ଏମଏସ (ମାଷ୍ଟର ଅଫ୍ ସର୍ଜରୀ) ଏବଂ ପିଜି ଡିପ୍ ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ନିଟ୍ ପିଜି ପରୀକ୍ଷା ବାଧ୍ୟତାମୂଳକ ଅଟେ। ଏହି ପରୀକ୍ଷା ପ୍ରତିବର୍ଷ ହଜାର ହଜାର ଡାକ୍ତରୀ ସ୍ନାତକଙ୍କ କ୍ୟାରିୟରକୁ ମାର୍ଗଦର୍ଶନ କରିବାର ମାଧ୍ୟମ ଭାବରେ କାର୍ଯ୍ୟ କରେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri