NEET PG 2025:ଏହି ଦିନ ହେବ NEET PG ପରୀକ୍ଷା: ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୮/୩: ମେଡିକାଲ କ୍ଷେତ୍ରରେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବାର ସ୍ୱପ୍ନ ଦେଖୁଥିବା ପ୍ରାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି । ନ୍ୟାଶନାଲ ବୋର୍ଡ ଅଫ୍ ଏକ୍ଜାମିନେସନ୍ ଇନ୍ ମେଡିକାଲ ସାଇନ୍ସେସ୍ (NBEMS) NEET PG 2025 ପରୀକ୍ଷା ପାଇଁ ତାରିଖ ଘୋଷଣା କରିଛି। ଏହି ପରୀକ୍ଷା ଜୁନ୍ ୧୫, ୨୦୨୫ (ରବିବାର) ରେ ଅନୁଷ୍ଠିତ ହେବ। NEET PG ପରୀକ୍ଷା କମ୍ପ୍ୟୁଟର ଆଧାରିତ ପରୀକ୍ଷା (ସିବିଟି) ମୋଡରେ ଦୁଇଟି ସିଫ୍ଟରେ ଅନୁଷ୍ଠିତ ହେବ।

ଦୀର୍ଘ ଦିନ ଧରି NEET PG ପରୀକ୍ଷା ତାରିଖକୁ ନେଇ ପରୀକ୍ଷାର୍ଥୀଙ୍କ ମଧ୍ୟରେ କଳ୍ପନାଜଳ୍ପନା ଲାଗି ରହିଥିଲା। ଜୁନ୍ ୧୫ ତାରିଖରେ ଦେଶର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଦୁଇଟି ସିଫ୍ଟରେ ପରୀକ୍ଷା ହେବ ବୋଲି NBEMS ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହି ପରୀକ୍ଷାରେ ଲକ୍ଷ ଲକ୍ଷ ଛାତ୍ରୀଛାତ୍ର ଅଂଶଗ୍ରହଣ କରିବେ। ଏନବିଇଏମଏସ ଖୁବଶୀଘ୍ର ପରୀକ୍ଷା ସମ୍ବନ୍ଧୀୟ ଏକ ସରକାରୀ ସୂଚନା ବୁଲେଟିନ ଜାରି କରିବ, ଯେଉଁଥିରେ ପଞ୍ଜୀକରଣ ତାରିଖ, ଯୋଗ୍ୟତା, ଆବେଦନ ପ୍ରକ୍ରିୟା ଏବଂ ପରୀକ୍ଷା ଢାଞ୍ଚା ବିଷୟରେ ସମ୍ପୂର୍ଣ୍ଣ ବିବରଣୀ ପ୍ରଦାନ କରାଯିବ ।

ସାରା ଦେଶରେ ଏମଡି (ଡକ୍ଟର ଅଫ୍ ମେଡିସିନ), ଏମଏସ (ମାଷ୍ଟର ଅଫ୍ ସର୍ଜରୀ) ଏବଂ ପିଜି ଡିପ୍ ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ନିଟ୍ ପିଜି ପରୀକ୍ଷା ବାଧ୍ୟତାମୂଳକ ଅଟେ। ଏହି ପରୀକ୍ଷା ପ୍ରତିବର୍ଷ ହଜାର ହଜାର ଡାକ୍ତରୀ ସ୍ନାତକଙ୍କ କ୍ୟାରିୟରକୁ ମାର୍ଗଦର୍ଶନ କରିବାର ମାଧ୍ୟମ ଭାବରେ କାର୍ଯ୍ୟ କରେ।


Enter your email to get our daily news in your inbox.

All Right Reserved By Dharitri.Com

ନବରଙ୍ଗପୁରରେ ଚାଞ୍ଚଲ୍ୟ: ସମାଧି ଖୋଳି କାଟି ନେଲେଗଲେ ଯୁବତୀଙ୍କ ମୁଣ୍ଡ, ମଶାଣିରେ କଲେ…

ନବରଙ୍ଗପୁର,୫।୧୧(ସଦାଶିବ ପ୍ରହରାଜ): ମୃତ୍ୟୁ ପରେ ବି ମିଳିଲାନି ଶାନ୍ତି । ମଶାଣିରେ ସମାଧି ନେଇଥିବା ଜଣେ ଯୁବତୀଙ୍କ ମୃତଦେହକୁ ୪୨ ଦିନ ପରେ ଖୋଳି ବାହାର କରିବା…

ୟୁରୋପରେ ୧୨ ବିମାନର ଯାତ୍ରୀ ଆତଙ୍କିତ; ପ୍ୟାରିସରୁ ରୋମ ପର୍ଯ୍ୟନ୍ତ ଭୟର ବାତାବରଣ

ପ୍ୟାରିସ,୫।୧୧: ଗୁରୁବାର ୟୁରୋପର ସୁରକ୍ଷା ଏଜେନ୍ସିଗୁଡ଼ିକ ପୁଣିଥରେ ହାଇ ଆଲର୍ଟ ଅବସ୍ଥାରେ ରହିଥିଲେ, କାରଣ ବୋମା ଧମକ ମିଳିବା ପରେ ପ୍ରାୟ ୧୨ଟି ବିମାନର ଗତିପଥ ବଦଳାଇବାକୁ…

ପୋଲିସ ASIଙ୍କ ବାଇକ୍‌ ଧକ୍କାରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ, ନ୍ୟାୟ ପାଇଁ SPଙ୍କ ଦ୍ୱାରସ୍ଥ ହେଲେ ପରିବାର

ଭବାନୀପାଟଣା,୫।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର କ୍ରସର ବିଜୁ ଏକ୍ସପ୍ରେସ ରାସ୍ତାରେ ଗତ ୩୧ ତାରିଖ ସନ୍ଧ୍ୟାରେ ବାଇକ ଧକ୍କାରେ ଜଣେ…

ବନ୍ୟାରେ ଛାରଖାର ପୁରୁଷୋତ୍ତମପୁର, ବିପନ୍ନଙ୍କ ଦୁର୍ଦ୍ଦଶା ଦେଖି ସରକାରଙ୍କୁ ଘେରିଲେ ଭକ୍ତ ଦାସ

ପୁରୁଷୋତ୍ତମପୁର,୫।୧୧(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଋଷିକୁଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳକୁ ଛାରଖାର କରିଦେଇଛି । ଘରଦ୍ୱାରଠାରୁ ଆରମ୍ଭ କରି ଚାଷଜମି…

‘ନିଜ ମାଟିରେ ମରିବାକୁ ପ୍ରସ୍ତୁତ’: ମୃତ୍ୟୁଦଣ୍ଡାଦେଶ ପାଇବା ସତ୍ତ୍ୱେ ବାଂଲାଦେଶ ଫେରିବା ନେଇ ଅଟଳ ଶେଖ ହସିନା

ନୂଆଦିଲ୍ଲୀ/ଢାକା,୫।୧୧: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ସ୍ପଷ୍ଟ କରିଛନ୍ତି ଯେ, ପରିଣାମ ଯାହା ହେଉନା କାହିଁକିଭାରତରୁ ଫେରିବା ପରେ ଯଦି ତାଙ୍କୁ ମୃତ୍ୟୁଦଣ୍ଡ କିମ୍ବା ଗିରଫଦାରୀର…

ପାକିସ୍ତାନୀ ସେନାର ଅତ୍ୟାଚାର: ପ୍ରଦର୍ଶନକାରୀଙ୍କ ଉପରକୁ ଡ୍ରୋନରୁ ଗୁଳିଚାଳନା, ୩ ମୃତ

ଇସଲାମାବାଦ,୫।୧୧: ପାକିସ୍ତାନ ଅଧିକୃତ କଶ୍ମୀରରେ, ପାକିସ୍ତାନୀ ସେନା ସ୍ଥାନୀୟ ଜନସାଧାରଣଙ୍କ ଉପରେ କ୍ରମାଗତ ଭାବେ ଅତ୍ୟାଚାର ଚଳାଇଛି। ଗୁରୁବାର ସକାଳ ୫ଟା ସମୟରେ, ଡ୍ରୋନଗୁଡ଼ିକ ହଠାତ ଲୋକଙ୍କ…

ବାତ୍ୟା ଓ ବନ୍ୟାରେ ଫସଲ ନଷ୍ଟ, କ୍ଷତିପୂରଣ ଦାବିରେ ଗଞ୍ଜାମ ଜଲାପାଳଙ୍କ ଅଫିସ୍‌ ଆଗରେ ଚାଷୀଙ୍କ ଧାରଣା!

ଛତ୍ରପୁର,୫।୧୧(ଦିଲ୍ଲୀପ ସାମଲ) : ବାତ୍ୟା ‘ଅର୍ଣ୍ଣବ’ ଓ ପରବର୍ତ୍ତୀ ବନ୍ୟାରେ ଗଞ୍ଜାମ ଜିଲାରେ ବ୍ୟାପକ ଫସଲ କ୍ଷତି ହୋଇଛି । ଫଳରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ…

ଆଦର୍ଶ ବିଦ୍ୟାଳୟରୁ ବାଦ୍‌ ପଡ଼ିଲା ୪୨ ମୌଜା ପିଏମ୍‌ ବାଲୁଙ୍କେଶ୍ୱର ବିଦ୍ୟାପୀଠ

କଟକ ସଦର,୫ା୧୧(ସୁଶାନ୍ତ କୁମାର ଜେନା): ଆସନ୍ତା ୬ ତାରିଖରେ ରାଜ୍ୟରେ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନା ଆରମ୍ଭ ହେବାକୁ ଯାଉଛି। ଏହି ଯୋଜନାରେ କଟକ ସଦର ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?