ଏନ୍‌ଇଇଟି ପିଜି: ଆଜି ସରିବ ଆବେଦନ ସଂଶୋଧନ ପ୍ରତିକିୟା

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ହେଉଥିବା ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ ବା ଏନ୍‌ଇଇଟି ପିଜି ୨୦୨୩ ପ୍ରବେଶିକା ପରୀକ୍ଷା ମାର୍ଚ୍ଚ ୫ରେ ଅନୁଷ୍ଠିତ ହେବ। ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍‌ଜାମିନେଶନ(ଏନ୍‌ବିଇ) ଦ୍ୱାରା ପରିଚାଳିତ ଏହି ପରୀକ୍ଷା ପାଇଁ ଜାନୁୟାରୀ ୭ରୁ ୨୭ ତାରିଖ ମଧ୍ୟରେ ଛାତ୍ରୀଛାତ୍ର ଆବେଦନ କରିଥିଲେ। ଏବେ ଛାତ୍ରୀଛାତ୍ରଙ୍କୁ ଆବେଦନ ଫର୍ମରେ ଏଡିଟ୍‌ ବା ସଂଶୋଧନ କରିବା ପାଇଁ ସୁଯୋଗ ଦିଆଯାଇଛି। ୧୮ତାରିଖରୁ ଆରମ୍ଭ ହୋଇଥିବା ଏହି ସଂଶୋଧନ ପ୍ରକ୍ରିୟା ୨୦ ତାରିଖରେ ଶେଷ ହେବ। ସୋମବାର ରାତି ୧୧ଟା ୫୫ ମଧ୍ୟରେ ଏନ୍‌ବିଇର ଅଫିସିଆଲ ଓ୍ବେବ୍‌ସାଇଟ୍‌ natboard.edu.inକୁ ଯାଇ ଛାତ୍ରୀଛାତ୍ର ନିଜ ଆବେଦନ ଫର୍ମରେ ଆବଶ୍ୟକ ଏଡିଟ୍‌ କରିପାରିବେ। ଏହାପରେ ସେମାନଙ୍କୁ ଆଉ ସୁଯୋଗ ଦିଆଯିବ ନାହିଁ। ଏଠାରେ ଉଲ୍ଲେଖଯୋଗ୍ୟ, ମାର୍ଚ୍ଚ ୫ରେ ହେବାକୁ ଥିବା ଏନ୍‌ଇଇଟି ପିଜି ୨୦୨୩କୁ ସ୍ଥଗିତ ରଖିବା ପାଇଁ ବହୁ ଛାତ୍ରୀଛାତ୍ର ଓ ବିଶେଷଜ୍ଞମାନେ ଦାବିକରି ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri