Posted inଜାତୀୟ

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ କରିଛି । ଉଚ୍ଚତମ ନ୍ୟାୟାଳୟର ନିର୍ଦ୍ଦେଶ ପରେ ଏକ ପ୍ରଶ୍ନର ଉତ୍ତରକୁ ଧ୍ୟାନରେ ରଖି ଏହି ଫଳ ପ୍ରକାଶ କରାଯାଇଛି ।

ଏନେଇ ଜଣେ ଅଧିକାରୀ କହିଛନ୍ତି ଯେ, ଆଜିର ଫଳାଫଳରେ ୧୭ ଜଣ ପରୀକ୍ଷାର୍ଥୀ ଶୀର୍ଷରେ ଥିବାବେଳେ ୬୧ ଜଣ ପରୀକ୍ଷାର୍ଥୀ ସଂଶୋଧିତ ଫଳାଫଳରେ ଶୀର୍ଷରେ ରହିଥିଲେ । ପୂର୍ବରୁ ଟପ୍ପର ଘୋଷିତ ୬୭ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୪୪ ଜଣଙ୍କୁ ପଦାର୍ଥ ବିଜ୍ଞାନର ଏକ ପ୍ରଶ୍ନ ପାଇଁ ପୂର୍ଣ୍ଣ ମାର୍କ ଦିଆଯାଇଥିଲା । ପରେ କେତେକ ପରୀକ୍ଷା କେନ୍ଦ୍ରରେ ସମୟ ନଷ୍ଟ ହୋଇଥିବାରୁ ସେମାନଙ୍କୁ ଦିଆଯାଇଥିବା ଅନୁଗ୍ରହ ମାର୍କ ପ୍ରତ୍ୟାହାର କରିନେବା ପରେ ଟପ୍ପରଙ୍କ ସଂଖ୍ୟା ୬୧କୁ ହ୍ରାସ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri