NEET ଛାତ୍ରୀଙ୍କୁ ଟେକିନେଇ ଗଣବଳାତ୍କାର, ପୁରୁଷବନ୍ଧୁଙ୍କୁ ବନ୍ଧୁଙ୍କୁ ମାଡ଼ ମାରି ବୁଦାରେ ଫିଙ୍ଗିଦେଲେ

ନୂଆଦିଲ୍ଲୀ,୨୪ା୭: ମଧ୍ୟପ୍ରଦେଶ ଏବଂ ଉତ୍ତର ପ୍ରଦେଶ ସୀମାନ୍ତରେ ଅବସ୍ଥିତ ଏକ ପବିତ୍ର ସହର ଚିତ୍ରକୂଟର ଦେବାଙ୍ଗନା ଉପତ୍ୟକା ଅଞ୍ଚଳରେ ଏକ ଲୋମହର୍ଷଣକାରୀ ଘଟଣା ଘଟିଛି। ମଧ୍ୟପ୍ରଦେଶର ସତନାର ଜଣେ ୨୦ ବର୍ଷୀୟା ଛାତ୍ରୀଙ୍କୁ ତିନି ଜଣ ଯୁବକ ଗଣବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି । ପୀଡିତା ଜଣକ ରାଜସ୍ଥାନର କୋଟାରେ NEET ପାଇଁ ପ୍ରସ୍ତୁତ ହେଉଥିଲେ । ବନବିଭାଗ କର୍ମଚାରୀର ପରିଚୟ ଦେଇ ବଳାତ୍କାର କରିଥିବା ଅଭିଯୋଗ ହୋଇଛି ।

ସୂଚନା ଅନୁସାରେ, ଛାତ୍ରୀଜଣକ ଛୁଟିରେ ଘରକୁ ବୁଲିବାକୁ ଆସିଥିଲେ । ପୁରୁଷବନ୍ଧୁ ନିମନ୍ତ୍ରଣ କରିବାକୁ ସେ ଚିତ୍ରକୁଟ ବୁଲିବାକୁ ଯାଇଥିଲେ । ସେମାନେ ପାହାଡ଼ରେ ବୁଲୁଥିବା ବେଳେ ତିନିଜଣ ଯୁବକ ବାଇକରେ ଆସି ନିଜକୁ ବନକର୍ମଚୀରର ପରିଚୟ ଦେଇ ଧମକ ଦେଇଥିଲେ ।ଯେତେବେଳେ ପୁରୁଷ ବନ୍ଧୁ ବିରୋଧ କରିବାରୁ ଅଭିଯୁକ୍ତମାନେ ତାଙ୍କୁ ବେଲ୍ଟରେ ପିଟିଥିଲେ, ତାଙ୍କ ହାତ ଏବଂ ଗୋଡକୁ ସ୍କାର୍ଫରେ ବାନ୍ଧି ବୁଦାରେ ଫିଙ୍ଗି ଦେଇଥିଲେ। ଏହାପରେ ଛାତ୍ରୀଙ୍କୁ ବୁଦାମୂଳକୁ ନେଇ ଗଣବଳାତ୍କାର କରି ଫେରାର ହୋଇଯାଇଥିଲେ ।

ଘଟଣା ପରେ, ନାବାଳିକା ଜଣକ ନିଜକୁ ମୁକ୍ତ କରିବାରେ ସଫଳ ହୋଇଥିଲେ ଏବଂ ପୋଲିସକୁ ସୂଚନା ଦେଇଥିଲେ। ମୁକୁଳିବା ପାଇଁ ବହୁତ ଚେଷ୍ଟା କରାଯାଇଥିଲା, କିନ୍ତୁ ନେଟୱାର୍କ କଭରେଜ୍ ପାଇବା ପରେ, ନାବାଳିକା ଜଣକ ଘଟଣା ବିଷୟରେ ଜଣାଇବା ପାଇଁ ଜରୁରୀକାଳୀନ ନମ୍ବର 112 କୁ ଫୋନ୍ କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଡାକ୍ତରୀ ପରୀକ୍ଷା ପାଇଁ ହସ୍ପିଟାଲକୁ ନେଇଥିଲା। ଘଟଣା ପରେ ଅଞ୍ଚଳର ସିସିଟିଭି ଫୁଟେଜରେ ତିନି ଜଣ ସନ୍ଦିଗ୍ଧ ବ୍ୟକ୍ତି ଏକ ମୋଟରସାଇକେଲରେ ପଳାଇ ଯାଉଥିବା ଦେଖାଯାଉଛି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ଆଜିଠୁ ଆରମ୍ଭ ହେଲା ଖରାପ ସମୟ: ମେଷ ସମେତ ଏହି ରାଶି ରୁହନ୍ତୁ ସତର୍କ, କେତୁ -ଚନ୍ଦ୍ରଙ୍କ ସଂଯୋଗ କରିଦେବ ବର୍ବାଦ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେତୁ ଓ ଚନ୍ଦ୍ରମାଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ମାନ୍ୟତା ରହିଛି ଯେ, ଏହି ଦୁଇ ଗ୍ରହଙ୍କ ଯୁତି ଜାତକଙ୍କ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri