Posted inଜାତୀୟ

ଏନ୍‌ଇଇଟିରେ ଅନିୟମିତତା: ସାନି ପରୀକ୍ଷା କରିବାକୁ ଛାତ୍ରୀଛାତ୍ର, ଅଭିଭାବକଙ୍କ ଦାବି

ନୂଆଦିଲ୍ଲୀ,୬ା୬: ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ହେଉଥିବା ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି-ୟୁଜି) ଫଳାଫଳ ପ୍ରକାଶ ପାଇବାର ଦିନକ ପରେ ଏଥିରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ସର୍ବଭାରତୀୟ ର଼୍ୟାଙ୍କ ୧ରେ ଥିବା ୬୭ଜଣ ଛାତ୍ରୀଛାତ୍ରଙ୍କୁ ୭୨୦ରୁ ୭୨୦ ନମ୍ବର ଦିଆଯାଇଥିବା ଜଣାପଡ଼ିବା ପରେ ଏହାକୁ ନେଇ ବିବାଦ ସୃଷ୍ଟି ହୋଇଛି। ପରୀକ୍ଷାରେ ଥିବା ତ୍ରୁଟି, ସମ୍ଭାବ୍ୟ ଅସାଧୁ ଉପାୟ, ଗ୍ରେସ୍‌ ମାର୍କର ଅସ୍ପଷ୍ଟ କାର୍ଯ୍ୟକାରିତା ଏବଂ ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗକୁ ନେଇ ଅଧିକାଂଶ ମେଡିକାଲ ଶିକ୍ଷା ଆଶାୟୀ ଏବଂ ସେମାନଙ୍କ ଅଭିଭାବକ ପ୍ରଶ୍ନ ଉଠାଇଛନ୍ତି। ନିଟ୍‌ ପରୀକ୍ଷାକୁ ବାତିଲ କରାଯାଉ କିମ୍ବା ପୁନର୍ବାର ପରୀକ୍ଷା କରାଯିବାକୁ ଛାତ୍ରୀଛାତ୍ର ଓ ସେମାନଙ୍କ ଅଭିଭାବକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଗ୍ୟାସ୍‌ ସଙ୍କଟ ମଧ୍ୟରେ ସରକାର ନେଲେ ବଡ଼ ପଦକ୍ଷେପ: ଏଣିକି ଅଧିକରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୨୫ା୩: ଏଲପିଜି ସଙ୍କଟ ମଧ୍ୟରେ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲ ଅଭାବର ଗୁଜବକୁ ମଧ୍ୟ ସ୍ପଷ୍ଟ କରାଯାଇଛି। ଲୋକଙ୍କୁ ଏଥିପ୍ରତି ଧ୍ୟାନ…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ଯୁଦ୍ଧ ଭିତରେ ୧ ଏପ୍ରିଲରୁ ବଦଳିଯିବ ୫ ନିୟମ, ରୋଷେଇ ଘରରୁ ପେଟ୍ରୋଲ ଯାଏ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୫।୩: ୧ ଏପ୍ରିଲରୁ ଆର୍ଥିକ ନିୟମାବଳୀରେ ଅନେକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଖର୍ଚ୍ଚ ଉପରେ ସିଧାସଳଖ…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri