Posted inଜାତୀୟ

NEET UG 2025 ଫଳାଫଳ ଘୋଷଣା: ଜାଣନ୍ତୁ କେମିତି କରିବେ ଚେକ୍‌

ନୂଆଦିଲ୍ଲୀ,୧୪।୬: NEET UG 2025 ଫଳାଫଳ ଘୋଷଣା କରାଯାଇଛି। ଏହି ମେଡିକାଲ ପ୍ରବେଶିକା ପରୀକ୍ଷାରେ ଅଂଶଗ୍ରହଣ କରିଥିବା ପ୍ରାର୍ଥୀମାନେ NEET neet.nta.nic.in ର ଅଫିସିଆଲ ୱେବସାଇଟରେ ସେମାନଙ୍କର ଫଳାଫଳ ଦେଖିପାରିବେ। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ଅର୍ଥାତ୍‌ NTA ମଧ୍ୟ ପାସ କରିଥିବା ପ୍ରାର୍ଥୀଙ୍କ ନମ୍ବର ଏବଂ NEET UG ଟପର୍ସଙ୍କ ନାମ ଘୋଷଣା କରିଛି। ଏହି ବର୍ଷ ରାଜସ୍ଥାନର ମହେଶ କୁମାର NEET ପରୀକ୍ଷାରେ ଟପ କରିଛନ୍ତି। ସେ ୯୯.୯୯୯୯୫୪୭ ପ୍ରତିଶତ ହାସଲ କରିଛନ୍ତି। ମଧ୍ୟପ୍ରଦେଶର ଉତ୍କର୍ଷ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?